• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈତରଣୀ ନଦୀ ଶଯ୍ୟାରୁ ଉଦ୍ଧାର ହେଲା ବିରଳ

Proprietor Abhimanyu Maharana by Proprietor Abhimanyu Maharana
December 25, 2024
in ଓଡ଼ିଶା, ଭଦ୍ରକ, ହୋମ୍
0
ବୈତରଣୀ ନଦୀ ଶଯ୍ୟାରୁ ଉଦ୍ଧାର ହେଲା ବିରଳ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭଦ୍ରକ :-> ଭଣ୍ଡାରିପୋଖରୀ ମଣିନାଥ ପୁର ଠାରେ ୧୮ଟି ଶୈବ – ବୌଦ୍ଧ ଦେବାଦେବୀଙ୍କ ୬ଷ୍ଠ/୭ମ ଶତାବ୍ଦୀର ଅର୍ଘ୍ୟ ସ୍ତୁପ କ୍ଷୁଦ୍ର ମନ୍ଦିର ; ଭଦ୍ରକ ଭଣ୍ଡାରିପୋଖରୀ ଅଞ୍ଚଳର ଚର୍ଚ୍ଚିତ ଖବର ଭଣ୍ଡାରିପୋଖରୀ ବ୍ଲକ ଅଧୀନ ମଣିନାଥପୁର ନିକଟ ବୈତରଣୀ ନଦୀ ରୁ ଉଦ୍ଧାର କରାଯାଇଛି ୧୮ଟି ପ୍ରାଚୀନ ବିରଳ ଶୈବ ଓ ବୌଦ୍ଧ ଦେବାଦେବୀଙ୍କ ମୂର୍ତ୍ତି ଖୋଦିତ ପ୍ରାଚୀନ ଅର୍ଘ୍ୟ ସ୍ତୁପ ଓ ମନ୍ଦିର।

ସୂଚନା ଆଧାରରେ ନଦୀ ପଠାକୁ ମଣିନାଥପୁର ଗ୍ରାମର ଯୁବକ ବିବେକାନନ୍ଦ ସକାଳୁ ସକାଳୁ ବୁଲିବାକୁ ଯାଇଥିବା ବେଳେ ହଠାତ୍ ଏକ ମୂର୍ତ୍ତି ଦେଖି ସ୍ଥାନୀୟ ଇନଟାକ ସଦସ୍ୟ ତଥା ଯୁବ ଗବେଷକ ବିଶ୍ବମ୍ବର ରାଉତଙ୍କୁ ସୂଚନା ଦେଇଥିଲେ ।

ଶ୍ରୀ ରାଉତ ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚି ଅନୁଧ୍ୟାନ ପୂର୍ବକ ଆଖପାଖ ଅଞ୍ଚଳରେ ଅନେଶ୍ୱଣ କରି ୧୮ ଟି ଅର୍ଘ୍ୟ ସ୍ତୁପ କ୍ଷୁଦ୍ର ମନ୍ଦିର ଠାବ କରିଥିଲେ।ଯେଉଁଥିରେ ୧୨ଟି ଶୈବ ସଂସ୍କୃତି ମୂର୍ତ୍ତି ଶିବ, ପାର୍ବତୀ,ଗଣେଶ ଖୋଦିତ ଅର୍ଘ୍ୟ ମନ୍ଦିର ଥିବା ବେଳେ ୬ଟି ବୌଦ୍ଧ ଦେବାଦେବୀ ବୁଦ୍ଧ,

ତାରା, ପଦ୍ମପାଣି ଥିବା ବୌଦ୍ଧ ଅର୍ଘ୍ୟ ସ୍ତୁପ ଥିବା ଜାଣି ଓଡ଼ିଶାର ବିଶିଷ୍ଟ ପ୍ରତ୍ନତତ୍ତ୍ଵବିତ୍ ଡକ୍ଟର ସୁନୀଲ ପଟ୍ଟନାୟକଙ୍କ ସହିତ ଯୋଗାଯୋଗ କରିଥିଲେ।ତେବେ ଡକ୍ଟର ପଟ୍ଟନାୟକ ମୂର୍ତ୍ତି ଖୋଦିତ ଅର୍ଘ୍ୟ ମନ୍ଦିର ଓ ଅର୍ଘ୍ୟ ସ୍ତୁପ ଗୁଡ଼ିକ ଖଣ୍ଡୋଲାଇଟ ପ୍ରସ୍ତରରେ ନିର୍ମିତ ୬ଷ୍ଠ, ୭ମ, ୮ମ ଶତାବ୍ଦୀରେ ମୂର୍ତ୍ତି ବୋଲି ଚିହ୍ନଟ କରିବା ସହ ଏଥିରେ ରହିଥିବା ଶିବ,ପାର୍ବତୀ,

ଗଣେଶ,ବୁଦ୍ଧ,ପଦ୍ମପାଣି,ତାରା, ନୃତ୍ୟାଙ୍ଗନା,ଭୈରବ, ଆଦି ମୂର୍ତ୍ତି ଗୁଡିକ ଶୈବ,ବୌଦ୍ଧ ଧର୍ମର ଅମୂଲ୍ୟ ସ୍ମାରକୀ ବୋଲି ଅଭିହିତ କରିଥିଲେ।କିଛି ଅର୍ଘ୍ୟ ସ୍ତୁପ ମନ୍ଦିରର ଉଚ୍ଚତା ସାଡେ ୪ ଫୁଟ ହୋଇଥିବା ବେଳେ ଆଉ କିଛି ଅଢେ଼ଇ ଫୁଟ ଉଚ୍ଚତା ବୋଲି ଜଣା ପଡ଼ିଛି।

ତେବେ ଶ୍ରୀ ରାଉତଙ୍କ ଉଦ୍ୟମରେ ମୂର୍ତ୍ତି ଗୁଡ଼ିକ ସ୍ଥାନୀୟ ବାସିନ୍ଦା ନାରାୟଣ, ସମୀର,ଉମେଶ, ଚିଣ୍ଟୁଙ୍କ ସହଯୋଗରେ ସ୍ଥାନୀୟ ବୌଦ୍ଧବିହାର ଟ୍ରଷ୍ଟି କମଳାକାନ୍ତ ନାୟକଙ୍କ ଉପସ୍ଥିତିରେ ବୌଦ୍ଧବିହାର ସଂଗ୍ରହାଳୟକୁ ପ୍ରଦାନ କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version