• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ତୃତୀୟ ସନ୍ଧ୍ୟାରେ ସ୍ୱାଧୀନତା ସଂଗ୍ରାମର ଗାଥାକୁ ମନେ ପକାଇଲା ପାଇକ ଆଖଡ଼ା

Proprietor Abhimanyu Maharana by Proprietor Abhimanyu Maharana
January 9, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ତୃତୀୟ ସନ୍ଧ୍ୟାରେ  ସ୍ୱାଧୀନତା ସଂଗ୍ରାମର ଗାଥାକୁ ମନେ ପକାଇଲା ପାଇକ ଆଖଡ଼ା
Share on FacebookShare on TwitterWhatsapp

ରଣପୁର ଇତିହାସ ଉପରେ ସୁରମାଙ୍କ ସରଗର୍ଭକ ଅଭିଭାଷଣ

 ୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମ ବାଘ ସାମନ୍ତ ପଡିଆରେ ଚାଲିଥିବା ରଣପୁର ମହୋତ୍ସବ ଅର୍ଜୁନର ତୃତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି | ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ସାଧାରଣ ସଭାରେ ମହୋତ୍ସବ କମିଟିର ସଭାପତି ତଥା ଓଡିଶାର ବାଚସ୍ପତି ସୁରମା ପାଢ଼ୀ ସଭାପତିତ୍ୱ କରିଥିଲେ | ଏହି ସଭାରେ ମୁଖ୍ୟ ଅତିଥି ଭାବେ ମସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍କିକ, ମୁଖ୍ୟ ବକ୍ତା ଭାବେ ଶିକ୍ଷା ଓ ଜାତି, ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ,   ସମ୍ମାନିତ ଅତିଥି ଭାବେ  କୋରେଇର  ବିଧାୟକ ତଥା ଚଳଚ୍ଚିତ୍ର ଅଭିନେତା ଆକାଶଦାସ ନାୟକ, ମାହାଙ୍ଗା ବିଧାୟକ ଶାରଦା ପ୍ରସାଦ ପ୍ରଧାନ, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ,

ଗୋପାଳପୁର ଜିଲ୍ଲା ପରିଷଦ ଲକ୍ଷ୍ମୀପ୍ରିୟା ତରେଇ, ଓଡିଶା ଟାଟା ହକିର ପ୍ରୋଜେକ୍ଟ ଡାଇରେକ୍ଟର ରାଜୀବ ସେଠ୍, ନୟାଗଡ ଡ଼ି.ଆର.ଡ଼ିଏ. ର ପି.ଡ଼ି.  ଦେବଦତ୍ତ ପଣ୍ଡା, ନୟାଗଡ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁମନ ପଟ୍ଟନାୟକ ପ୍ରମୂଖ ମଞ୍ଚାସିନ ଥିଲେ | ସାହିତ୍ୟିକ ବିରଞ୍ଚି ନାରାୟଣ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ | ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ | ଅତିଥି ତଥା ଅଭିନେତା ଶ୍ରୀ ଆକାଶ ଦାଶ ନାୟକ  କିଛି ଚଳଚିତ୍ରର ସଂଳାପ ଓ ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କୁ ଉଲ୍ଲସିତ କରିଥିଲେ | ସ୍ୱାଗତ ଭାଷଣରେ ବାଚସ୍ପତି ସୁରମା ପାଢ଼ୀ ରଣପୁର ଇତିହାସ ଉପରେ ସାର ଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ |

ସଭା ଶେଷରେ  ଚଳିତ ବର୍ଷ ଓ.ଏ.ଏସ. ପାଇଥିବା ରଣପୁର ବ୍ଲକ ବୃନ୍ଦାବନପୁର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ବିରଞ୍ଚି ନାରାୟଣ ରଣାଙ୍କ ସୁପୁତ୍ର ହର ପ୍ରସାଦ ମହାପାତ୍ରଙ୍କ ସହିତ ବିଭିନ୍ନ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା | ଏହା ସହିତ ଦୁଇ ଜଣ ଶତାୟୁ ବର୍ଷୀୟ ବୃଦ୍ଧବୃଦ୍ଧାଙ୍କୁ ପୁରସ୍କୃତ କରାଯାଇଥିଲା | ଏହା ସହିତ ଶିକ୍ଷକ ସନ୍ତୋଷ କୁମାର ସାହୁ,  ଜଣେ ଦିବ୍ୟାଙ୍ଗ ହୋଇ ଶିକ୍ଷକତା କରୁଥିବା ବ୍ୟକ୍ତି ଯିଏକି  ସୁଉଚ୍ଚ ମଣିନାଗ ପାହାଡ଼ ନିର୍ମାଣ ସମୟରେ ତଳୁ ପାହାଡ଼ ଉପରକୁ ପାଣି ନେଇ ମନ୍ଦିର ନିର୍ମାଣରେ ସହଯୋଗ କରିଥିଲେ | ଏଥି ପାଇଁ ତାଙ୍କୁ ମଧ୍ୟ ମହୋତ୍ସବରେ ସମ୍ମାନିତ କରିଯାଇଛି |

ହଜାର ହଜାର ଦର୍ଶକ ଶେଷ  ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ଉଠାଇଥିଲେ | ବରୁଣେଇ ପାଇକ ଆଖଡ଼ା, ଓଡିଶା ସରକାରଙ୍କ ସମ୍ବଲପୁରୀ ନୃତ୍ୟ, ଜିଲ୍ଲା ସଂସ୍କୃତି ବିଭାଗର ପାଲା, ଭାରତ ସରକାରଙ୍କ ଆସାମର ବିହୁ  ଓ ପୁରୁଲିଆ ଛଉ ନୃତ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକମାନଙ୍କୁ ବାନ୍ଧି ରଖିଥିଲା |  ଅଧ୍ୟାପକ ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ | ଅପରାହ୍ନରେ ଏକ କୁଇଜ ପ୍ରତିଯୋଗିତା କରାଯାଇଥିଲା | ଏହା ପରେ ବିଭିନ୍ନ ବିଦ୍ୟାଳୟର ତଥା ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅତ୍ୟନ୍ତ ମନମୁଗ୍ଧ କର ଥିଲା |  ମହୋତ୍ସବ ଅବସରରେ ପଡ଼ିଥିବା ଦୋକାନ ବଜାରରେ ତୃତୀୟ ସନ୍ଧ୍ୟାରେ ପୂର୍ବ ଦୁଇ ଦିନ ଅପେକ୍ଷା  ଅଧିକ ଭିଡ଼ ଜମି ଥିବା ଦେଖିବାକୁ ମିଳିଥିଲା | ଯୁବ ବାଳୁକା ଶିଳ୍ପୀ ପ୍ରିୟବ୍ରତ ଗୁରୁ ବାଳୁକା କଳା ମାଧ୍ୟମରେ ମଣିନାଗ ପାହାଡ଼ ସହିତ ମଣିନାଗ ମନ୍ଦିର ଓ ଜଗନ୍ନାଥଙ୍କ ନବକଳେବର ଆଦି ପ୍ରଦର୍ଶନ କରି ବେଶ ଲୋକ ପ୍ରିୟତା ହାସଲ କରି ପାରିଛନ୍ତି | 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version