• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ସରସ୍ୱତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗଦେଲେ – ବାଚସ୍ପତି

Proprietor Abhimanyu Maharana by Proprietor Abhimanyu Maharana
December 25, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜସୁନାଖଳା ସରସ୍ୱତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗଦେଲେ – ବାଚସ୍ପତି
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଊନତ୍ରିଂଶତମ୍ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୟରେ ମୁଖ୍ୟଅତିଥି ରୂପେ ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଅଜିତ୍ କୁମାର ପଟ୍ଟନାୟକ ଓ ସମ୍ମାନୀୟ ଅତିଥିଭାବରେ ସ୍ଥାନୀୟ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ,

ସମିତ ସଭ୍ୟ ତପନ କୁମାର ପ୍ରଧାନ,ସମ୍ପାଦକ ଗୌର ଚରଣ ସାମନ୍ତ ସିଂହାର ଓ ପ୍ରଧାନ ଆଚାର୍ଯ୍ୟ ବିଚିତ୍ର କୁମାର ରଥ ଯୋଗଦେଇଥିଲେ। ପ୍ରଥମେ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ଧୂପ ଦୀପ ନୈବେଦ୍ୟ ଦେଇ ଜଗନ୍ନାଥ ଜଣାଣ ପିଲାମାନଙ୍କ ଦ୍ୱାରା ଗାନ କରାଯାଇ ମଞ୍ଚ ସଂଚାଳନ କରାଯାଇଥିଲା ।

ମୁଖ୍ୟବକ୍ତା ଅଜିତ୍ କୁମାର ପଟ୍ଟନାୟକ ନିଜ ବକ୍ତବ୍ୟରେ ମାଆ ହେଉଛନ୍ତି ଆଦ୍ୟ ଗୁରୁ, ବାପା ଏବଂ ଗୁରୁ ଓ ଗୁରୁଜନଙ୍କ ଆଶିର୍ବାଦରେ ଶିଶୁଟି ଆଦର୍ଶ ଓ ସୁନ୍ଦର ମଣିଷ ହୋଇଥାଏ ଓ ସାଧନାରୁ ସିଦ୍ଧି ପାଇ ଥାଏ ବୋଲି କହିଥିଲେ ।

ମୁଖ୍ୟଅତିଥି ଶ୍ରୀମତୀ ପାଢୀଙ୍କ ଦ୍ଵାରା ଦଶମ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଶ୍ରିଆଶ୍ରୀ ସାହୁ ଏବଂ ଏଥିସହ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଥିଲା ।

ଗୁରୁଜୀ ପ୍ରଶାନ୍ତ ଚିନରା , ମାନସ କୁମାର ସାହୁ ଓ ସମସ୍ତ ଗୁରୁଜୀ ଗୁରୁମା ମଞ୍ଚ ପରିଚାଳନାରେ ସାହାଯ୍ୟ କରିଥିଲେ । ଏହି ବାର୍ଷିକ ଉତ୍ସବର ମୁକ୍ତକାଶ ରଙ୍ଗ ମଞ୍ଚରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରୋମାଞ୍ଚକର ରଙ୍ଗାରଙ୍ଗ ମନୋରଞ୍ଜନ ଧର୍ମୀ ଓ ଆକର୍ଷଣୀୟ ସଂସ୍କୃତିକ କାର୍ଯ୍ୟକ୍ରମରେ ୩ହଜାରରୁ ଉର୍ଦ୍ଧ ଦର୍ଶକ ଓ ଅଭିଭାବକମାନେ ମନଭରି ଉପଭୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version