୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କୁର୍ତମଗଡ଼ ପଞ୍ଚାୟତସ୍ଥିତ ଟୋଲ ଗେଟ୍ ସାମ୍ନାରେ ଘଟିଛି ଏକ ସଡ଼କ ଦୁର୍ଘଟଣା । ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ଓଡି- ୦୮ -ଏନ୍- ୨୭୮୫ ନମ୍ବର ବିଶିଷ୍ଟ ଏକ ବାଇକ୍ ବାଲିଗୁଡ଼ା ଅଭିମୁଖେ ଯାଉଥିବା ସମୟରେ ଟୋଲ୍ଗେଟ୍ରୁ ମାତ୍ର ୧୦୦ ମିଟର ଦୂରରେ ରାସ୍ତାପାର୍ଶ୍ୱରେ ଥିବା ଏକ ଗଛକୁ ଧକ୍କା ଦେବା ଫଳରେ ଯୁବକଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।


© 2023 Odisha Taza News.