• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିମେଣ୍ଟ ପିଲରକୁ ପିଟିଲା ବାଇକ,ଜଣେ ମୃତ

Proprietor Abhimanyu Maharana by Proprietor Abhimanyu Maharana
December 16, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ସିମେଣ୍ଟ ପିଲରକୁ ପିଟିଲା ବାଇକ,ଜଣେ ମୃତ
Share on FacebookShare on TwitterWhatsapp

୧୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ  :-> ସଦର ଥାନା ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଗୋଚ୍ଛାପଡା ଥାନା କଟ୍ରିଙ୍ଗିଆ ପଞ୍ଚାୟତ ବାଡାଗାଣ୍ଡା ଗ୍ରାମର ରାମଚନ୍ଦ୍ର ଦିଗାଲ(୨୫) ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ରାମ ଆଜି ଅପରାହ୍ନ ପ୍ରାୟ ୫ ଟା ବେଳେ ଏକ ବାଇକ( ଓଡି ୦୨ ବିକେ ୮୭୧୫)ଯୋଗେ ନିଜ ଗ୍ରାମରୁ ସଦର ବ୍ଲକ ମିଣିଆରେ ଥିବା ତାଙ୍କ ଶ୍ବଶୁର ଘରକୁ ଯାଉଥିଲେ। ରୁଜାଙ୍ଗୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ପୋତା ଯାଇଥିବା ଏକ ସିମେଣ୍ଟ ପିଲରରେ ବାଡେଇ ହୋଇ ଯାଇଥିଲେ ।

ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକ ସୂଚନା ଦେବାରେ ସଦର ଥାନା ଏସ ଆଇ ସମ୍ବିତ ବେହେରା ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତେବେ ପରିବାର ଲୋକେ ମେଡିକାଲରେ ପହଞ୍ଚି ପୁଅର ମୃତ୍ୟୁକୁ ନେଇ ସନ୍ଦେହ ପ୍ରକଟ କରିଥିଲେ। ଫଳରେ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଟାଉନ ଥାନା ଅଧିକାରୀ କନକ କୁମାର ମାଝୀ ଓ ସଦର ଥାନା ଅଧିକାରୀ ଶାନ୍ତନୁ କୁମାର ନାୟକ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଏ ନେଇ ତଦନ୍ତ ଜାରୀ ଥିବା କହିଛନ୍ତି ଏସ ଆଇ ବେହେରା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସୃଷ୍ଟି ଏକାଡେମୀରେ ‘ଉତ୍କର୍ଷ ୨.୦ ଇଣ୍ଡଷ୍ଟ୍ରି କନକ୍ଲେଭ୍ ଶିଳ୍ପଜଗତ ସହ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ସୁଦୃଢ଼ କରିବା ସହ ଭବିଷ୍ୟତମୁଖୀ ପରିଚାଳନା ଗଢ଼ିବା ଉପରେ ଗୁରୁତ୍ୱ

September 29, 2026
ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ

ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମୀରେ ‘ଉତ୍କର୍ଷ ୨.୦ ଇଣ୍ଡଷ୍ଟ୍ରି କନକ୍ଲେଭ୍ ଶିଳ୍ପଜଗତ ସହ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ସୁଦୃଢ଼ କରିବା ସହ ଭବିଷ୍ୟତମୁଖୀ ପରିଚାଳନା ଗଢ଼ିବା ଉପରେ ଗୁରୁତ୍ୱ

ସୃଷ୍ଟି ଏକାଡେମୀରେ ‘ଉତ୍କର୍ଷ ୨.୦ ଇଣ୍ଡଷ୍ଟ୍ରି କନକ୍ଲେଭ୍ ଶିଳ୍ପଜଗତ ସହ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ସମ୍ପର୍କକୁ ସୁଦୃଢ଼ କରିବା ସହ ଭବିଷ୍ୟତମୁଖୀ ପରିଚାଳନା ଗଢ଼ିବା ଉପରେ ଗୁରୁତ୍ୱ

September 29, 2026
ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version