• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା : ଧରାବତରଣ କଲେ ପ୍ରଭୁ ଯୀଶୁ

Proprietor Abhimanyu Maharana by Proprietor Abhimanyu Maharana
December 25, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା : ଧରାବତରଣ କଲେ ପ୍ରଭୁ ଯୀଶୁ
Share on FacebookShare on TwitterWhatsapp

୨୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :->  ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ । ମଧ୍ୟ ରାତ୍ରରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ । ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ୍ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ ଖ୍ରୀଷ୍ଟ ବିଶ୍ବାସୀ ଙ୍କ ଭିଡରେ ସମୂହ ପ୍ରାର୍ଥନା କରିବା ସହ ଏହି ପର୍ବ ବଡ଼ ଧୂମ୍‌ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି । ଏହି ପର୍ବ ପାଇଁ ଖ୍ରୀଷ୍ଟପ୍ରେମୀଙ୍କ ମଧ୍ୟରେ ଦେଖାଯାଇଛି ଖୁସି । ଚାରିଆଡ଼େ କେବଳ ଶାନ୍ତି, ସଦ୍‌ଭାବନା ଓ ମୈତ୍ରୀର ବାର୍ତ୍ତା ଦିଆଯାଇଛି । ଘରେ ଘରେ ଦେଖାଯାଇଛି ଉତ୍ସବମୁଖର ।

ଚର୍ଚ୍ଚ ସମେତ ପ୍ରାର୍ଥନା ଗୃହରେ ଚାଲିଛି ହୋମ, ଯଜ୍ଞ ଓ ବାଇବେଲ ପଠନରେ ପ୍ରକମ୍ପିତ ହେଉଛି ଚର୍ଚ୍ଚ ଗୃହ । ଯୀଶୁଙ୍କ ଜନ୍ମ ଖୁସିରେ ସମସ୍ତ ଖ୍ରୀଷ୍ଟପ୍ରେମୀ ଶ୍ରଦ୍ଧାଳୁ ନୂଆଁ ପୋଷାକ ପରିଧାନ କରି କେକ୍‌ କାଟିବା ସହ ପିଠା ପଣାର ଆସର ଜମିଛି । ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି । ଏହାକୁ ଖାତିର ନ କରି ପରିବାର ଲୋକଙ୍କ ସହ ପହଞ୍ଚି ଯାଇଛନ୍ତି ଖ୍ରୀଷ୍ଟ ଶ୍ରଦ୍ଧାଳୁ ଆଉ ସମସ୍ତେ ସାମିଲ ହୋଇ ନିଜ ପରିବାର ଓ ସମାଜ ରେ ଶାନ୍ତି ଓ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି ।

ଜିଲ୍ଲାର ବାଲିଗୁଡା, କ.ନୂଆଗାଁ, ରାଇକିଆ, ଜି. ଉଦୟଗିରି, ଦାରିଙ୍ଗବାଡି, ତୁମୁଡିବନ୍ଧ ଓ କୋଟଗଡ ବ୍ଲକର ସମସ୍ତ ପଞ୍ଚାୟତରେ ରହିଥିବା ଶତାଧିକ ଚର୍ଚ୍ଚ ଗୃହରେ ମଙ୍ଗଳବାର ସନ୍ଧ୍ୟା ସମୟରୁ ହିଁ ଗୀର୍ଜା ଓ ଉପାସନା ଗୃହ ରଙ୍ଗୀନ ଆଲୋକ ମାଳାରେ ଝଲସୁଛି ଏବଂ ଗୀତ ନୃତ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରକମ୍ପିତ ହେଉଅଛି l ଶାନ୍ତିର ପ୍ରତୀକ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଙ୍କ ବାର୍ତ୍ତା କୁ ଯାଜକ ମାନେ ଶ୍ରଦ୍ଧାଳୁ ଙ୍କୁ ଶୁଣାଇଥିଲେ । ବିଭିନ୍ନ ବ୍ଲକ ଅଞ୍ଚଳର ଦାୟିତ୍ୱରେ ଥିବା ମାଜିଷ୍ଟ୍ରେଟ ତଥା ତହସିଲଦାର, ବିଡ଼ିଓ, ଏବଂ ଥାନା ଅଧିକାରୀଙ୍କ ସମେତ ପ୍ରମୁଖ ଅଧିକାରୀ ମାନେ ବିଭିନ୍ନ ଚର୍ଚ୍ଚ, ଗୀର୍ଜା ଓ ଉପାସନା ଗୃହ ବୁଲି ଶାନ୍ତିଶୃଙ୍ଖଳାର ତଦାରଖ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version