• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦଯାପିତ ହେଲା ସର୍ଗିଫୁଲ ୨୦୨୪

Proprietor Abhimanyu Maharana by Proprietor Abhimanyu Maharana
December 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଉଦଯାପିତ ହେଲା ସର୍ଗିଫୁଲ ୨୦୨୪
Share on FacebookShare on TwitterWhatsapp

କୋମଳମତି ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ଉତ୍ସବ ପାଳନର ଉଦ୍ଦେଶ୍ୟ : ମାନ୍ୟବର ମନ୍ତ୍ରୀ 

୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର  :-> ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍ଗିଫୁଲ ଉତ୍ସବ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଏସସିଏସଟି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି ।

ସେହିପରି ଉତ୍ସବରେ ଅନ୍ୟାନ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଡ. ପୋମା ଟୁଡୁ ସ୍ବାଗତ ଅଭିଭାଷଣ ରଖି ଉତ୍ସବର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଭାବେ ଅନୁସୂଚିତ ଜାତି ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ, ଅନ୍ୟାନ୍ୟ ପଛୁଆ ବର୍ଗ ନିର୍ଦ୍ଦେଶକ ଶ୍ରୀମତୀ ଯୁଗଳେଶ୍ବରୀ ଦାଶ, ଏଟିଏଲସି ସହନିର୍ଦ୍ଦେଶକ ଶ୍ରୀଯୁକ୍ତ ସମରେନ୍ଦ୍ର ଭୂତିଆ, ଉପନିର୍ଦ୍ଦେଶକ ଶ୍ରୀଯୁକ୍ତ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ଥିଲେ ।

ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମାନ୍ୟବର ମନ୍ତ୍ରୀ ପିଲାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ସଫଳ ଭବିଷ୍ୟତ କାମନା କରିଛନ୍ତି । ସେ କହିଛନ୍ତି, “ସର୍‌ଗିଫୁଲ୍‌’’ ପବିତ୍ରତାର ପ୍ରତୀକ । ଜନଜାତି ସମାଜର ସାମାଜିକ-ସାଂସ୍କୃତିକ-ଅର୍ଥନୈତିକ ବିକାଶର ପ୍ରତୀକ ହିସାବରେ “ସର୍‌ଗିଫୁଲ୍‌’’ ପରିଚିତ । ଏହି ଉତ୍ସବରେ ପିଲାମାନଙ୍କ ଅଂଶଗ୍ରହଣ ଏହାକୁ ଅଧିକ ପ୍ରାଣବନ୍ତ ଓ ଗରିମାମୟ କରିଛି ବୋଲି ସେ ମତପ୍ରକାଶ କରିଛନ୍ତି ।

ସେ ଏହା ମଧ୍ୟ କହିଛନ୍ତି, ବିଭାଗ ଅଧିନସ୍ଥ ବିଦ୍ୟାଳୟ ତଥା ଛାତ୍ରାବାସରେ ରହି ପାଠପଢୁଥିବା କୋମଳମତି ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ଓ ସେମାନଙ୍କ ଦକ୍ଷତାକୁ ବିକଶିତ କରିବା ଏହି ଉତ୍ସବ ପାଳନର ଉଦ୍ଦେଶ୍ୟ । ଏଥିସହିତ ଏହି ସଫଳ ରାଜ୍ୟସ୍ତରୀୟ ଉତ୍ସବର ଆୟୋଜନ କରିଥିବାରୁ ବିଭାଗର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏହି ଅବସରରେ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର ୧୨ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ସିବିଏସଇ ବୋର୍ଡ଼ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୮ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଅଛି । ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ସଫଳ ହୋଇଥିବା ୮୮ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଏକ ସ୍ବତନ୍ତ୍ର ସ୍ମରଣିକା “ସର୍ଗିଫୁଲ ୨୦୨୪” କୁ ମାନ୍ୟବର ମନ୍ତ୍ରୀ ଉନ୍ମୋଚନ କରିବା ସହ ସମ୍ପାଦକ ବରିଷ୍ଠ ପ୍ରଫେସର ଦାଶ ବେନୁହୁର ଓ ଏଟିଏଲସି ସହ ନିର୍ଦ୍ଦେଶକ ସମରେନ୍ଦ୍ର ଭୂତିଆଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ବାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version