• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ୪୦ତମ ବାର୍ଷିକ ସମାବେଶ

Proprietor Abhimanyu Maharana by Proprietor Abhimanyu Maharana
January 2, 2025
in ଓଡ଼ିଶା, ବରଗଡ଼, ହୋମ୍
0
ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ୪୦ତମ ବାର୍ଷିକ ସମାବେଶ
Share on FacebookShare on TwitterWhatsapp

ଗନ୍ଧମାର୍ଦ୍ଦନ ଧ୍ଵଂସ ପାଇଁ ଚକ୍ରାନ୍ତ କରିଥିବା କଂଗ୍ରେସ ଓ ବିଜୁ ଜନତା ଦଳ ଜନସାଧାରଣଙ୍କୁ କ୍ଷମା ମାଗନ୍ତୁ ।।

ସାଂସଦ ପ୍ରଦୀପ ପୁରୋହିତଙ୍କୁ ଗନ୍ଧମାର୍ଦ୍ଦନ ର ସୁପୁତ୍ର ଭାବେ ଉପାଧି ପ୍ରଦାନ ।।

0୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ପଦ୍ମପୁର :-> ଐତିହାସିକ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ ” ବାଳକୋ ହଟାଓ – ଗନ୍ଧମାର୍ଦ୍ଦନ ବଞ୍ଚାଓ ” ର ୪୦ ତମ ବାର୍ଷିକ ସମାବେଶ ନୃସିଂହନାଥ ସ୍ଥିତ ଗାନ୍ଧୀ ସ୍ମୃତି ପୀଠରେ ପାଳିତ ହୋଇ ଯାଇଛି। ସର୍ବପ୍ରଥମେ ପାଇକମାଳ, ଝାରବନ୍ଧ, ପଦ୍ମପୁର, ଖପ୍ରାଖୋଲ,ଗାଇସିଲେଟ ଓ ଛତିଶଗଡ଼ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଗନ୍ଧମାର୍ଦ୍ଦନ ଆନ୍ଦୋଳନ କର୍ମୀମାନେ ଭାଗବତ ତତ୍ତ୍ଵ ଆଶ୍ରମରେ ଏକତ୍ରିତ ହେବାପରେ ଘଣ୍ଟ ଶଙ୍ଖ ସଂକୀର୍ତ୍ତନ ଦଳବାଦ୍ୟରେ ଏକ ବିରାଟ ଶୋଭାଯାତ୍ରାରେ ନୃସିଂହନାଥ ମନ୍ଦିର ସ୍ଥିତ ଗାନ୍ଧୀ ସମାଧି ପୀଠରେ ପହଞ୍ଚିଥିଲେ। ପ୍ରଭୁ ନୃସିଂହ ଠାକୁର ଓ ଗାନ୍ଧୀ ପ୍ରତିମୂର୍ତ୍ତିରେ ପୂର୍ବତନ ଆବାହକ ତଥା ସାଂସଦ ପ୍ରଦୀପ ପୁରୋହିତ ଙ୍କ ଦ୍ଵାରା ପୂଜାର୍ଚ୍ଚନା ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ।

ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ବରିଷ୍ଠ ନାରୀ ନେତ୍ରୀ ଜମ୍ବୋବତୀ ବିଜରା,ପ୍ରତିମା ବଗାର ଓ ଗନେଶି ତାଣ୍ଡି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାକୁ ପୂର୍ବତନ ଆବାହକ ଶ୍ରୀ ଧିରେନ୍ ମହାନ୍ତି ପରିଚାଳନା କରିଥିବା ବେଳେ ଆବାହକ ଦୁର୍ଯୋଧନ ପୁଟା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପ୍ରଥମ ଆବାହକ ନିରଞ୍ଜନ ବିଦ୍ରୋହୀ ଓ ପାଇକମାଳ ର ନନ୍ଦଳାଲ ତ୍ରିବେଦୀ ଙ୍କ ପରଲୋକ ହେତୁ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ବର୍ତ୍ତମାନ ଅଞ୍ଚଳରେ ଗନ୍ଧମାର୍ଦ୍ଦନ ପାହାଡ଼ର ସୁରକ୍ଷା ନେଇ ଚର୍ଚ୍ଚିତ ଥିବା ବେଳେ ଆଜି ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତାର ୪୦ତମ ବାର୍ଷିକ ସମାବେଶରେ ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ହଜାର ହଜାର ସଂଖ୍ୟାରେ ସାମିଲ ହୋଇ ସଂକଳ୍ପ ନେଇଛନ୍ତି।

କସ୍ପିନ କାଳେ ମଧ୍ୟ କୌଣସି ପ୍ରକାରେ ଶେଷ ରକ୍ତ ବିନ୍ଧୁ ଥିବା ପ୍ରର୍ଯ୍ୟନ୍ତ ଗନ୍ଧମାର୍ଦ୍ଦନରେ ଖଣି ଖଳନ କରାଯିବ ନାହିଁ ବୋଲି ସାଂସଦ ପ୍ରଦୀପ ପୁରୋହିତ ସମେତ ଆନ୍ଦୋଳନ କର୍ମୀ ମାନେ ସଂକଳ୍ପ ନେଇ ଶପଥ ପାଠ କରିଥିଲେ। ଏ ଅବସରରେ ଦିବ୍ୟଗତ ଆନ୍ଦୋଳନ କର୍ମୀ ମାନଙ୍କୁ ମରନୋତ୍ତର ” ଗନ୍ଧମାର୍ଦ୍ଦନ ଗୌରବ ସମ୍ମାନ ” ରେ ତାଙ୍କ ପରିବାର ବର୍ଗଙ୍କୁ ପ୍ରଦାନ କରାଯାଇଥିଲା। ଏତତ୍ ବ୍ୟତୀତ ବିଗତ ଦିନରେ ଜାନୁୟାରୀ ୧ ତାରିଖରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ହୋଇଯାଇଥିବା ବାର୍ଷିକ ସମାବେଶ ଗାଁ ଗୁଡ଼ିକ ଯଥା ଝାରବନ୍ଧ,ଛିନ୍ଦେଇକେଲା,ସୋଢା, ବ୍ରାହ୍ମଣଡିହି,ପୁରେନା,ବଲାଙ୍ଗୀର,ଦେଉଳି, ବୁଧାପାଳି ଆଦି ଗ୍ରାମଗୁଡ଼ିକୁ ପ୍ରଶଂସାପତ୍ର ଓ ଉପଢ଼ୌକନ ଦେଇ ପରିଷଦ ପକ୍ଷରୁ ସମ୍ମାନିତ କରାଯାଇଥିଲା।

ଅତୀତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଧ୍ଵଂସ ପାଇଁ ଚକ୍ରାନ୍ତ କରିଥିବା କଂଗ୍ରେସ ଦଳ ଓ ବିଜୁ ଜନତା ଦଳ ସର୍ବସାଧାରଣ ଙ୍କୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ସର୍ବସମ୍ମତି କ୍ରମେ ବାର୍ଷିକ ସମାବେଶ ରେ ପ୍ରସ୍ତାବ ପାରିତ କରିଥିଲା। ଏଥିସହ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ଉପଦେଷ୍ଟା ତଥା ପୂର୍ବତନ ଆବାହକ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଙ୍କୁ ଆଜିକାର ଦିନରେ ” ଗନ୍ଧମାର୍ଦ୍ଦନ ପାହାଡର ସୁପୁତ୍ର ” ରୂପେ ଘୋଷଣା କରାଯାଇଥିଲା। ସାଂସଦ ପ୍ରଦୀପ ପୁରୋହିତ ମଧ୍ୟ ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ଅତୀତରେ ଆନ୍ଦୋଳନର ନେତୃତ୍ଵ ନେଇ ଥିବାବେଳେ ଆଜି ବି ଦିନରେ ମଧ୍ୟ ଯେ କୌଣସି କମ୍ପାନୀ ସରକାର ଗନ୍ଧମାର୍ଦ୍ଦନ ପାହାଡ଼ରେ ଖଣିଖଳନ କରିବାକୁ ଆସେ ତେବେ ତୀବ୍ର ବିରୋଧ କରାଯିବ ବୋଲି କହି ମୋର ଶେଷ ରକ୍ତ ଵିନ୍ଧୁ ଥିବା ପର୍ଯ୍ୟନ୍ତ ଗନ୍ଧମାର୍ଦ୍ଦନ ଖଣି ଖଳନ କରିବାକୁ ଦିଆଯିବ ନାହିଁ ବୋଲି ଘୋଷଣା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version