୧୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଦଶପଲ୍ଲା :- ଆଦିବାସୀ ମଂଗଳ ବିଭାଗ ଦ୍ବାରା ପରିଚାଳିତ , ନୟାଗଡ଼ ଜିଲ୍ଲା ର ସର୍ବ ବୃହତ୍ ତଥା ବହୁ ପୁରାତନ ,ବୁଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ( ବୁଗୁଡା କନ୍ୟାଶ୍ରମ ) ରେ ଆଜି ଅତ୍ଯନ୍ତ ଆଡମ୍ବରର ସହ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ନମିତା ସ୍ବାଇଁ କଂ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ,

ଜିଲ୍ଲା ମଂଗଳ ଅଧିକାରୀ ଶ୍ରୀ ଦୟାନିଧି ନାୟକ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରୀ ମାନକଂ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ । ବ୍ଲକ୍ ମଂଗଳ ସଂପ୍ରସାରଣ ଅଧିକାରୀ ଜୋତିର୍ମୟୀ ନାୟକ , ଅତିରିକ୍ତ ଜିଲ୍ଲା ମଂଗଳ ଅଧିକାରୀ ଦୁଶ୍ମନ୍ତ କୁମାର ପାତ୍ର ,, ମା ହେଲେ ପାଠୋଇ, ଦେଶ ଯିବ ଆଗେଇ ,















