• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରିଡି ଅଞ୍ଚଳରେ ବିଧାୟକ ଙ୍କ ଦ୍ୱାରା 6ଗୋଟି ଧାନ ମଣ୍ଡି ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
January 23, 2025
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ବିରିଡି ଅଞ୍ଚଳରେ ବିଧାୟକ ଙ୍କ ଦ୍ୱାରା 6ଗୋଟି ଧାନ ମଣ୍ଡି ଉଦଘାଟିତ
Share on FacebookShare on TwitterWhatsapp

୨୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଜଗତସିଂହପୁର :-  ତିର୍ତୋଲ ବିଧାୟକ ଡ଼ଃ ରମାକାନ୍ତ ଭୋଇଙ୍କ ଦ୍ୱାରା ବିରିଡି ଅଞ୍ଚଳରେ 6ଗୋଟି ଧାନ ମଣ୍ଡି ଉଦଘାଟିତ ହୋଇଛି l ତହସିଲଦାର ସଞ୍ଜୟ କୁମାର ବେହେରା ଙ୍କ ସହ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ, ସଭ୍ୟା ଦିପ୍ତିମୟୀ ରାୟ, ଜିଲ୍ଲା ବିଜେଡି ସଭାପତି ରବିନାରାୟଣ ଜେନା, ପ୍ରମୁଖ ଉପସ୍ଥିତ ଥିଲେ l ସେଥି ମଧ୍ୟରୁ ବୁଧବାର ଅଲାଣ୍ଡ ପ୍ରାଥମିକ କୃଷି ସମବାୟ ସମିତି ରେ ମୋଟ 608ଜଣ ଚାଷୀ ନାମ ପଞ୍ଜିକୃତ କରିଛନ୍ତି l

ଉଦ୍ଘାଟନ ବେଳେ ସଭାପତି ସୂର୍ଯ୍ୟକାନ୍ତ ମଲିକ, ସମ୍ପାଦକ କେଶବ ଚନ୍ଦ୍ର ପ୍ରଧାନ, ପବିତ୍ର ପଶାୟତ, ସରପଞ୍ଚ ପ୍ରଭାସିନୀ ପରିଜା, ବେବିନା ମଲିକ, ସନ୍ତୋଷ କୁମାର ସେଠୀ, ସମିତି ସଭ୍ୟା କଳ୍ପନା ପଶାୟତ, ଙ୍କ ସହ ସମବାୟ ସମିତିର ସମସ୍ତ ସଭ୍ୟ ଓ ଚାଷୀ ଉପସ୍ଥିତ ଥିଲେ l ସେହିପରି ଅଢଙ୍ଗ ଗଡ଼ କୃଷି ସମବାୟ ସମିତିରେ ମଙ୍ଗଳବାର ମଣ୍ଡି ଉଦଘାଟିତ ହୋଇଯାଇଛି l ସଭାପତି ପଦ୍ମଲାଭ ଭୋଇ, ସମ୍ପାଦକ ବିଜୟାନନ୍ଦ ବେହେରା, ତହସିଲଦାର ସଞ୍ଜୟ କୁମାର ବେହେରା, ଦେବୀପ୍ରସାଦ ତ୍ରିପାଠୀ,

ଲିଙ୍ଗରାଜ ମଲ୍ଲ, ପ୍ରଫୁଲ୍ଲ ଜେନାମଣୀ ପ୍ରମୁଖ ଚାଷୀ ଓ ସମବାୟ ସମିତିର ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ ଏଠାରେ ମୋଟ 633ଜଣ ଚାଷୀ ପଞ୍ଜିକରଣ କରିଛନ୍ତି l ସେହିପରି ବାଲିଆ ଗୋପୀନାଥ ପୁର ସମବାୟ ସମିତିରେ ଧାନ ମଣ୍ଡି ଉଦଘାଟିତ ହୋଇଛି l ଏଠାରେ 663ଜଣ ଚାଷୀ ପଞ୍ଜିକରଣ କରିଛନ୍ତି l ସଭାପତି ବିକ୍ରମ କୁମାର ସାହୁ, ସମ୍ପାଦକ ରମାକାନ୍ତ ମହାପାତ୍ର, ନୃସିଂହ କୁମାର ଦାଶ, ନେତ୍ରl ନନ୍ଦ ପାତ୍ର, ସରପଞ୍ଚ କାନ୍ହୁ ଚରଣ ବେହେରା,ସିସିସିବି ବିରିଡିଶାଖା ପରିଚାଳକ ଜନାର୍ଦନ ତ୍ରିପିଠି ଓ ଯୋଗାଣ ନିରୀକ୍ଷକ ସୁନୀଲ କୁମାର ସେଠୀ ଙ୍କ ସହ ସମିତିର ସଭ୍ୟ ମାନେ ଉପସ୍ଥିତ ଥିଲେ l ସେହିପରି ମଙ୍ଗୁଲି ପ୍ରାଥମିକ କୃଷି ସମବାୟ ସମିତିରେ ଧାନ ମଣ୍ଡି ଉଦଘାଟିତ ହୋଇଛି l

ସଭାପତି ରବୀନ୍ଦ୍ର କୁମାର ସାହୁ, ସମ୍ପାଦକ ବିଜୟ ପ୍ରଶନ ଦାସ, ଡ଼ିଅl ରସିଏସ ପ୍ରଭାତ ରଞ୍ଜନ ଶତପଥୀ, ଏରିଆ ଅଫିସର ସୁମନ ବେହେରା, ସରପଞ୍ଚ ନିରଞ୍ଜନ ସେଠୀ ଙ୍କ ସହ ବହୁଚାଷି ଉପସ୍ଥିତ ଥିଲେ l ସେହିପରି ଉତ୍ତରଶାସନ ସେବା ସମବାୟ ସମିତିରେ ଧାନମଣ୍ଡି ଉଦଘାଟିତ ହୋଇଛି ସଭାପତି ଅକ୍ଷୟ କୁମାର ବ୍ରହ୍ମl, ସମ୍ପାଦକ ବିରେଶ ପଣ୍ଡା ଙ୍କ ସହ ବହୁ ଚାଷୀ ଓ ସମିତି ସଭ୍ୟ ମାନେ ଉପସ୍ଥିତ ଥିଲେ l ସେହିପରି ପୁରଣ ପ୍ରାଥମିକ କୃଷି ସମବାୟ ସମିତିରେ ଧାନ ମଣ୍ଡି ଉଦଘାଟିତ ହୋଇଛି l

ଏଠାରେ 608ଚାଷୀ ପଞ୍ଜିକରଣ କରିଛନ୍ତି ସଭାପତି ନନ୍ଦ କିଶୋର ବସ୍ତିଆ ଙ୍କ ସହ ସମ୍ପାଦକ ପ୍ରଶାନ୍ତ କୁମାର ବେହେରା, ସରପଞ୍ଚ ଯୁଧିଷ୍ଠିର ବେହେରା ଙ୍କ ସହ ବହୁ ଚାଷୀ ଓ ସମିତିର ସଭ୍ୟ ମାନେ ଉପସ୍ଥିତ ଥିଲେ ହେଲେ ଏପର୍ଯ୍ୟନ୍ତ କୌଣସି ସମିତିକୁ ମିଲର କିମ୍ବା ଟାର୍ଗେଟ ଦିଆଯାଇ ନଥିବାରୁ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026
ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

ଗଜପତି ଜିଲ୍ଲା ରାୟଗଡ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଦ୍ୟୁତ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଘେରାଉ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version