• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଷଷ୍ଠ ରାଜସୁନାଖଳା ମହୋତ୍ସବ କାଉଁରୀ -୨୦୨୪ ଉଦଯାପିତ – ଯୋଗଦେଲେ ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
December 15, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ଷଷ୍ଠ ରାଜସୁନାଖଳା ମହୋତ୍ସବ କାଉଁରୀ -୨୦୨୪ ଉଦଯାପିତ – ଯୋଗଦେଲେ ରାଜ୍ୟପାଳ
Share on FacebookShare on TwitterWhatsapp

୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ରାଜସୁନାଖଳା ସରକାରୀ ସିଟିସ୍କୁଲ ପଡ଼ିଆରେ ଗତ ୮ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଚାଲିଥିବା ଷଷ୍ଠ ରାଜସୁନାଖଳା ମହୋତ୍ସବ କାଉଁରୀ – ୨୦୨୪ ଗୁରୁବାର ଦିନ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୀତୁଆ ସନ୍ଧ୍ୟାର ସାଂସ୍କୃତିକ ଓ ସାଧାରଣ ସଭାକୁ ଉଦଘାଟନ କରିଥିଲେ ।

କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଧାୟକ ,ମହୋତ୍ସବ କମିଟି ଉପଦେଷ୍ଟା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ପୌରହିତ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର , ରାଜ୍ୟ ସରକାରଙ୍କ ଗ୍ରମ୍ୟ ଉନ୍ନୟନ ,ପଂଚାୟତରାଜ , ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ , ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲା,

ସମାଜସେବୀ ଶିବରାମ ମହାପାତ୍ର ସମ୍ମାନୀୟ ଅତିଥି ଭାବେ ଯୋଗଦେଇଥିଲେ । ମାନ୍ୟବର ରାଜ୍ୟପାଳ ନିଜ ବକ୍ତବ୍ୟ ରେ ନୟାଗଡ ଜିଲ୍ଲା ରଣପୁର ଓ ରାଜସୁନାଖଳା ଅଞ୍ଚଳର ବୀର ସ୍ଵାଧୀନତା ସଂଗ୍ରାମରେ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ା ସାହସ ବ୍ରିଟିଶ ସରକାରଙ୍କୁ କିଭଳି ଦୋହଲାଇଥିଲା ସୂଚନା ଦେଇଥିଲେ । ଏଠାର ଭକ୍ତି ଯୁଗର କବି , ସାହିତ୍ୟିକ ଓ କଳା ସଂସ୍କୃତି ଉପରେ ଆଲୋକପାତ କରିଥିଲେ ।

ଏଥିରେ ଯୋଗଦେଇଥିବା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରାଜ ସୁନାଖଳାକୁ ଏକ ଏନ ଏ ସି ମାନ୍ୟତା ଓ ପୂର୍ତ୍ତ ବିଭାଗର ଡାକ ବଙ୍ଗଳା ପାଇଁ ଦାୟିତ୍ଵ ନେଇଥିଲେ । ମନ୍ତ୍ରୀ ରବି ନାରାୟଣ ନାୟକ ରାଜ ସୁନାଖଳା ରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି ଅବସରରେ ବିଭିନ୍ନ କୃତି ବ୍ୟକ୍ତି ବିଶେଷଙ୍କୁ ଯଥା ସାମ୍ବାଦିକତା କ୍ଷେତ୍ରରେ ପ୍ରସନ୍ନ କୁମାର ସ୍ବାଇଁ ସମାଜସେବା କ୍ଷେତ୍ରରେ ପ୍ରମୋଦ କୁମାର ପଟ୍ଟନାୟକ ସମେତ ବହୁ କୃତି ବ୍ୟକ୍ତିତ୍ଵ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ସାଧାରଣ ସଭା ପରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା କେଳାନାଚ ,ଓଡ଼ିଶୀ ,ଆଧୁନିକନୃତ୍ୟ ,ସମ୍ବଲପୁର ,ଢୋଲମହୁରି , ପ୍ରଭୁତି କଳାକାର ଓ ସାଂସ୍କୃତିକ ଅନୁଷ୍ଠାନ ଗୁଡ଼ିକ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡ଼ିକ ପରିବେଷଣ କରିଥିଲେ । ମହୋତ୍ସବ କମିଟିର ସମ୍ପାଦକ ଜୟନ୍ଦ୍ର ବେହେରା ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version