• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
January 17, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା  :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଲ୍ଲିକ ,ବାଲିଗୁଡା ବ୍ଲକ ଉପାଧ୍ୟାକ୍ଷା ମିଷାବତୀ ମଲ୍ଲିକ ,ଏନଏସି ଅଧକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ,ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ଧିରଜ ପାତ୍ର ,

ଉପଖଣ୍ଡ ସମାଜ ମଙ୍ଗଲ ଅଧିକାରୀ ମାମିତ କୁମାରୀ ପ୍ରଧାନ ,ବ୍ଲକ ସମାଜ ମଙ୍ଗଲ ଅଧିକାରୀ ଦିନେଶ କୁମାର କହଁର ,ପ୍ରମୁଖ ଉପସ୍ଥିତ ରହି ଯେଉଁ ସମାଜରେ ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ ଓ ଆଦର ଦିଆଯାଏ, ସେହି ସମାଜ ହେଉଛି ଏକ ଆଦର୍ଶ ସମାଜ ବୋଲି କହିଥିଲେ । ଏ ମାନଙ୍କ ପ୍ରତି ସମାଜ ସମ୍ବେଦନଶୀଳ ହେବା ଆବଶ୍ୟକ । ବରିଷ୍ଠ ନାଗରିକ ମାନେ ହେଉଛନ୍ତି ଆମ ଆସ୍ଥା ଓ ବିଶ୍ୱାସର ମନ୍ଦିର ।

ରାଷ୍ଟ୍ରୀୟ ସାମାଜିକ କାର୍ଯ୍ୟକ୍ରମର ହିତାଧିକାରୀ ହୁଅନ୍ତୁ ବା ମଧୁବାବୁ ପେନସନ ହିତାଧିକାରୀ, ସମସ୍ତେ ଏହି ବର୍ଦ୍ଧିତ ପେନସନ ପାଇବେ । ୮୦ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ ୩୫୦୦ ଟଙ୍କା ପେନସନ ପାଇବେ । ପୂର୍ବରୁ ସେମାନେ ୧୨୦୦ ଟଙ୍କା ପେନସନ ପାଉଥିବା ବେଳେ ଏଥିରେ ୨୩୦୦ଟଙ୍କା ବୃଦ୍ଧି କରାଯାଇ ୩୫୦୦ ଟଙ୍କା କରାଯାଇଛି । ବାଲିଗୁଡା ବ୍ଲକର ଇନ୍ଦିରା ଗାନ୍ଧୀ ବାର୍ଦ୍ଧକ୍ୟ ଭତ୍ତା ୯୮ ଜଣ ଭିନ୍ନକ୍ଷମ ଭତ୍ତା ଯୋଜନାରେ ୨୨ ଜଣ ଉପକୃତ ହେବେ ସେହିପରି ମଧୁବାବୁ ପେନସନ ବାର୍ଦ୍ଧକ୍ୟ ଭତ୍ତା ୧୬୪ ଜଣ ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ୩୮ ଜଣ ଉପକୃତ ହେବେ ବୋଲି ସମାଜ ମଙ୍ଗଳ ଅଧିକାରୀ ଦିନେଶ କହଁର କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାଁରେ ବୁଲୁଛି ହତିଆର ପୋଲିସ ସୁରକ୍ଷା ଦାବି

ଗାଁରେ ବୁଲୁଛି ହତିଆର ପୋଲିସ ସୁରକ୍ଷା ଦାବି

June 11, 2026
୧୨ତମ ଶ୍ରୀକ୍ଷେତ୍ର ରଜ ମହୋତ୍ସବ : ବିଶିଷ୍ଟ କଣ୍ଠ ଶିଳ୍ପୀ ମହ୍ଲାର କର୍ମକାର ଙ୍କ କଣ୍ଠର ଝଙ୍କାରରେ ଝୁମିବେ ଶ୍ରୋତା

୧୨ତମ ଶ୍ରୀକ୍ଷେତ୍ର ରଜ ମହୋତ୍ସବ : ବିଶିଷ୍ଟ କଣ୍ଠ ଶିଳ୍ପୀ ମହ୍ଲାର କର୍ମକାର ଙ୍କ କଣ୍ଠର ଝଙ୍କାରରେ ଝୁମିବେ ଶ୍ରୋତା

June 11, 2026
ସେବାୟତ ବାସଗୃହ ଯୋଜନା ରେ ଜାଗା ପରିଦର୍ଶନ

ସେବାୟତ ବାସଗୃହ ଯୋଜନା ରେ ଜାଗା ପରିଦର୍ଶନ

June 11, 2026
ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାଁରେ ବୁଲୁଛି ହତିଆର ପୋଲିସ ସୁରକ୍ଷା ଦାବି

ଗାଁରେ ବୁଲୁଛି ହତିଆର ପୋଲିସ ସୁରକ୍ଷା ଦାବି

June 11, 2026
୧୨ତମ ଶ୍ରୀକ୍ଷେତ୍ର ରଜ ମହୋତ୍ସବ : ବିଶିଷ୍ଟ କଣ୍ଠ ଶିଳ୍ପୀ ମହ୍ଲାର କର୍ମକାର ଙ୍କ କଣ୍ଠର ଝଙ୍କାରରେ ଝୁମିବେ ଶ୍ରୋତା

୧୨ତମ ଶ୍ରୀକ୍ଷେତ୍ର ରଜ ମହୋତ୍ସବ : ବିଶିଷ୍ଟ କଣ୍ଠ ଶିଳ୍ପୀ ମହ୍ଲାର କର୍ମକାର ଙ୍କ କଣ୍ଠର ଝଙ୍କାରରେ ଝୁମିବେ ଶ୍ରୋତା

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version