• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଣ୍ଡରପୁର ଆମଣ ଫୁଟବଲ କପ ଟୁର୍ଣ୍ଣାମେଣ୍ଟ ଚମ୍ପିୟାନ ପ୍ରତାପନଗରୀ ରନର୍ସ

Proprietor Abhimanyu Maharana by Proprietor Abhimanyu Maharana
January 26, 2025
in ଓଡ଼ିଶା, କଟକ, ଖେଳ, ହୋମ୍
0
ଗଣ୍ଡରପୁର ଆମଣ ଫୁଟବଲ କପ ଟୁର୍ଣ୍ଣାମେଣ୍ଟ ଚମ୍ପିୟାନ ପ୍ରତାପନଗରୀ ରନର୍ସ
Share on FacebookShare on TwitterWhatsapp

୨୫ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଟକ :- କଟକ ସଦର ବ୍ଲକ ଆମଣ ପଞ୍ଚାୟତର ଆମଣ ଖେଳପଡିଆ ଠାରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଥିଲା ଉଦଯାପନ ଦିବସ । ଆମଣ ମା’ ଜୟଦୂର୍ଗା ପୋର୍ଟସ ଆଣ୍ଡ କଲଚରାଲ ଆସୋସିଏସନ ପକ୍ଷରୁ ଆୟୋଜିତ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଟିମ ଅଂଶ ଗ୍ରହଣ କରିଥିଲେ । ବିପ୍ର ଚରଣ ଭୋଳଙ୍କ ସଭାପତିତ୍ୱରେ ଆୟୋଜିତ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ,

କଟକ ଲୋକସଭା ସାଂସଦ ଭତ୍ତୃହରି ମହତାବ , ମୁଖ୍ୟବକ୍ତା ଭାବେ କଟକ ନଗର ବିଜେପି ଉପ ସଭାପତି ସ୍ୱାଧୀନ ଚେତା ମହାନ୍ତି , ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ, ପ୍ରଭିତ କୁମାର ନନ୍ଦ , ଆମଣ ପଞ୍ଚାୟତର ପୂର୍ବତନ ସରପଞ୍ଚ ପୁନାନନ୍ଦ ଭୋଇ, ବାବାଜୀ ଚରଣ ଭୋଳ ,ପୂର୍ବତନ ସମିତି ସଭ୍ୟ ରସାନନ୍ଦ ଭୋଳ । ଆମଣ ଖେଳ ପଡିଆକୁ ମିନି ଷ୍ଟାଡିୟମ କରିବା ଏବଂ ଆମ୍ବେଦକର ମିନି ପାର୍କର କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ପାଇଁ ପୂର୍ବତନ ସରପଞ୍ଚ ପୂନାନନ୍ଦ ଭୋଇ ମୁଖ୍ୟ ଅତିଥି ସାଂସଦ ଶ୍ରୀ ମହତାବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ମୁଖ୍ୟ ଅତିଥି ସାଂସଦ ଭତ୍ତୃହରି ମହାତାବ ଉପସ୍ଥିତ ଗ୍ରାମବାସୀ ଏବଂ କ୍ରୀଡାବିତ୍ ମାନଙ୍କୁ ମିନି ଷ୍ଟାଡିୟମ କରଯିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହି ଉଦଯାପନି ଉତ୍ସବରେ ଅନୁଷ୍ଠାନର ସଭାପତି ନିରଞ୍ଜନ ବେହେରା, ସଂପାଦକ ଲକ୍ଷ୍ମୀଧର ଭୋଳ , କାଳନ୍ଦି ଭୋଇ, ଦୟାନିଧି ବେହେରା,ବୁଲବୁଲ ଭୋଇ ପ୍ରମୁଖ ଯୋଗଦେଇ ