• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ଚତୁର୍ଥ  ରାଷ୍ଟ୍ରୀୟ ଲୋକ ଅଦାଲତରେ  ୪୫୪୭ ଟି ମାମଲା ଫଏସଲା

Proprietor Abhimanyu Maharana by Proprietor Abhimanyu Maharana
December 15, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ଚତୁର୍ଥ  ରାଷ୍ଟ୍ରୀୟ ଲୋକ ଅଦାଲତରେ  ୪୫୪୭ ଟି ମାମଲା ଫଏସଲା
Share on FacebookShare on TwitterWhatsapp

୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :- ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା ।

ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା।  ଏନ. ଆଇ. ଆକ୍ଟ କେସ     17 ଟି   ଫଇସଲା କରାଯାଇ ୧୫୧୨୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା ।  ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା  ୧୦୯ ଜଣ ଋଣ ଗ୍ରହିତାଙ୍କଠାରୁ ୩୬୨୩୬୨୧ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ସେହିପରି ୪୦୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୯୨୦୮୪୪ ଟଙ୍କା ଆଦାୟ କରଯାଇଥିଲା ଏବଂ ଅନ୍ଯାନ୍ଯ ଦେୱାନି ୭୯ ଟି ମାମଲାର ଫଇସଲା ହୋଇଥିଲା ।

 ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ  ଜିଲ୍ଲା ଓ ଦୌରା ଜଜ ଶ୍ରୀମତୀ ରିଜା ରାୟ , ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି(ଏଲ ଆର ଆଣ୍ଡ ଏଲ ଟିଭି ) ଶ୍ରୀ ରବି ନାରାୟଣ ବେହେରା, ଉପଖଣ୍ଡ ଫୌଜଦାରୀ  ବିଚାରପତି   ସୋନାଲୀ ସରିତା ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ ,

ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ଅଞ୍ଜଳି ମଚ୍ଛଖଣ୍ଡ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ  ( ମହିଳା ଅଦାଲତ) ସ୍ଵୟଂ ପ୍ରଭା ଆଚାର୍ୟ  ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋକ ଅଦାଲତକୁ ସଫଳ କରିବା ପାଇଁ ସମସ୍ତ ନ୍ୟାୟ ଅଧିକାର ମିତ୍ର, ଅଧିବକ୍ତା ଦଣ୍ଡପାଣି ସ୍ଵାଇଁ, ରମେଶ ଚନ୍ଦ୍ର ମହାରଣା, କାମାକ୍ଷା ପ୍ରସାଦ ଦାଶ, ସଦସ୍ୟ ମହମଦ ଓମାର ମାଲ୍ଲିକ ଏବଂ ଜିଲ୍ଲା ଆଇନ ସେବା  ପ୍ରାଧିକରଣ ର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version