• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗୁଜୁରାଟ ରେ ସନ୍ଦେହ ଜନକ ମୃତ୍ୟୁ ବରଣ କଲେ – ଓଡ଼ିଆ ପୁଅ ଗୌତମ ବିଶ୍ବାଳ

Proprietor Abhimanyu Maharana by Proprietor Abhimanyu Maharana
December 14, 2024
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଗୁଜୁରାଟ ରେ ସନ୍ଦେହ ଜନକ ମୃତ୍ୟୁ ବରଣ କଲେ – ଓଡ଼ିଆ ପୁଅ ଗୌତମ ବିଶ୍ବାଳ
Share on FacebookShare on TwitterWhatsapp

୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାହାଙ୍ଗା  :-> କଟକ ଜିଲ୍ଲା ମାହାଙ୍ଗା ଥନା ମାହାଙ୍ଗା ବ୍ଲକ୍ ଅନ୍ତର୍ଗତ ଜଳେଶ୍ଵର ପଞ୍ଚାୟତ ର ସୁଲତାନ ପୁର ଗ୍ରାମ ର ନିରଞ୍ଜନ ବିଶ୍ଵାଳ ଙ୍କ ପୁଅ ଶ୍ରୀମାନ ଗୌତମ ବିଶ୍ବାଳ ବୟସ (୨୨) ବର୍ଷ । ସେ ଗୁଜୁରାଟ ଅହମଦାବାଦ ମୂର୍ବି ଜିଲ୍ଲା ର ସୁଲତାନ ପୁର ଠାରେ ଗୋଟେ ଘରେଇ ପ୍ଲାଷ୍ଟିକ କମ୍ପାନୀ ରେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିଲେ ।

ହଠାତ୍ ଗୌତମ କମ୍ପାନୀ ରେ କାର୍ଯ୍ୟ କରୁଥିବା ସମୟରେ ସେ ବାହାର କୁ ଯାଇଥିଲେ । କମ୍ପାନୀ ର ଶ୍ରମିକ ମାନେ ଗୌତମ କୁ ଖୋଜାଖୋଜି କରି ନ ପାଇବାରୁ ସେମାନେ କମ୍ପାନୀ ଫୁଟରେସ ଚେକ କରି ଦେଖିଲା ବେଳକୁ ସେ ବାହର କୁ ଯାଇଛି । ବାହାରେ ଆସି ଦେଖିଲାବେଳକୁ ଗୌତମ ଏକ ଛୋଟ ଗଛ ରେ ରସି ଲଗେଇ ଦେଇଛନ୍ତି ।

ଯାହାକି ରସିରେ ଝୁଲିବା ସଂଦେହ ଜନକ ଜଣାପଡୁଛି । ସବୁଠାରୁ ବଡ଼ କଥା ହେଲା ନିରଞ୍ଜନ ଙ୍କର ପରିବାର ବହୁତ୍ ଗରିବ ଶ୍ରେଣୀର ଥିଲାବେଳେ ସେ ତାଙ୍କର ଗୋଟେ ରୋଜଗାରିଆ ପୁଅ ଟିକୁ ହରାଇ ବସିଲେ । ଏହି ଦୁଃଖଦ ଖବର ପାଇ ଗୌତମ ଙ୍କ ବାପା ବୋଉ ଓ ଗାଁ ଲୋକମାନଙ୍କ ପାଖରେ ଦୁଃଖର ଛାୟା ଖେଳଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

July 29, 2026
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

July 29, 2026
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version