• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରହ୍ମପୁର ଠାରୁ ବାଲିଗୁଡା ସରକାରୀ ବସ୍‌ରେ ଅନଲାଇନ ଟିକେଟ୍‌ ବନ୍ଦ : ହଟହଟା ହେଉଛନ୍ତି ଯାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 23, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବ୍ରହ୍ମପୁର ଠାରୁ ବାଲିଗୁଡା ସରକାରୀ ବସ୍‌ରେ ଅନଲାଇନ ଟିକେଟ୍‌ ବନ୍ଦ : ହଟହଟା ହେଉଛନ୍ତି ଯାତ୍ରୀ
Share on FacebookShare on TwitterWhatsapp

୨୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :->  କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ବ୍ରହ୍ମପୁରଠାରୁ ବାଲିଗୁଡା ଯାଉଥିବା ସରକାରୀ ବସ୍‌ରେ ହେଉନାହିଁ ଅନ୍‌ଲାଇନ୍‌ ବୁକିଂ । ଫଳରେ ଯାତ୍ରୀ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି । ଉକ୍ତ ବସ୍‌ ଉପରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, କିରିକୁଟି ଭଳିଏକାଧିକ ଗ୍ରାମବାସୀ ନିର୍ଭର କରନ୍ତି । ଭୋର ସମୟରୁ ବ୍ରହ୍ମପୁରରୁ ବାହାରି ଦାରିଙ୍ଗବାଡିରେ ସକାଳ ୧୦ଟାରେ ପହଞ୍ଚି ବାଲିଗୁଡା ଯାଉଥିବା ବେଳେ ସାଢେ ୧୨ଟା ମଧ୍ୟରେ ପୁଣି ବ୍ରହ୍ମପୁର ଅଭିମୁଖେ ବସ୍‌ଟି ଫେରୁଛି । ଅନ୍‌ଲାଇନ ଟିକେଟ ହେଉ ନ ଥିବା ବେଳେ ଅଫଲାଇନରେ ମଧ୍ୟ ଦାରିଙ୍ଗବାଡି, ସିମନବାଡି ପାଇଁ ଟିକେଟ ମିଳୁନାହିଁ ।

ବାଲିଗୁଡା ଯାତ୍ରୀଙ୍କୁ ପ୍ରାଥମିକତା ଦିଆଯାଉଥିବା ବେଳେ ଦାରିଙ୍ଗବାଡି, ସିମନବାଡି ଯାତ୍ରୀମାନେ ଆଗୁଆ ଟିକେଟ ନପାଇ ବହୁତ ହଇରାଣ ହରକତ ହେଉଛନ୍ତି। ଏ ନେଇ ବସ୍‌ରେ ଯାଉଥିବା କଣ୍ଡକ୍ଟର ଅମୀୟ ମିଶ୍ରଙ୍କୁ ପଚାରିବାରୁ ସେ ସନ୍ତୋଷ ଜନକ ଉତ୍ତର ଦେଇପାର ନ ଥିବା ବେଳେ ପ୍ରଥମେ ବାଲିଗୁଡାରେ ହିଁ ଟିକେଟ କଟାଯିବ । ବଳକା ରହିଲେ ଏପଟେ ଅନ୍ୟକୁ ଟିକେଟ ଦିଆଯିବ ବୋଲି ସେ କହିଛନ୍ତି । ତେବେ ଦାରିଙ୍ଗବାଡି ଅଞ୍ଚଳରେ ଯାତ୍ରୀ ଅସନ୍ତୋଷ ହେବା ସହ ଯାତ୍ରୀଙ୍କ ପାଇଁ ଅନ୍‌ଲାଇନ କାହିଁକି ଖୋଲାଯାଉନାହିଁ ସେ ନେଉ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଅନ୍ୟପକ୍ଷେ କନ୍ଧମାଳ ଆଞ୍ଚଳିକ ପରିବହନ ବିଭାଗର ଅଧିକାରୀ ଶିଶିର କୁମାର ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ତାଙ୍କ ହାତରେ ଏହି ସବୁ ସମସ୍ୟାର ସମାଧାନ ନାହିଁ ଏହାକୁ ଜିଲା ପରିବହନ ପାଟିଚାଳକ ତଦାରଖ କରୁଥିବା ସେ କହିଛନ୍ତ । ପ୍ରକାଶ ଯେ ଦାରିଙ୍ଗବାଡରୁ ଜିଲା ବାହାରକୁ ମାତ୍ର ୨ ଟି ବସ୍‌ ଯାତାୟାତ କରୁଛି । ଗୋଟିଏ ଗଞ୍ଜାମ ଜିଲା ଭଞ୍ଜନଗରରୁ ଦାରିଙ୍ଗବାଡି ଓ ଅନ୍ୟଟି ବ୍ରହ୍ମପୁରରୁ ଦାରିଙ୍ଗବାଡି ଦେଇ ବାଲିଗୁଡା ଯାତାୟତ କରୁଛି । ମାତ୍ର ଏଥିପ୍ରତି ଯାତ୍ରୀମାନେ କେତେ ହଇରାଣ ଭୋଗୁଛନ୍ତି ତାର ତଦାରଖ ସଠିକ ଭାବେ ହୋଇପାରୁ ନ ଥିବାରୁ ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳର ଯାତ୍ରୀମାନେ ସରକାରଙ୍କ ଏହି ବସ୍‌ ଗୁଡିକରୁ ସଠିକ ସୁବିଧା ପାଇପାରୁନାହାନ୍ତି ଓ ଘରୋଇ ବସ୍‌ରେ ଭଡା ଅଧିକା ଦେଇ ବାଧ୍ୟ ହୋଇ ଯାତ୍ରା କରୁଛନ୍ତି । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଙ୍କ ପକ୍ଷରୁ ପ୍ରବଳ ଦାବୀ ହେଉଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version