୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ରଣପୁର ବ୍ଲକ ଖଣ୍ଡିସି ଛକ ନିକଟରେ ଥିବା ବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟି ଦୁଇ ଙ୍କର ମୃତ୍ୟୁବରଣ ହୋଇଥିବାବେଳେ ୨୦ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି l ନୟାଗଡ଼ରୁ ଓଡି-୦୨-ଏ.ଏଫ.-୪୮୪୯ ନମ୍ବର ବିଶିଷ୍ଟ ଇଣ୍ଡିଆନ ନାମକ ଘରୋଇ ଯାତ୍ରିବାହୀ ବସଟି ଭରସାମ୍ୟ ହରାଇ ବ୍ରିଜରେ ଧକାଦେଇ ବ୍ରିଜ ତଳକୁ ଖସି ପଡିଥିଲା l

ସେହି ବସରେ ୪୦ରୁ ଅଧିକ ଯାତ୍ରୀ ନୟାଗଡ଼ ଗୁଣ୍ଠୁଣିରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିଲା l ବ୍ରିଜଟି ଅଣ-ଓସାରିଆ ଓ ମୋଡ଼ଣି ଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ କ୍ଷୟକ୍ଷତି ହେଉଥିବା ଅଭିଯୋଗ ହେଉଛି l

ତୁରନ୍ତ ପ୍ରଶାସନ ଦୃଷ୍ଟି ଦେଇ ବ୍ରିଜଟିକୁ ଓସାରିଆ କରିବା ପାଇଁ ଦାବି ହେଉଛି l ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ, ରଣପୁର ପୋଲିସ, ରଣପୁର ଦମକଳ ବାହିନୀ ଓ ଟାଙ୍ଗୀ ଦମକଳ ବାହିନୀର ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା | ଏଥିରେ ଦୁଇ ଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି l