• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ହଂସୀତା ଲିଙ୍କ ନେଇ ବାଲିଗୁଡା ରେ ଆୟୋକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
January 8, 2025
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ହଂସୀତା ଲିଙ୍କ ନେଇ ବାଲିଗୁଡା ରେ ଆୟୋକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି
Share on FacebookShare on TwitterWhatsapp

୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ହଂସୀତା ଙ୍କ ଶଶୁର ତଥା ବରିଷ୍ଠ କଂଗ୍ରେସ ନେତା ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ବାଲିଗୁଡା ଆଚାର୍ଯ୍ୟ କଲୋନୀ ସ୍ଥିତ ବାସଭବନ ରେ ଚଢ଼ାଉ ଜାରୀ ରଖିଛି ଭୁବନେଶ୍ୱର ଆୟୋକର ବିଭାଗ ର ଏକ ସ୍ୱତନ୍ତ୍ର ଟିମ l ହଂସୀତା ଙ୍କ ଭୁବନେଶ୍ୱର ସ୍ଥିତ ତାରିଣୀ ବିହାର ଅଫିସ ରେ ସିମାଞ୍ଚଳ ଆଚାର୍ଯ୍ୟ କମ୍ପାନୀ ର କାଗଜ ପତ୍ର ମିଳିବା ପରେ ଭୁବନେଶ୍ୱର ପୋଲିସ ଆୟୋକର ବିଭାଗ କୁ ତଥ୍ୟ ପ୍ରଦାନ ପାଇଁ ସହାୟତା ଲୋଡ଼ିଥିବା ବିଶେଷ ସୂତ୍ର ରୁ ଖବର ମିଳିଛି l

ସୂଚନା ଅନୁଯାୟୀ ବାଲିଗୁଡା ର ବରିଷ୍ଠ କଂଗ୍ରେସ ନେତା ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପୁଅ ମନୋଜ ଆଚାର୍ଯ୍ୟ ଙ୍କୁ ଗତ 2020 ମସିହା ଜୁଲାଇ ମାସ ରେ ହଂସୀତା ବିବାହ କରିଥିଲେ l ହଂସୀତା ଙ୍କ ସ୍ୱାମୀ ମନୋଜ ଆଚାର୍ଯ୍ୟ ତଥା 2019 ମସିହା ର କଂଗ୍ରେସ କନ୍ଧମାଳ ସାଂସଦ ପ୍ରାଥୀ ଙ୍କୁ ବୈଦିକ ରୀତିନୀତି ରେ ବିବାହ କରିଥିଲେ ହଂସୀତା l ତେବେ ହଂସୀତା ଙ୍କ ଲିଙ୍କ ରେ ସ୍ୱାମୀ ମନୋଜ ଆଚାର୍ଯ୍ୟ ESL ବୋକାରୋ ରେ ବହୁ ଠିକା କାର୍ଯ୍ୟ କରିଥିବା ତଥ୍ୟ ମଧ୍ୟ ହଂସୀତା ଙ୍କୁ ଜେରା ସମୟରେ ମିଳିଥିବା ସୂଚନା ମିଳିଛି l

ଏପରିକି ଭୁବନେଶ୍ୱର ତାରିଣୀ ବିହାର ଠାରେ ଥିବା ଅଫିସ ରୁ ସିମାଞ୍ଚଳ ଆଚାର୍ଯ୍ୟ କମ୍ପାନୀ ର ବହୁ ଗୁରୁତ୍ୱପୂର୍ଣ୍ଣ ଡକୁମେଣ୍ଟ ତଦନ୍ତକାରୀ ଟିମ ହାତରେ ଲାଗିବା ପରେ ଅଧିକ ଖୋଡ଼ତାଡ଼ କରୁଛି ପୋଲିସ l ବର୍ତମାନ ବାଲିଗୁଡା ରେ ହଂସୀତା ଲିଙ୍କ ନେଇ ଅର୍ଥନୈତିକ କାରବାର ନେଇ ଶଶୁର ଘରେ ଛାନଭିନ୍ କରୁଛି ଭୁବନେଶ୍ୱର ଆୟୋକର ବିଭାଗ ର ସ୍ୱତନ୍ତ୍ର ଟିମ l ଆଜି ସକାଳୁ ପ୍ରାୟ 5 ଟା ରୁ ଫାଇନାନସିଲ ଟ୍ରାନଜେକସନ ନେଇ ଚଢ଼ାଉ ଜାରୀ ରଖିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version