• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ବିକାଶ ପରିଷଦର ବଣଭୋଜି ଓ ମିଶ୍ରଣ ପର୍ବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 15, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ବିକାଶ ପରିଷଦର ବଣଭୋଜି ଓ ମିଶ୍ରଣ ପର୍ବ ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ଖୋର୍ଦ୍ଧା-ଜଟଣୀ  :- ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜଟଣୀ ବିକାଶ ପରିଷଦ,ଜଟଣୀ ବିକାଶ ନିମନ୍ତେ କାମ କରୁଛି,ଏହା କୌଣସି ରାଜନୈତିକ ସଂଗଠନ ନୁହେଁ, ଏହାର କୋଉ ସଭ୍ୟ କୋଉ ଦଳକୁ ପସନ୍ଦ କରିବ ବା କୋଉ ଦଳରେ ରହିବ ସେଥିରେ କିଛି ମାନେ ନାହିଁ,ଜଟଣୀର ବିକାଶ ନିମନ୍ତେ ସମସ୍ତଙ୍କୁ ସାଙ୍ଗରେ ନେଇ କାମ କରିବାରେ କିଛି ଅସୁବିଧା ନାହିଁ । ପରିଷଦର ଲକ୍ଷ୍ୟ ଓ ଆଭିମୁଖ୍ୟ କେବଳ ଜଟଣୀର ବିକାଶ ବୋଲି ଉପସ୍ଥିତ ନେତାମାନେ ମତବ୍ୟକ୍ତ କରିଛନ୍ତି ।

ରବିବାର ମଧ୍ୟାହ୍ନରେ ଖୋର୍ଦ୍ଧା ମା’ ବରୁଣେଇଙ୍କ ପୀଠରେ ଆୟୋଜିତ ଏହି ବନ୍ଧୁ ମିଳଣ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସୁର ରାଉତରାୟ, ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଏବଂ ବିଧାୟକ ପ୍ରାର୍ଥୀ ବିଶ୍ବରଂଜନ ବଡ଼ଜେନା, ଜଟଣୀ ବ୍ଲକ୍ ଅଧକ୍ଷା ଜୟନ୍ତୀ ଛୋଟରାୟ ପ୍ରମୁଖ ଯୋଗ ଦେଇଥିଲେ । ସଭାପତି ବିଜୟ ଛୋଟରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସୁଶାନ୍ତ ରାଉତ୍,ରାଜେନ୍ଦ୍ର ପ୍ରସାଦ ପଟ୍ଟନାୟକ,

ସାଧାରଣ ସମ୍ପାଦକ ସୁଦର୍ଶନ ସୁନ୍ଦରାୟ, ମନୋଜ୍ ସ୍ୱାଇଁ, ଶଶାଙ୍କ ରାୟ, କୈଳାଶ ମହାପାତ୍ର, ବାବୁଲି ଛୋଟରାୟ, ତ୍ରିଲୋଚନ ପ୍ରଧାନ (ଚଇନ) ବୁଲୁ ମାହାନ୍ତି, ବିଜୟ ପଣ୍ଡା, ପ୍ରଶାନ୍ତ କୁମାର ମିଶ୍ର, ଅମରେଶ ନାୟକ, ସୁଧୀର ବାରିକ, ଆଦିତ୍ୟ ମହାରଥି, ପ୍ରିୟ ରଞ୍ଜନ ବେହେରା, ପଞ୍ଚାନନ ମହାପାତ୍ର, ସନ୍ତୋଷ କୁମାର ହୋତା, ଚିତନ୍ ଦଳାଇ,ବିଷ୍ଣୁ ସାହୁ, ଜାଇ ବେହେରା, ଚିଲକା ଆମା, ଉତ୍କଳ କେଶରୀ ବଳିଆରସିଂ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ସଂଯୋଜନା ଓ ପରିଚାଳନା କରିଥିଲେ ।

ଏହି ଅବସରରେ ବିକାଶ ପରିଷଦର କାର୍ଯ୍ୟକ୍ରମରେ ଅନୁ ପ୍ରାଣିତ ହୋଇ ଇଷ୍ଟ୍ କୋଷ୍ଟ ରେଲୱେ ଶ୍ରମିକ ୟୁନିଅନର ଜୋନାଲ ସାଧାରଣ ସମ୍ପାଦକ ପି କେ ପାଟସାଣି, ତିରିମଲ୍ ସରପଞ୍ଚ ପ୍ରସନ୍ନ କୁମାର ଛୋଟରାୟ, ଲିଚୁ ସାହୁ, ଶରତ ପାଲଟାସିଂ, ଲୁସେନ୍ ରାୟ,ଜାଫର ଅଲ୍ଲୀ, ବାବୁ ମହାନ୍ତି, ଟୁଇଁ ସାହୁ,ବିଷ୍ଣୁ ପ୍ରାସାଦ ଡେଙ୍ଗ, ମହମ୍ମଦ କୌଶର, ଯାଆଁଳା ସମିତି ସଭ୍ୟା ଯମୁନା ରାଣୀ ବେହେରା, ଶୁଭଶ୍ରୀ ଦାସ, ଶିଲୁ ରଥ,ଭୀମସେନ ଭୁଜବଳ, ଶ୍ରଦ୍ଧାଞ୍ଜଳି ବେହେରା ସରପଞ୍ଚ ଯାଆଁଳା, ସୁମିତ୍ରା ସ୍ୱାଇଁ ସମିତିସଭ୍ୟା, ସୁନୀଲ ରାଉତରାୟ ଓ ସିଞ୍ଚୁରିଆନ୍ ୟୁନିଭର୍ଶିଟି ର ପ୍ରଫେସର ଡ଼ଃ ସ୍ମୃତି ରଞ୍ଜନ ନାୟକ ଓ ଲିଟୁ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି

June 29, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Pune, Maharashtra

June 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026
ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ – ସିଆଇଆଇ ଏନର୍ଜି କନ୍‌କ୍ଲେଭ

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version