• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭିଭିତ୍ସା ୱାର୍ଲ୍ଡ ସ୍କୁଲର ନୂଆ ଲୋଗୋ ଉନ୍ମୋଚିତ, ଉତ୍କର୍ଷତା ଦିଗରେ ଏକ ବଡ଼ ପଦକ୍ଷେପ – କ୍ୟୁରିଅସ୍ କବ୍ସ ପ୍ରିସ୍କୁଲର ଗୌରବମୟ୧୦ ବର୍ଷ ପାଳନ

Proprietor Abhimanyu Maharana by Proprietor Abhimanyu Maharana
December 24, 2024
in ଓଡ଼ିଶା, ବରଗଡ଼, ହୋମ୍
0
ଭିଭିତ୍ସା ୱାର୍ଲ୍ଡ ସ୍କୁଲର ନୂଆ ଲୋଗୋ ଉନ୍ମୋଚିତ, ଉତ୍କର୍ଷତା ଦିଗରେ ଏକ ବଡ଼ ପଦକ୍ଷେପ – କ୍ୟୁରିଅସ୍ କବ୍ସ ପ୍ରିସ୍କୁଲର ଗୌରବମୟ୧୦ ବର୍ଷ ପାଳନ
Share on FacebookShare on TwitterWhatsapp

୨୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ସମ୍ବଲପୁର :- କ୍ୟୁରିଅସ କବ୍ସ, ଭିଭିତ୍ସା ୱାର୍ଲ୍ଡ ସ୍କୁଲ୍ (ଭିଡବ୍ଲ୍ୟୁଏସ୍‌)ର ନୂଆ ଲୋଗୋର ଭବ୍ୟ ଉନ୍ମୋଚନ ଘୋଷଣା କରି ବେଶ୍ ଆନନ୍ଦିତ, ଯାହାକି ଶିକ୍ଷା କ୍ଷେତ୍ରରେ ଏହାର ଆଗାମୀ ଉଚ୍ଚାଭିଳାଷୀ ଅଧ୍ୟାୟ । ସମ୍ବଲପୁରରେ ଶିକ୍ଷାର ପୁନଃପରିକଳ୍ପନା ପାଇଁ ନିର୍ମିତ ଭିଭିତ୍ସା ୱାର୍ଲ୍ଡ ସ୍କୁଲ \”ଜାଣିବାର ଇଚ୍ଛା\”ର ଦର୍ଶନକୁ ପ୍ରତିଫଳିତ କରିଛି ଏବଂ ବୌଦ୍ଧିକ, କଳାତ୍ମକ, ସାମାଜିକ ଏବଂ ଭାବନାତ୍ମକ ବିକାଶ ଉପରେ ଧ୍ୟାନ ଦେଇ ଶିକ୍ଷା ପ୍ରତି ଏକ ସାମଗ୍ରିକ ଆଭିମୁଖ୍ୟର ପ୍ରତିଶ୍ରୁତି ଦେଇଛି ।

ଏଜୁକେସନ୍ ୱାର୍ଲ୍ଡ ଦ୍ୱାରା ଭାରତର ୭ ନମ୍ବର ପ୍ରିସ୍କୁଲ ଭାବରେ ମାନ୍ୟତା ପାଇଥିବା କ୍ୟୁରିୟସ କବ୍ସ ପ୍ରିସ୍କୁଲ୍ ଗର୍ବର ସହ ଯୁବ ମନକୁ ପୋଷଣ କରିବା ଏବଂ ଭବିଷ୍ୟତର ଲିଡରଙ୍କୁ ଗଢ଼ିତୋଳିବାର ଏକ ଦଶନ୍ଧି ପାଳନ କରୁଛି । ୨୦୧୪ମସିହାରେ ସ୍ଥାପିତ ହୋଇଥିବା କ୍ୟୁରିୟସ୍ କବ୍ସ ସମ୍ବଲପୁର, ଭୁବନେଶ୍ୱର, ଝାରସୁଗୁଡ଼ା, ରାଉରକେଲା ଓ ରାୟପୁର ଭଳି ୫ଟି ସହରରେ ଗୋଟିଏ କେନ୍ଦ୍ରରୁ ଏକ ସମୃଦ୍ଧ ନେଟୱର୍କରେ ପରିଣତ ହୋଇଛି ।

