• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନାରେ ଆରଏସଏସ ସମ୍ମିଳନ

Proprietor Abhimanyu Maharana by Proprietor Abhimanyu Maharana
January 14, 2025
in ଓଡ଼ିଶା, ଗଜପତି, ହୋମ୍
0
ମୋହନାରେ ଆରଏସଏସ ସମ୍ମିଳନ
Share on FacebookShare on TwitterWhatsapp

୧୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଆର, ଉଦୟଗିରି  :-  ଗଜପତି ଜିଲ୍ଲା ମୋହନାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ( ଆରଏସଏସ)ର ଖଣ୍ଡ ସମିଳନୀ ଅନୁଷ୍ଠିତ ହୋଇଯାଇଛି l ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ସ୍ଥାନୀୟ ହାଇସ୍କୁଲ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଆରଏସଏସ ଅଖିଳ ଭାରତୀୟ ସହ ଶାରୀରିକ ପ୍ରମୁଖ ଓକେ ମୋହନ ଯୋଗଦେଇ ସଂଘ ଶାଖା ମାଧ୍ୟମରେ ସମାଜ ପରିବର୍ତନ ହେଉଛି l ସଂଘ ଶାଖା ମନୁଷ୍ୟ ତିଆରି କାରଖାନା ହୋଇଥିବା ବେଳେ ସଂଘର ସ୍ୱୟଂସେବକ ଶାଖା ମାଧ୍ୟମରେ ପାଉଥିବା ଶିକ୍ଷା ଦ୍ୱାରା ସମାଜ ପରିବର୍ତ୍ତନ ପାଇଁ ପ୍ରୟାସ କରୁଛନ୍ତି l

ଦେଶ ପରାଧୀନ ସମୟରେ ବିଦେଶୀ ଢାଞ୍ଚା ଆରମ୍ଭ ହୋଇଥିବା ବେଳେ ସ୍ୱାଧୀନତା ପରେ ମଧ୍ୟ ଏହି ବ୍ୟବସ୍ଥା ରେ ପରିବର୍ତ୍ତନ ହୋଇନଥିଲା l ତେବେ ଗତ 10 ବର୍ଷ ମଧରେ ଅନେକ କିଛି ପରିବର୍ତନ ହୋଇଛି l ଦେଶରୁ ବିଦେଶୀ ଲିଗାସୀ ହଟାଯାଇ ଭାରତ ବର୍ଷର ମହାନ ଗାଥାକୁ ଗୁରୁତ୍ୱ ଦିଆଯାଇଛି l ଧିରେ ଧିରେ ଦେଶ ପରିବର୍ତନ ହେବା ସହ ସମାଜ ପରିବର୍ତ୍ତନ ହେଉଛି l ଏଥିପାଇଁ ସଂଘର ସ୍ୱୟଂସେବକ ଏହି ଲକ୍ଷରେ ଆଗକୁ ବଢ଼ିବା ଆହୁରି ଆବଶ୍ୟକ ବୋଲି ଶ୍ରୀ ମୋହନ କହିଛନ୍ତି l

ମୋହନା ବ୍ଲକର 75 ଟି ଗାଁରୁ 346 ଜଣ ସ୍ୱୟଂସେବକ ଗଣବେଶ ପରିଧାନ କରି ଘୋଷବାଦ୍ୟ ସହ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୁ ବାହାରି ନଗର ପରିକ୍ରମା ପରେ ହାଇସ୍କୁଲ ପଡିଆରେ ପହଁଚି ଥିଲେ l ସେଠାରେ ଖଣ୍ଡ କାର୍ଯ୍ୟବାହ ଯୋଗେନ୍ଦ୍ର ଦଲାଇ ଙ୍କ ସଂଯୋଜନା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରତାପ ପାତ୍ର, ଜନଜାତି ପ୍ରମୁଖ ରବୀନ୍ଦ୍ର ମଲ୍ଲିକ ଓ ବିଭାଗ କାର୍ଯ୍ୟବାହ ମନୋଜ ଚୌଧୁରୀ ପ୍ରମୁଖ ମଞ୍ଚାସିନ ଥିଲେ l ସ୍ୱୟଂସେବକ ମାନଙ୍କ ଦ୍ୱାରା ଯୋଗାସନ, ନିୟୁଧ ସହ ଶାରୀରିକ ପ୍ରଦର୍ଶନ ହୋଇଥିଲା l

ଏହି କାର୍ଯ୍ୟକ୍ରମ ରେ ପ୍ରାନ୍ତ ସହ ଶାରୀରିକ ପ୍ରମୁଖ ଅଶୋକ ରଣଜିତ, ବିଭାଗ ପ୍ରଚାରକ ବିଜୟ ସାମଲ, ବିଭାଗ ବୌଦ୍ଧିକ ପ୍ରମୁଖ ରବୀନ୍ଦ୍ର ପାତ୍ର, ବିଭାଗ ଶାରୀରିକ ପ୍ରମୁଖ ଅମୁଲ୍ୟ ପାତ୍ର, ସହ ଶାରୀରିକ ପ୍ରମୁଖ ନୀଳାଞ୍ଚଳ ପାଢ଼ୀ, ଜିଲ୍ଲା ବୌଦ୍ଧିକ ପ୍ରମୁଖ ବଙ୍ଗାଳି ଜାନି, ଜିଲ୍ଲା ପ୍ରଚାର ପ୍ରମୁଖ ବାବୁଲା ସେଠି, ଧର୍ମ ଜାଗରଣ ପ୍ରମୁଖ ପ୍ରଶାନ୍ତ ସୁବୁଦ୍ଧି ଯୋଗଦେଇଥିଲେ l କାର୍ଯ୍ୟକ୍ରମ କୁ ଖଣ୍ଡ ଶାରୀରିକ ପ୍ରମୁଖ ସମ୍ପଦ ମଲିକ, ବୌଦ୍ଧିକ ପ୍ରମୁଖ ପଞ୍ଚାନନ ପାଇକ ଓ ଖଣ୍ଡ ଟିମ ପରିଚାଳନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version