• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସରକାରୀ ହସ୍ପିଟାଲରେ ବିକ୍ରି ହେଉଛି ମାଗଣା ଓ ସାମ୍ପୁଲ ଔଷଧ – ମାହାଙ୍ଗା ଭଦ୍ରେଶ୍ୱର ହସ୍ପିଟାଲ

Proprietor Abhimanyu Maharana by Proprietor Abhimanyu Maharana
August 22, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସରକାରୀ ହସ୍ପିଟାଲରେ ବିକ୍ରି ହେଉଛି ମାଗଣା ଓ ସାମ୍ପୁଲ ଔଷଧ – ମାହାଙ୍ଗା ଭଦ୍ରେଶ୍ୱର ହସ୍ପିଟାଲ
Share on FacebookShare on TwitterWhatsapp

ଭଦ୍ରେଶ୍ୱର ହସ୍ପିଟାଲର ମହିଳା ଆୟୁଷ ଡାକ୍ତରାଣୀ ରୋଗୀଙ୍କୁ ସରକାରୀ ମାଗଣା ଔଷଧ ବିକ୍ରି କରିଥିବା ନେଇ ସମ୍ପୃକ୍ତ ରୋଗୀ ମାହାଙ୍ଗା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀଙ୍କ ନିକଟରେ କରିଛନ୍ତି ଅଭିଯୋଗ,

ଓଡିଶା ତାଜା ନ୍ୟୁଜ୍ (୨୨ ଅଗଷ୍ଟ ଶନିବାର ) କଟକ ଜିଲ୍ଲା :- କଟକ ଜିଲ୍ଲା ଭଦ୍ରେଶ୍ୱର ସରକାରୀ ହସ୍ପିଟାଲରେ ବିକ୍ରି ହେଉଛି ମାଗଣା ଓ ସାମ୍ପୁଲ ଔଷଧ, ରୋଗୀ ଖାଇ ହେଉଛନ୍ତି ଅସୁସ୍ଥ, ଏହି ଅଭିଯୋଗ ସତ ନା ଏହା ପଛରେ ଅଛି ଆଉ କିଛି ଚାଲ, ଯଦି ଘଟଣା ସତ ହୋଇଥାଏ ତେବେ ପରିସ୍ଥିତି ହେବ ଆଉରି ସଙ୍ଗୀନ, ଏଭଳି ଅଭିଯୋଗ ଆସିଛି କଟକ ଜିଲ୍ଲା ମାହାଙ୍ଗା ଭଦ୍ରେଶ୍ୱର ଅଂଚଳରୁ, ଭଦ୍ରେଶ୍ୱର ହସ୍ପିଟାଲର ମହିଳା ଆୟୁଷ ଡାକ୍ତରାଣୀ ରୋଗୀଙ୍କୁ ସରକାରୀ ମାଗଣା ଔଷଧ ବିକ୍ରି କରିଥିବା ନେଇ ସମ୍ପୃକ୍ତ ରୋଗୀ ମାହାଙ୍ଗା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀଙ୍କ ନିକଟରେ କରିଛନ୍ତି ଅଭିଯୋଗ, l ମହିଳା ରୋଗୀଙ୍କୁ ସରକାରୀ ଔଷଧ ଓ ସାମ୍ପୁଲ ମେଡ଼ିସିନ ଦେଇ ଡାକ୍ତରାଣୀ ୫ ଶହ ଟଙ୍କା ନେଇଛନ୍ତି କହିଛନ୍ତି ଲଷ୍ମୀପ୍ରିୟା ପ୍ରଧାନ ନାମକ ରୋଗୀ, ଏହି ମହିଳା ରୋଗୀ ଜଣକ ଚିକିତ୍ସା ପାଇଁ ଭଦ୍ରେଶ୍ୱର ସରକାରୀ ଡାକ୍ତରଖାନାକୁ ଆସିଥିଲେ l

ସେ ଅଭିଯୋଗ କରିଛନ୍ତି ତାଙ୍କ ଠାରୁ ମହିଳା ଡ଼କଟର ସବିତା କର ସାମ୍ପୁଲ ମେଡିସନ ଦେଇ 500 ଟଙ୍କା ନେଇଛନ୍ତି l ଅଭିଯୋଗ ପାଇବାପରେ ମାହାଙ୍ଗା ମୁଖ୍ୟଚିକିତ୍ସାଧିକାରୀ ଡାକ୍ତର ହେମନ୍ତ ସିଂଙ୍କ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି କହିଛନ୍ତି, ହେଲେ ଏଥିନେଇ ସ୍ଥାନୀୟ ସରପଞ୍ଚ ଆଉ ସାଧାରଣ ଲୋକ ମାହାଙ୍ଗା CHC ଯାଇ ମେଡିକାଲ ଅଫିସରଙ୍କୁ ଜଣାଇ ଥିଲେ ବି କିଛି କାର୍ଯ୍ୟାନୁଷ୍ଠାନ ହୋଇନାଇଁ l ଅପର ପକ୍ଷରେ ଡାକ୍ତରାଣୀ ଜଣକ ମାଗଣା ଓ ସାମ୍ପୁଲ ଔଷଧ ବିକିଛନ୍ତି ନା ତାଙ୍କୁ ବଦନାମ କରି ଏଠାରୁ ବିଦା କରିବାକୁ କେଇ କେଇ କରିଛନ୍ତି ଚକ୍ରାନ୍ତ, ଘଟଣାର ଉଚସ୍ତରିୟ ତଦନ୍ତ କରାଗଲେ ପ୍ରକୃତ ସତ ସାମ୍ନାକୁ ଆସିବ ବୋଲି ସାଧାରଣରେ ଆଲୋଚନା ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version