• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମହୋତ୍ସବ ଦ୍ୱିତୀୟ ସନ୍ଦ୍ୟା : ମହୋତ୍ସବ ହେଉଛି ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ – ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
January 7, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ମହୋତ୍ସବ ଦ୍ୱିତୀୟ ସନ୍ଦ୍ୟା : ମହୋତ୍ସବ ହେଉଛି ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ – ଅରୁଣ
Share on FacebookShare on TwitterWhatsapp

ଦର୍ଶକଙ୍କ ମନ ମୋହିଲା ପୁରୁଲିଆ ପାଇକ ଆଖଡ଼ା ଓ ନାଗା ମେଢ଼

ଶହୀଦ ରଘୁ-ଦିବାକରଙ୍କ ଉପରେ ଚଳଚ୍ଚିତ୍ର କରାଯିବ : ସିଦ୍ଧାନ୍ତ

୦୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :-> ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ  ଜାନୁଆରୀ ୫ ତାରିଖ ରବିବାର ଠାରୁ  ଆରମ୍ଭ ହୋଇଛି | ଏହି ମହୋତ୍ସବ ପାଞ୍ଚଦିନ ଧରି ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ |  ତେବେ ଓଡିଶା  ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଅଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର  ଏକ  ସ୍ୱତନ୍ତ୍ର ପରିଚୟ ରହିଛି  |

ଦ୍ଵିତୀୟ ଦିବସ ଅପରାହ୍ନ ୩ ଘଟିକାରୁ ୫ ଘଟିକା ପର୍ଯ୍ୟନ୍ତ ମୁକ୍ତ ମଞ୍ଚରେ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କୁଇଜ କାର୍ଯ୍ୟକ୍ରମକୁ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରଭାତ କୁମାର ପଣ୍ଡା, ଚିତ୍ତରଞ୍ଜନ ଦାଶ, ଜ୍ୟୋତି ରଞ୍ଜନ ଦାଶ ଓ ଆଇନୀଜୀବୀ ଚନ୍ଦ୍ରବିଜୟୀ ମିଶ୍ର ପରିଚାଳନା କରିଥିଲେ | ଏହା ପରେ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା |

ପୁରୀରୁ ଆସିଥିବା ଓଡିଶା ସରକାରଙ୍କ ନୃସିଂହ କଳା ପରିଷଦର ସାଂସ୍କୃତିକ ନାଗା ମେଢ଼ ନୃତ୍ୟ ବେଶ ଚିତାକର୍ଷକ ହୋଇଥିଲା | ଦିଗପହଣ୍ଡି ବିଧାୟକ ଶ୍ରୀ ମହାପାତ୍ର ଶହୀଦ ରଘୁ-ଦିବାକରଙ୍କ ଉପରେ ଚଳଚ୍ଚିତ୍ର ନିର୍ମାଣ କରାଯିବ ବୋଲି କହିଥିଲେ | ନୟାଗଡ ବିଧାୟକ ଶ୍ରୀ ସାହୁ କହିଥିଲେ ଯେ ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ ହେଉଛି ମହୋତ୍ସବ ମଞ୍ଚ |

ଏହା ପରେ  ଦ୍ଵିତୀୟ ସନ୍ଧ୍ୟାର ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା | ଏହି ସଭାକାର୍ଯ୍ୟରେ ଅତିଥି ଭାବେ  ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,  ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ରଣପୁର ବିଡ଼ିଓ ସୁଧୀର କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ | ଓଡ଼ିଶାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା | ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା |

ଏଥିରେ ସମଗ୍ର ଶିକ୍ଷା ଅଭିଯାନର ରଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଏକ ଷ୍ଟଲ କରାଯାଇ ଜନସାଧାରଣଙ୍କୁ ଶିକ୍ଷାର ଗୁରୁତ୍ୱ ଓ ଶିକ୍ଷାରେ ଶିକ୍ଷଣ ସାମଗ୍ରୀର ବ୍ୟବହାର ସମ୍ବନ୍ଧରେ ଅବଗତ କରାଯାଉଛି | ରଣପୁର ବିଜ୍ଞାପିତ ପରିଷଦ ଓ ପଞ୍ଚାୟତ ସମିତି ରଣପୁର ପକ୍ଷରୁ ଷ୍ଟଲ କରାଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବେଦନ କରିବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି | ଏହା ସହିତ ବିଭିନ୍ନ ଖେଳନା ଦୋକାନ, ଖାଦ୍ୟ ଦୋକାନ, ମିନା ବଜାର ଓ ଦୋଳି ବଜାରରେ ଲୋକମାନଙ୍କ ବହୁ ସଂଖ୍ୟାରେ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି |

ମହାତ୍ସବକୁ ଶୃଙ୍ଖଳିତ  କରିବା ପାଇଁ  ବ୍ୟାପକ ପୋଲିସ ମୁତୟନ  କରାଯାଇଛି | ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ |   ଖୋର୍ଦ୍ଧା ପାଇକ ଆଖଡ଼ା , ସମ୍ବଲପୁରୀ ନୃତ୍ୟ, ପାଲ୍ଲା, ଆସାମର ବିହୁ, ପୁରୁଲିଆ ଛଉ ନୃତ୍ୟ,  ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖି ପାରିଥିଲା |

୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ | ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ | ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା | ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି | 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version