• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୨୮ ଗୋସମ୍ପଦ ଉଦ୍ଧାର କଲା ବଜରଙ୍ଗୀ ଦଳ : ବ୍ରହ୍ମପୁରା ଗୋଶାଳାରେ ଭର୍ତ୍ତି

Proprietor Abhimanyu Maharana by Proprietor Abhimanyu Maharana
January 11, 2025
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୨୮ ଗୋସମ୍ପଦ ଉଦ୍ଧାର କଲା ବଜରଙ୍ଗୀ ଦଳ : ବ୍ରହ୍ମପୁରା ଗୋଶାଳାରେ ଭର୍ତ୍ତି
Share on FacebookShare on TwitterWhatsapp

୧୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ସରକାର ଗୋସମ୍ପଦ ଚାଲାଣ ନିଷେଧର ସଚେତନତା ଓ ଏହାକୁ ରୋକିବାକୁ ଚରମ ଦଣ୍ଡ ବ୍ୟବସ୍ଥାର ନାରା ଦେଉଥିବା ବେଳେ ଗୋ-ସମ୍ପଦ ଚୋରା ଚାଲାଣକାରୀ ଏହାକୁ ତିଳେମାତ୍ର ଭ୍ରୁକ୍ଷେପ ନକରି ଦିନକୁ ଦିନ ଅଧିକରୁ ଅଧିକତର ପଶୁସମ୍ପଦ ଚାଲାଣ କରୁଥିବାର ଦୃଷ୍ଟିକୁ ଆସୁଛି । ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଏକ ଗୋ-ସମ୍ପଦ ଚାଲାଣ ଗାଡିକୁ ଜବତ କରା ଯାଇଅଛି ।

ଘଟଣାକ୍ରମେ ନଂ-RJ51 GA3624 ବିଶିଷ୍ଟ ଏକ ରାଜସ୍ଥାନ କଣ୍ଟେନର ଗାଡିରେ ୨୮ଗୋଟି ଗୋ-ସମ୍ପଦକୁ ନେଇ ହାଇଦ୍ରାବାଦରୁ କଳିକତାକୁ ଚାଲାଣ କରା ଯାଉଥିଲା । କୌଣସି ସୂତ୍ରରୁ ଖୋର୍ଦ୍ଧା ଶାଖା ବଜରଙ୍ଗୀ ଦଳର ବରିଷ୍ଠ ସଦସ୍ୟ ସୌମ୍ୟ ରଞ୍ଜନ ସ୍ୱାଇଁ ଖବର ପାଇ ଜିଲ୍ଲା ପୋଲିସର ସହାୟତା ଲୋଡିଥିଲେ । ତେବେ ଜିଲ୍ଲା ପୋଲିସର ନିର୍ଦେଶକ୍ରମେ ଓଡିଶା ରାଜ୍ୟ ଅର୍ମେଡ଼ ପୋଲିସ ସହାୟତାରେ ସମ୍ପୃକ୍ତ ଗୋ ଚାଲାଣ ଜବତ ଗାଡିକୁ ବୋଲଗଡ଼ ବ୍ରହ୍ମପୁରା ଗୋଶାଳାରେ ଭର୍ତ୍ତି କରିବା ନିମନ୍ତେ ନିର୍ଦେଶ ଦିଆଯିବା ସହ ଗାଡି ଚାଳକ ସମେତ ୩ଜଣ ଚାଲାଣକାରୀଙ୍କୁ ଗିରଫ କରା ଯାଇଅଛି ।

ଗୋସମ୍ପଦ ଚାଲାଣ ଗାଡି ବୋଲଗଡ଼ରେ ପହଂଚିବା କ୍ଷଣି ବୋଲଗଡ଼ ଶାଖା ବଜରଙ୍ଗୀ ଦଳ ପକ୍ଷରୁ ବରିଷ୍ଠ ସଦସ୍ୟ ମୁକେଶ ସାମନ୍ତରାୟ,ଇତେଶ ବେହେରା,ତରୁଣ ସାହୁ ଓ ଅମ୍ଳାନ ଜ୍ୟୋତି ସାହୁଙ୍କ ବଳିଷ୍ଠ ଉଦ୍ୟମ ତଥା ତତ୍ୱବଧାନରେ କଣ୍ଟେନରୁ ଗୋମାତାମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁରାସ୍ଥିତ ଗୋଶାଳାରେ ସୁରକ୍ଷା ନିମନ୍ତେ ଭର୍ତ୍ତି କରାଯାଇଥିଲା।ତେବେ ଅବାଧ ଗୋ-ଚାଲାଣକାରୀଙ୍କ ଏତାଦୃଶ ଅମାନୁଷିକ କାର୍ଯ୍ୟକୁ ସ୍ଥାନୀୟ ବଜାରଙ୍ଗୀଦଳ ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହ ବୁଦ୍ଧିଜୀବୀ ତଥା ଗୋପ୍ରେମୀମାନେ ଦୁଃଖ ଓ କ୍ଷୋଭ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version