0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ଏହା ପରେ ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦିଆଗଲା ଗାର୍ଡ ଅଫ ଅନର ।
ଏହା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ହରିବାବୁ କମ୍ଭମପତି ।
© 2023 Odisha Taza News.