• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅଡବା ପୋଲିସକୁ ବଡ ସଫଳତା

Proprietor Abhimanyu Maharana by Proprietor Abhimanyu Maharana
January 25, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଅଡବା ପୋଲିସକୁ ବଡ ସଫଳତା
Share on FacebookShare on TwitterWhatsapp

୨୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- କିଛିଦିନ ଧରି ଗଜପତି ଜିଲ୍ଲାରେ ଅପରେସନ ଗ୍ରୀନ କ୍ଲିନ ମାଧ୍ୟମରେ କୋଟି କୋଟି ତାଙ୍କର ଗଂଜେଇ ଗଛ ନଷ୍ଟ କରାଯାଉଥିବାବେଳେ, ଆଜି ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଅଂଚଳରେ ଏକ ଗଂଜେଇ ଚାଲାଣକୁ ଧରିବାରେ ସଫଳ ହୋଇଛି ଅଡବା ପୋଲିସ ,

ଗଜପତି ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦେଷକ୍ରମେ ଆଜି ଅପରାହ୍ନ ସମୟରେ ଅନ୍ତରବା ନାକା ପଇଣ୍ଟ ଠାରେ ପେଟ୍ରୋଲିଙ୍ଗ କରୁଥିବାବେଳେ OR20-3079 ନମ୍ବରର ଏକ ମହିନ୍ଦ୍ରା ମେକ୍ସପିକଅପରୁ 218 କେଜି ଗଂଜେଇ ଜବତ କରିଛି ପୋଲିସ,

ଗଂଜେଇକୁ ଜବତ କରିବା ସହ ଗାଡିକୁ ମଧ୍ୟ ଜବତ କରାଯାଇଛି ଏବଂ ଏନ ଡି ପି ସି act ମାଧ୍ୟମରେ କେସ ନମ୍ବର 07 ରେ ଅଭିଯୁକ୍ତ ଅଜୟ କରାଡକୁ ମଧ୍ୟ ଗିରଫ କରିଛି, ଏହି ଚୋରା ଚାଲାଣରେ କିଏ କିଙ୍ଗ ପିନ, କଉଠିକୁ ଯାଉଥିଲା , ଏନେଇ ଅଧିକ ତଦନ୍ତ ଚଲାଇଛି ଅଡବା ପୋଲିସ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version