• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ନାଗରିକତା ସଂଶୋଧନ ଆଇନ ନେଇ ବ୍ୟାପକ ଜନଜାଗରଣ କରାଯିବ :ବିଜେପି

Proprietor Abhimanyu Maharana by Proprietor Abhimanyu Maharana
December 26, 2019
in ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ରାଜ୍ୟରେ ନାଗରିକତା ସଂଶୋଧନ ଆଇନ ନେଇ ବ୍ୟାପକ ଜନଜାଗରଣ କରାଯିବ :ବିଜେପି
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର : – କେନ୍ଦ୍ର ସରକାର ଆଣିଥିବା ନାଗରିକତା ସଂଶୋଧନ ଦ୍ୱାରା ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବ । କିନ୍ତୁ କିଛି ଅସାଧୁ ବ୍ୟକ୍ତି ବିଶେଷ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି । ନାଗରିକତା ଦେବା ପାଇଁ ଏହି ଆଇନ ହୋଇଥିବା ବେଳେ ବିରୋଧୀ ଦଳ ମାନେ ଦେଶରେ ନିଆଁ ଲଗାଇ ନିଜର ରାଜନୈତିକ ସ୍ୱାର୍ଥ ହାସଲ କରିବା ପାଇଁ ଅପଚେଷ୍ଟା କରୁଛନ୍ତି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା । ନାଗରିକତା ସଂଶୋଧନ ଆଇନ ସଂପର୍କରେ ବ୍ୟାପକ ଜନଜାଗରଣ କରିବା ପାଇଁ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରି ଜନସାଧାରଣମାନଙ୍କୁ ସଚେତନ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ବିଜେପି ପକ୍ଷରୁ ନାଗରିକତା ସଂଶୋଧନ ନିୟମ ଉପରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ କରାଯାଇଥିଲା । ଏହି କର୍ମଶାଳାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରାଯାଇଥିଲା । ଆଗାମୀ ଜାନୁଆରୀ ମାସରେ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗରଣ କରାଯିବ । ରାଜ୍ୟର ସମସ୍ତ ୩୬ଟି ସାଙ୍ଗଠନିକ ଜିଲ୍ଲାରେ ସାମ୍ବାଦିକ ସ୧ିଳନୀ ଆୟୋଜନ କରାଯାଇ ଏହି ଆଇନ ସଂପର୍କରେ ବ୍ୟାପକ ଭାବେ ଜନସାଧାରଣମାନଙ୍କୁ ସଚେତନ କରାଯିବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ୩୬ଟି ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସ୧ିଳନୀ କରିବେ । ପ୍ରତ୍ୟେକ ଜିଲ୍ଲାରେ ଏହି ଆଇନକୁ ନେଇ ସଚେତନତା ରାଲି କରାଯିବ ।

ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ଏହି ଆଇନ ସଂପର୍କରେ ବୁଝାଇବେ । ଏଥି ସହ ବିଜେପି କାର୍ଯ୍ୟକର୍ତାମାନେ ସମସ୍ତ ପଂଚାୟତ ଏବଂ ୱାର୍ଡକୁ ଯାଇ ଜନସାଧାରଣଙ୍କୁ ଏହି ଆଇନ ବିଷୟରେ ପ୍ରତ୍ୟେକ୍ଷ ଭାବେ ଅବଗତ କରାଇବେ । ଏହି କର୍ମଶାଳାକୁ କେନ୍ଦ୍ରମବୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ଓ ସାଂସଦ ବସନ୍ତ ପଣ୍ଡା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସାଂସଦ ଜୁଏଲ ଓରାମ ଉଦଘାଟନ କରିଥିଲେ । ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ର ଏବଂ ପୃଥୀରାଜ ହରିଚନ୍ଦନ, ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର, ରାଜ୍ୟ ସଂପାଦକ ଯତୀନ ମହାନ୍ତି, ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ ପ୍ରମୁଖ ସମ୍ଭୋଧିତ କରିଥିଲେ । ଏହି କର୍ମଶାଳାରେ ସମସ୍ତ ରାଜ୍ୟ ପଦାଧିକାରୀ, ବିଧାୟକ ଏବଂ ବିଧାୟିକା, ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଏବଂ ଜିଲ୍ଲା ସଭାପତି ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version