• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରୁ କାହିଁକି ତଡା ଖାଇଲେ ରାଜ୍ୟପାଳ ରଘୁବର – ବଖାଣିଲେ ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
January 13, 2025
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଓଡ଼ିଶାରୁ କାହିଁକି ତଡା ଖାଇଲେ ରାଜ୍ୟପାଳ ରଘୁବର – ବଖାଣିଲେ ଅରୁଣ
Share on FacebookShare on TwitterWhatsapp

ଯଦି ରଘୁବର ଭଲ ରାଜ୍ୟପାଳ ଥିଲେ ତେବେ ବିଜେପି ଦଳ ତାଙ୍କୁ କାହିଁକି ତଣ୍ଟିଆ ମାରି ତଡିଲା …?

୧୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼  :-> ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟାକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ ତାଙ୍କ ଚର୍ଚ୍ଚା ଏବେ କମିନି । ସେ କହିଛନ୍ତି ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି । ଏହାକୁ ନେଇ ରାଜନୈତିକ ସ୍ତରରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିଜେପି ରଘୁବର ଜଣେ ଲୋକପ୍ରିୟ ରାଜ୍ୟପାଳ ବୋଲି ପ୍ରକାଶ କରିଛି । ଏହାର ଜବାବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବିରୋଧୀଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି ।

ଆଜି ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଡ. ସାହୁ, ରଘୁବର ରାଜ୍ୟପାଳ ବିଜେପିର ଏଜେଣ୍ଟ ଥିଲେ ବୋଲି କହିଛନ୍ତି । ରାଜଭବନକୁ ସେ ବିଜେପି କାର୍ଯ୍ୟାଳୟ ଭାବେ ବ୍ୟବହାର କରୁଥିଲେ । ତାଙ୍କ ପୁଅ ନିଜ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କୁ ମାଡ଼ ମାରିବା ସହ ତଣ୍ଟିଆ ମାରିବା ଘଟଣାରେ ଆଜି ପର୍ଯ୍ୟନ୍ତ ବନ୍ଧା ହେଲେ ନାହିଁ କାହିଁକି । ଅପରାଧ କରି କିଭଳି ତାଙ୍କ ପୁଅ ଖସିଲେ ବୋଲି ଡ. ସାହୁ ପ୍ରଶ୍ନ କରିଛନ୍ତି । ସେ ଲୋକଙ୍କ ରାଜ୍ୟପାଳଙ୍କ ପୁଅ ନାଁ ଲାଟସାହେବଙ୍କ ପୁଅ ବୋଲି ପ୍ରଶ୍ନ କରିଛନ୍ତି ।

ପଣ୍ଡିତ ପୁଅ ମାଙ୍କଡ ମାରିଲେ ମାଫ୍ ଭଳି ସେ ଖସିଲେ କି । ରଘୁବର ୩୦ ଜିଲ୍ଲା ବୁଲି ଲୋକଙ୍କ ସହିତ ସୁସମ୍ପର୍କ ରଖିବା ସହ ଲୋକମାନଙ୍କର ଅଭିଯୋଗ ଶୁଣୁଥିଲେ ବୋଲି ବିଜେପି ପ୍ରକାଶ କରିଛି । ଏହାର ଜବାବରେ ବିଜେଡି କହିଛି ୩୦ ଜିଲ୍ଲାରୁ ରଘୁବର ଆଣିଥିବା ଅଭିଯୋଗର ସମାଧାନ କେତେ ହୋଇଛି । ଏହା ରାଜ୍ୟ ସରକାର ପ୍ରକାଶ କରନ୍ତୁ । ସେ ଯେଉଁ ୩୦ ଜିଲ୍ଲା ବୁଲୁଥିଲେ ବିଜେପିର ଏଜେଣ୍ଟ ହୋଇ ସ୍ଥିତି ବୁଝୁଥିଲେ । ବିଜେଡିକୁ ବଦନାମ କରୁଥିଲେ । କୌଣସି ସ୍ଥାନରେ ମାଟି ଗାଣ୍ଡୁଏ ପକାଇବା କ୍ଷମତା ରାଜ୍ୟପାଳଙ୍କ ନଥାଏ, ଯାହା କରନ୍ତି ରାଜ୍ୟ ସରକାର ।

ରଘୁବର ଯେତେସବୁ ଅଭିଯୋଗ ଆଣିଥିଲେ ତାହା କାହାକୁ ଦେଇଛନ୍ତି ବୋଲି ଅରୁଣ ପ୍ରଶ୍ନ କରିଛନ୍ତି । ବିଜେପି ସରକାର ଏହାକୁ ଲୋକଲୋଚନକୁ ଆଣନ୍ତୁ ନଚେତ କେତେ ଅଭିଯୋଗ କେତେ ସମାଧାନ କରିଛନ୍ତି ତାହା ପ୍ରକାଶ କରନ୍ତୁ ବୋଲି ଅରୁଣ କହିଛନ୍ତି । ରଘୁବର ଅଭିଯୋଗ ଶୁଣିବାକୁ ନୁହେଁ ବିଜେପିର ପ୍ରଚାର କରିବାକୁ ଯାଉଥିଲେ ବୋଲି ଅରୁଣ ଅଭିଯୋଗ କରିଛନ୍ତି ।

ଯଦି ରଘୁବର ଭଲ ରାଜ୍ୟପାଳ ଥିଲେ ତେବେ ଦଳ ତାଙ୍କୁ କାହିଁକି ତଣ୍ଟିଆ ମାରି ତଡିଲା ବୋଲି ଅରୁଣ ପ୍ରଶ୍ନ କରିଛନ୍ତି । ବିଜେପି ଏହାର ଉତ୍ତର ଦେଉ ବୋଲି ଅରୁଣ କହିଛନ୍ତି । ଏହା ସହିତ ଅରୁଣ ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲଙ୍କ ଉଦାହରଣ ଦେଇଛନ୍ତି । ଗଣେଶୀ ଲାଲଙ୍କୁ ଲୋକ ଶହେ ପ୍ରତିଶତ ମାର୍କ ଦେବେ ରଘୁବର ୧୦ ପ୍ରତିଶତ ମାର୍କ ପାଇବେ କି ନାହିଁ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version