• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଂଚଳରେ ମାଓ କ୍ୟାମ୍ପ ଠାବ

Proprietor Abhimanyu Maharana by Proprietor Abhimanyu Maharana
January 8, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ଓ ତୁମୁଡିବନ୍ଧ ଥାନା ଅଂଚଳରେ ମାଓ କ୍ୟାମ୍ପ ଠାବ
Share on FacebookShare on TwitterWhatsapp

. ବହୁ ମାଓ ସାମଗ୍ରୀ ଜବତ

.କନ୍ଧମାଳ ଏସପି ଙ୍କ ସାମ୍ବାଦିକ ସମ୍ମିଳନୀ 

୦୮ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ  :-> ଗୁଇନ୍ଦା ସୂତ୍ର ରୁ ଖବର ପାଇ ଗତ ୩ ତାରିଖରେ କନ୍ଧମାଳ ପୋଲିସ, ସିଆର ପି ଏଫ ଏସ ଓ ଜି ଯବାନ ମାନେ ମିଳିତ ଭାବେ ଜିଲ୍ଲାର ବାଲିଗୁଡା, ତୁମୁଡିବନ୍ଧ, ଓ ମଦନ ରାମପୁର ଥାନା ଅଞ୍ଚଳ ର ବିଭିନ୍ନ ଜଙ୍ଗଲରେ କମ୍ବିଙ୍ଗ ଅପରେସନ କରି ବହୁ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ।

ସେହିପରି ଗତ ୬ ତାରିଖ ସୋମବାର ବାଲିଗୁଡା ଥାନା ଅନ୍ତର୍ଗତ ମାର୍ଦୁଲି ଜଙ୍ଗଲରେ ସି.ଆର.ପି.ଏଫ ଓ ଏସ.ଓ.ଜି ଯବାନ ମାନେ କମ୍ବିଙ୍ଗ ସମୟରେ ମାଓ କ୍ୟାମ୍ପ ଠାବ କରି ବହୁ ମାଓ ସାମଗ୍ରୀ ଜବତ କରିଥିବା କନ୍ଧମାଳ ଏସପି ହରିଶ ବିସି ଆଜିର ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି । ଜବତ ସାମଗ୍ରୀ ମଧ୍ୟରେ ଗୋଟିଏ ଦେଶୀ ବନ୍ଧୁକ ସମେତ ମାଓ ପୋଷାକ, ସୋଲାର ପ୍ଲେଟ,କମ୍ବଳ, ଛତା,

ଜୋତା,ପନୀ ପରିବା,ୱାଇର, ଜର୍କିନ ଆଦି ବହୁ ସାମଗ୍ରୀ ଜବତ କରିଥ‌ିବା ସୂଚନା ଦେଇଛନ୍ତି । କନ୍ଧମାଳ ଏସପି ହରିଶ ବିସି ଙ୍କ ବଳିଷ୍ଠ ନେତୃତ୍ବ, ଉଦ୍ୟମ, ସାଙ୍ଗକୁ ନିଷ୍ଠା, ଆନ୍ତରିକତା କାର୍ଯ୍ୟ ଦକ୍ଷତା ଓ ବିଶେଷ ଜ୍ଞାନକୌଶଳ ଯୋଗୁଁ ଜିଲାରେ ମାଓ ବାଦୀ କାର୍ଯ୍ୟ କଳାପ ହ୍ରାସ ପାଇବା ସହ ଅସାମାଜିକ କାର୍ଯ୍ୟକଳାପ ମଧ୍ଯ କମିଥ‌ିବା ଜଣାପଡିଛି । ଆଗକୁ କନ୍ଧମାଳ ଜ଼ିଲ୍ଲାକୁ ମାଓ ମୁକ୍ତ ଜିଲ୍ଲା କରିବା ଲକ୍ଷ୍ୟ ରଖାଯାଇଥିବା ଏସପି ହରିଶ ବିଶି ଏହି ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version