• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରଠାରେ ଶ୍ୟାମବାବାଙ୍କ ଭବ୍ୟ ଭଜନ ସଂନ୍ଧ୍ୟା “ଦିଲ କି ବାତ ସାଁୱରେ କେ ସାଥ୍‌”

Proprietor Abhimanyu Maharana by Proprietor Abhimanyu Maharana
December 14, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱରଠାରେ ଶ୍ୟାମବାବାଙ୍କ ଭବ୍ୟ ଭଜନ ସଂନ୍ଧ୍ୟା “ଦିଲ କି ବାତ ସାଁୱରେ କେ ସାଥ୍‌”
Share on FacebookShare on TwitterWhatsapp

୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ନାଦାନ ପରିନ୍ଦେ ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ଭୁବନେଶ୍ୱର ଠାରେ ତା ୨୨.୧୨.୨୦୨୪ (ରବିବାର) ସ୍ଥାନୀୟ ବିଜେବି କଲେଜ ପଡିଆ ଠାରେ ଖାଟୁ ଶ୍ୟାମବାବାଙ୍କ ଭବ୍ୟ ଭଜନ ସଂଧ୍ୟା ଆୟୋଜିତ ହେଉଅଛି । ଏହି ଉତ୍ସବଟି ଅପରାହ୍ନ ୩ଘଟିକାରୁ ରାତ୍ରି ୧୦ ଘଟିକା ପର୍ଯ୍ୟନ୍ତ ଚାଲିବ । ସର୍ବଶେଷରେ ଆଳତୀ ହେବ । ଏଥିରେ ଦେଶର ପ୍ରସିଦ୍ଧ କଳାକାରମାନେ ଯଥା ଶ୍ରୀ ବାବା ହଂସରାଜ ରଘୁବଂଶୀ, ରାଜ୍ ପାରିକ୍‌, ପୂଜା ନାଥାନି, କେଶବ କୌଶିକ, ନରେଶ ପୁନି ଏବଂ ରାଜେଶ ଗୋଏଲଙ୍କର ମଧୁର ସ୍ୱରରେ ଖାଟୁ ଶ୍ୟାମ ବାବାଙ୍କ ମହିମାକୁ ବର୍ଣ୍ଣନା କରିବା ସହ ଭଜନ ଗୁଡିକ ପରିବେଷଣ କରିବେ । ଏହି ଉତ୍ସବକୁ ପ୍ରତି ବର୍ଷ ପରି ପ୍ରାୟ ୧୫ ହଜାର ଶ୍ରଦ୍ଧାଳୁ ମାନଙ୍କର ଉପସ୍ଥିତ ହେବ ବୋଲି ଆଶା କରାଯାଉଛି ।

ଏଠାରେ ଖାଟୁ ଶ୍ୟାମ ବାବାଙ୍କର ମହିମାକୁ ବର୍ଣ୍ଣନା କରୁଥିବା ଭଜନ ସହ ଅନ୍ୟାନ୍ୟ ଭଜନର ମଧ୍ୟ ଆନନ୍ଦ ନେବେ । ଏହାର ଆୟୋଜକ ଏଠାରେ ସଂମ୍ପୂର୍ଣ୍ଣ ସୁରକ୍ଷା ଏବଂ ସ୍ୱଚ୍ଛତା ପ୍ରଦାନ ପାଇଁ ପ୍ରତିଶ୍ରୁତି ବଦ୍ଧ । ତା ସହ ଉପସ୍ଥିତ ଜନତାଙ୍କ ପାଇଁ ଗାଡି ରଖିବା, ଖାଦ୍ୟ ଏବଂ ପାନୀୟର ମଧ୍ୟ ବନ୍ଦୋବସ୍ତ କରାଯାଇଛି । ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ମହାରାଜ ମାନବେନ୍ଦ୍ର ଚୌହାନ (ସେବାଦାର ଏବଂ ମନ୍ତ୍ରୀ ଖାଟୁ ଶ୍ୟାମ ମନ୍ଦିର କମିଟି ରାଜସ୍ଥାନ) ଆମ ଉତ୍ସବରେ ଯୋଗ ଦେବା ସହ ତାଙ୍କର ଚିନ୍ତାଧାରା ଏବଂ ଆର୍ଶୀବାଦରୁ ଆମେ ପ୍ରେରଣା ପାଇପାରିବା ଏବଂ ଆମ ଉତ୍ସବକୁ ସଫଳ କରିବାରେ ସହାୟତା ମିଳିବ ।

ଏହି ଉତ୍ସବକୁ ସଫଳ କରିବା ପାଇଁ ଆମ ମାନଙ୍କ ସହ ନୱାହ, ତୃପ୍ତି କିଆ, ଚଲୋ ଓଡିଶା, ଅଜନ୍ତା ଆଡଭରଟାଇଜିଙ୍ଗ୍‌, ଶ୍ୟାମ କ୍ରିଏସନ ଏବଂ ବିଏନଆଇ ଭଳି ପ୍ରତିଷ୍ଠିତ ସଂଗଠନ ମାନେ ଆମକୁ ସହଯୋଗ କରୁଛନ୍ତି । ଏହି ଉତ୍ସବକୁ ଆୟୋଜକ ନାଦାନ ପରିନ୍ଦେ (ଦିଲ କି ବାତ୍ ସାଁୱରେ କେ ସାଥ୍‌) ତରଫରୁ ଅଭିଷେକ ଅଗ୍ରୱାଲ, ଦୀପକ ବାଜୋରିଆ, ସନ୍ଦିପ ଅଗ୍ରୱାଲ, ବଳରାମ ଗୋଏଙ୍କା, ଶୁଭମ ସିଂଘାନିଆ, ଉତ୍ତମ ସରାଫ, ବିକାଶ ଚୈାହାନ, ସଙ୍କେତ ଅଗ୍ରୱାଲ, ବିବେକ କେଜ୍ରିୱାଲ, କୈଳାଶ ଅଗ୍ରୱାଲ ଏବଂ ସମସ୍ତ କର୍ମକର୍ତ୍ତା ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି । ଏହି ପବିତ୍ର ଉତ୍ସବରେ ଯୋଗ ଦେଇ ସଂଗୀତର ଆନନ୍ଦ ନେବା ପାଇଁ ଆୟୋଜକ ତରଫରୁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version