• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୁଆଗଡ ରଷିଶୃଙ୍ଗ ମହୋତ୍ସବ ଉଦଯାପନୀ ଉତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
December 16, 2024
in ଓଡ଼ିଶା, ଗଜପତି, ହୋମ୍
0
ନୁଆଗଡ ରଷିଶୃଙ୍ଗ ମହୋତ୍ସବ ଉଦଯାପନୀ ଉତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ
Share on FacebookShare on TwitterWhatsapp

୧୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-  ଗଜପତି ଜିଲ୍ଲାରେ ନୁଆଗଡ ସଦର ମହକୁମା ସ୍ତିତ ମିନି ଷ୍ଟାଡିୟମରେ ମହୋତ୍ସବ ଦୁଇ ଦିନ ଧର ହେବାକୁ ଥିବା ପଞ୍ଚାୟତ ସମିତିସ୍ତରୀୟ ରଷିଶୃଙ୍ଗ ମହୋତ୍ସବ ଉଦଘାଟନ ହୋଇଯାଇଛି । ଶୁକ୍ରବାର ହେଉଛି ଦ୍ବତୀୟ ଦିବସର ଉଦଯାପନୀ ଉତ୍ସବ । ପ୍ରଥମ ଦିନରେ ମହେନ୍ଦ୍ରଗିରି କୁନ୍ତୀ ମନ୍ଦିରରୁ ଆସିଥିବା ମଶାଲକୁ ବ୍ଳକ କାର୍ଯ୍ୟାଳୟରୁ ଧରି ଶୋଭାଯାତ୍ରାରେ ବାହାରି ବହୁ ଆଡମ୍ବର ସହକାରେ ଉତ୍ସବସ୍ଥଳକୁ ବା ମିନି ଷ୍ଟାଡିୟମ ନିଆଯାଇଥିଲା ।

ପ୍ରଥମଦିନରେ ମୁଖ୍ୟ ଅତିଥି ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଏପିଡି ଆଡମିନ ପୃଥିରାଜ ମଣ୍ଡଳ ସମେତ ବ୍ଳକର ବିଭିନ୍ନ ବଭାଗୀୟ ଅଧିକାରୀ ମଞ୍ଚାସୀନ ଥିଲେ । ଉତ୍ସବର ଦୁତୀୟ ଦିନର ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ , ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାଓ୍ବାରା ତିରୁପତି ଯୋଗଦେଇ ଉଦଘାଟନ କରିଥିଲେ।

ଏକ ବ୍ଳକର ସମସ୍ତ ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ । ଲୋକ କଳାର ବିକାଶ ତଥା ଗ୍ରାମଞ୍ଚଳରେ ରହୁଥିବା କଳାକାର ପ୍ରତିଭା ଲୋକ ଲୋଚନକୁ ଆଣିବା ଏହା ଏକ ପ୍ରୟାସ ବୋଲି ବିଡିଓ ଲୋକନାଥ ଶବର ସ୍ବାଗତ ଭାଷଣରେ କହିଥିଲେ । ଉତ୍ସବକୁ ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଗୀତ ନାଚ କରି ଉତ୍ସବକୁ ସରସ ସୁନ୍ଦର କରିବା ସହ ଦର୍ଶକଙ୍କୁ ଝୁମାଇ ଥିଲେ ।

ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ , ଉପାଧ୍ୟକ୍ଷ ନିହୀମିୟା ରଇତ, ତହସିଲିଦାର ଓ ସମସ୍ତ ପଞ୍ଚାୟତର ସରପଞ୍ଚ ସମିତିସଭ୍ୟ/ସଭ୍ୟା ଓ ପିଇଓ ଉପସ୍ଥିତ ଥିଲେ । ସାସ୍କୃତିକ କାର୍ଯ୍ୟକ୍ରମକୁ ଭାରପ୍ରାପ ବ୍ଳକ ସମ୍ପ୍ରସାରଣ ଅଧିକାରୀ ନୃସିଂହ ଚରଣ ମିଶ୍ର , ଶିକ୍ଷା ବିଭାଗର ଏବିଇଓ ଲିଙ୍ଗରାଜ କାର୍ଜୀ ଏବଂ ବ୍ଳକ ଅନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

July 30, 2026
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

July 30, 2026
ସଫେଇ କର୍ମଚାରୀଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା : ପ୍ରଶାସନ ନୀରବ !!

ସଫେଇ କର୍ମଚାରୀଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା : ପ୍ରଶାସନ ନୀରବ !!

July 30, 2026
‘ଆଶା’ ପକ୍ଷରୁ ଜନସଚେତନତା ବାର୍ତ୍ତା ଦୁର୍ନୀତି ଲୋପ ପାଇଁ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

‘ଆଶା’ ପକ୍ଷରୁ ଜନସଚେତନତା ବାର୍ତ୍ତା ଦୁର୍ନୀତି ଲୋପ ପାଇଁ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

July 30, 2026
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version