• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ବାମୀ ବିବେକାନନ୍ଦଙ୍କର ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ ଯୁବ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 11, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସ୍ବାମୀ ବିବେକାନନ୍ଦଙ୍କର ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ ଯୁବ ଦିବସ ପାଳିତ
Share on FacebookShare on TwitterWhatsapp

୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼  :-> ସ୍ବାମୀ ବିବେକାନନ୍ଦଙ୍କର ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ ଯୁବ ଦିବସ ମଡେଲ ଡିଗ୍ରୀ କଲେଜଠାରେ ଯୁବ ରେଡକ୍ରସ୍ ତରଫରୁ ଅନୁଷ୍ଠିତ ହୋଇଯାଇଅଛି l ଏହି ଉତ୍ସବରେ ସ୍ବାଗତ ଭାଷଣ ଦେଇ ଯୁବ ରେଡକ୍ରସ୍ ଅଧିକାରୀ ଡକ୍ଟର ଜୟରାମ ସିଂ ସାମଲ ମଞ୍ଚାସୀନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବିବେକାନନ୍ଦଙ୍କର କାର୍ଯ୍ୟାବଳୀ ଓ ନେତୃତ୍ବ ବିଷୟରେ ସୂଚନା ଦେଇଥିଲେ l ସଭାରେ ସଭାପତିତ୍ବ କରି ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥି ଯୁବପୀଢ଼ିଙ୍କୁ ଦେଶର ପ୍ରଗତି ନିମନ୍ତେ ନିଜର ଶକ୍ତି ବିନିଯୋଗ କରିବା ନିମନ୍ତେ ଆହ୍ବାନ ଦେଇଥିଲେ l

ମୁଖ୍ୟବକ୍ତା ଅଧ୍ୟାପିକା ଦିପିକା ରାଣୀ ତୁରୁକ୍ ଏକ ସାରଗର୍ଭକ ଆଲୋଚନା କ୍ରମରେ ବିବେକାନନ୍ଦଙ୍କର ଜୀବନୀ ଉପରେ ଆଲୋକପାତ କରିବା ସହିତ ସହୀଦ ଭଗତ ସିଂହ, ପୂର୍ବତନ ରାଷ୍ଟ୍ରପତି ଅବଦୁଲ କଲାମ ଏବଂ ନୋବେଲ ଶାନ୍ତି ପୁରସ୍କାର ବିଜେତା ମଲାଲା ୟୁସୁଫ୍ ଜାଇଙ୍କ ଆଦର୍ଶରେ ପରିଚାଳିତ ହେବା ପାଇଁ ପ୍ରୋତ୍ସାହିତ କରିଥିଲେ l

ସଭାଶେଷରେ ଯୁବ ରେଡକ୍ରସ୍ ଅଧିକାରୀ ବିଜୟିନୀ ଶୁଭଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ୤ ଉକ୍ତ ସଭାରେ ଶତାଧିକ ଛାତ୍ରଛାତ୍ରୀ ଓ ରେଡକ୍ରସ୍ ସ୍ବେଚ୍ଛାସେବୀଙ୍କ ସହ ଡକ୍ଟର ସନ୍ତୋଷ କୁମାର ବେହେରା, ଡକ୍ଟର ଜ୍ୟୋତ୍ସ୍ନାରାଣୀ କର, ସୁନୀଲ କୁମାର ମଲ୍ଲିକ, ରୀତିଶ୍ରୀ ମଲ୍ଲିକ, ପ୍ରଜ୍ଞାନ୍ସ ରଞ୍ଜନ ସାହୁ, ମଧୁସ୍ମିତା ମହାପାତ୍ର, ରତ୍ନଭୂଷଣ ପାଢ଼ୀ, ପୁଷ୍ପଲତା ବାରିକ ପ୍ରମୁଖ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

July 7, 2026
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

July 6, 2026
ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

July 7, 2026
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version