• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ସାମ୍ବାଦିକ ମହାସଂଘ ଓ ଜିଲ୍ଲା ସାମ୍ବାଦିକ ସଙ୍ଘ ଗଞ୍ଜାମର ସାମ୍ବାଦିକ ଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 15, 2025
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଓଡିଶା ସାମ୍ବାଦିକ ମହାସଂଘ ଓ ଜିଲ୍ଲା ସାମ୍ବାଦିକ ସଙ୍ଘ ଗଞ୍ଜାମର ସାମ୍ବାଦିକ ଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ର ସୁଧାର ନିମନ୍ତେ ଓଡ଼ିଶା ସାମ୍ବାଦିକ ମହାସଂଘ ଓ ଜିଲ୍ଲା ସାମ୍ବାଦିକ ସଂଘ ମିଳିତ ଭାବେ ସଂଗ୍ରାମ ଜାରି ରଖିବା ପାଇଁ ସମ୍ପାଦକ ଗୌରାଙ୍ଗ ଚୌଧୁରୀ ଓ ସଭାପତି ଜୟରାମ ମହାରଣା ଆହ୍ବାନ ଦେଇଥିଲେ ।

୧୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାରିପଦା :-> ଓଡ଼ିଶା ସାମ୍ବାଦିକ ମହାସଂଘ ଓ ଜିଲ୍ଲା ସାମ୍ବାଦିକ ସଂଘ ଗଞ୍ଜାମ ତରଫରୁ ଆଜି ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଦକ୍ଷିଣ ଓଡିଶା ର ପ୍ରାଚୀନ ଶକ୍ତିପୀଠ ମାଆ ମହୁରୀ କାଳୁଆ ପୀଠ ରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସହ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ର ର ଅହେତୁକ ଦର ବୃଦ୍ଧି ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ର ସୁଧାର ବିଷୟ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ମାଆ ମହୁରୀ କାଳୁଆ ଙ୍କ ନିକଟରେ ପୂଜା ଅର୍ଚ୍ଚନା କରି କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଜିଲ୍ଲା ସଂଘ ର ସଭାପତି ଜୟରାମ ମହାରଣା ସଭାପତିତ୍ବ କରିଥିବା ବେଳେ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ ର ବରିଷ୍ଠ ଶିକ୍ଷାବିତ୍ ଡ଼ଃ ବିଭୂତି ଭୂଷଣ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ । ଓଡ଼ିଶା ମହାସଂଘ ର ସମ୍ପାଦକ ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ଗୌରାଙ୍ଗ ଚୌଧୁରୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ଆଲୋଚନା ଚକ୍ର ରେ ସର୍ବଶ୍ରି ଶୁଭେନ୍ଦୁ କୁମାର ଦାସ , ପ୍ରଶାନ୍ତ କୁମାର ମହାପାତ୍ର, ଅସିତ୍ ପଣ୍ଡା, ଅନିଲ ଚୌଧୁରୀ,ଆଦିତ୍ୟ ନାରାୟଣ ରଥ, ରମେଶ ଚନ୍ଦ୍ର ବେହେରା, ସୂର୍ଯ୍ୟ ନାରାୟଣ ବେହେରା,ହରପ୍ରିୟା ସାହୁ , ସୁଶାନ୍ତ କୁମାର ପଟ୍ଟନାୟକ,

ସଂଯୁକ୍ତା ପଣ୍ଡା, ଚୂଡ଼ାମଣି ବେହେରା,ରମେଶ କୁମାର ସାହୁ , ଇଶ୍ୱରି ରାଉତ,ରବି ରାଉତରାୟ ପ୍ରମୁଖ ଭାଗ ନେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ । ଉପସ୍ଥିତ ସମସ୍ତ ସାମ୍ବାଦିକ ସାମ୍ବାଦିକା ଭାଇ ଭଉଣୀ ମାନେ ନିଜ ନିଜ ବକ୍ତବ୍ୟ ରେ ପ୍ରକାଶ କରିଥିଲେ ଯେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ର ର ଅହେତୁକ ଦର୍ ବୃଦ୍ଧି କୁ ରୋକିବା ପାଇଁ କେବଳ ଓଡ଼ିଶା ସାମ୍ବାଦିକ ମହାସଂଘ ସ୍ୱର ଉତ୍ତୋଳନ କରିବା ସହ ବିଭିନ୍ନ ସଂଘଟନ ରାଜ ରାସ୍ତା କୁ ଓହ୍ଲାଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା । ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ର ସୁଧାର ନିମନ୍ତେ ଓଡ଼ିଶା ସାମ୍ବାଦିକ ମହାସଂଘ ଓ ଜିଲ୍ଲା ସାମ୍ବାଦିକ ସଂଘ ମିଳିତ ଭାବେ ସଂଗ୍ରାମ ଜାରି ରଖିବା ପାଇଁ ସମ୍ପାଦକ ଗୌରାଙ୍ଗ ଚୌଧୁରୀ ଓ ସଭାପତି ଜୟରାମ ମହାରଣା ଆହ୍ବାନ ଦେଇଥିଲେ ।

ବିବିଧ ସମ୍ବାଦ ର ସମ୍ପାଦକ ଗୌରାଙ୍ଗ ଚୌଧୁରୀ, ବିକଳ୍ପ ର ପରିଚାଳନା ସମ୍ପାଦକ ଜୟରାମ ମହାରଣା ଅନୁପମ ଭାରତ ର ବରିଷ୍ଠ ସାମ୍ୱାଦିକ ଶୁଭେନ୍ଦୁ କୁମାର ଦାସ ଓ ଅନିଲ ଚୌଧୁରୀ ଙ୍କ ପ୍ରତ୍ୟେକ୍ଷ ତ୍ଵତ୍ୱାବଧାନରେ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ସମସ୍ତେ ପ୍ରସାଦ ସେବନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ଓଡିଶା ର ବିଭିନ୍ନ କୋଣ ଅନୁକୋଣ ରୁ ୧୦୦ ଉର୍ଦ୍ଧ ସାମ୍ବାଦିକ ଯୋଗ ଦେଇଥିଲେ । ଶେଷରେ ମାଆ ମହୁରୀ କାଳୁଆ ଙ୍କୁ ପ୍ରାର୍ଥନା କରି କାର୍ଯ୍ୟକ୍ରମ ର ସମାପନ କରାଯାଇଥିଲା ବୋଲି ଓଡିଶା ସାମ୍ବାଦିକ ମହାସଂଘ ରାଜ୍ୟ ସଭାପତି ସୁକୁମାର ରଞ୍ଜନ ପ୍ରଧାନଙ୍କଠାରୁ ପ୍ରକାଶ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version