ଏହି ଅବସରରେ ଭିଭିତ୍ସା ୱାର୍ଲ୍ଡ ସ୍କୁଲର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଦେବଶ୍ରୀ ଦେବଜାନୀ ନିଜର ଉତ୍ସାହ ବ୍ୟକ୍ତ କରି କହିଛନ୍ତି ଯେ, “ଆମର ସବୁଠାରୁ ଶକ୍ତିଶାଳୀ ସମର୍ଥକ ଥିବା ପିତାମାତାଙ୍କ ବିଶ୍ୱାସ ପାଇଁ କ୍ୟୁରିୟସ୍ କବ୍ସର ୧୦ ବର୍ଷ ପୂର୍ତି ପାଳନ କରିବା ଆମକୁ ଅତ୍ୟନ୍ତ ଗର୍ବ ଏବଂ କୃତଜ୍ଞତାରେ ଭରି ଦେଇଛି ।

ଭିଭିତ୍ସା ୱାର୍ଲ୍ଡ ସ୍କୁଲ ଲୋଗୋ ଉନ୍ମୋଚନ ସହିତ, ଆମେ ଆମର ମିଶନକୁ ପରବର୍ତୀ ସ୍ତରକୁ ନେବାକୁ ଲକ୍ଷ୍ୟ ରଖିଛୁ, ଏକ ପରିବେଶ ପ୍ରଦାନ କରୁଛୁ ଯେଉଁଠାରେ ପିଲାମାନେ ସେମାନଙ୍କର ସମ୍ପୂର୍ଣ୍ଣ ସାମର୍ଥ୍ୟ ଆବିଷ୍କାର କରିପାରିବେ । ସମ୍ବଲପୁରରେ ଏହି ପରିବର୍ତନମୂଳକ ଧାରଣା ଆଣିବା ପାଇଁ ଆମେ ଆନନ୍ଦିତ ଏବଂ ପରବର୍ତୀ ପିଢ଼ିର ଲିଡରଙ୍କୁ ଗଢ଼ିତୋଳିବାକୁ ଅପେକ୍ଷା କରିଛୁ ।”

୧୬ ଏକର ପରିମିତ ପରିସରରେ ବିସ୍ତାରିତ ଭିଭିତ୍ସା ୱାର୍ଲ୍ଡ ସ୍କୁଲ ଅତ୍ୟାଧୁନିକ ଭିତିଭୂମିକୁ ବିଶ୍ୱସ୍ତରୀୟ ଅନୁପ୍ରାଣିତ ପାଠ୍ୟକ୍ରମ ସହିତ ମିଶ୍ରଣ କରିଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସୁକତା, ରଚନାତ୍ମକ ଚିନ୍ତାଧାରା, ସୃଜନଶୀଳତା ଓ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ବିଦ୍ୟାଳୟର ପ୍ରତ୍ୟେକ ଦିଗକୁ ସତର୍କତାର ସହ ପ୍ରସ୍ତୁତ କରାଯାଇଛି ।

୨୦୧୪ରେ ସ୍ଥାପିତ ହୋଇଥିବା କ୍ୟୁରିୟସ୍ କବ୍ସ ପ୍ରିସ୍କୁଲ୍ ଏକ ସମୃଦ୍ଧ ପ୍ରାରମ୍ଭିକ ଶୈଶବ ଶିକ୍ଷା ଅନୁଭୂତି ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ । ଭାରତର ଅନ୍ୟତମ ଶ୍ରେଷ୍ଠ ପ୍ରାଥମିକ ବିଦ୍ୟାଳୟ ଭାବରେ ସ୍ୱୀକୃତିପ୍ରାପ୍ତ, ଏହା ଏକାଧିକ ସହରରେ କାର୍ଯ୍ୟ କରୁଛି, ଯାହା ଯୁବ ଶିକ୍ଷାର୍ଥୀମାନଙ୍କର ସର୍ବାଙ୍ଗୀନ ବିକାଶକୁ ପ୍ରୋତ୍ସାହିତ କରୁଛି ।

ଭିଭିତ୍ସା ୱାର୍ଲ୍ଡ ସ୍କୁଲ ହେଉଛି ଏକ ବୈପ୍ଳବିକ ଶିକ୍ଷାନୁଷ୍ଠାନ ଯାହା ଉତ୍ସୁକତା ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସମର୍ପିତ । ସମ୍ବଲପୁରରେ ଅବସ୍ଥିତ ଏହି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ପାଇଁ ଏକ ଅଭିନବ ପାଠ୍ୟକ୍ରମ ସହ ଆଧୁନିକ ଭିତିଭୂମି ରଖାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version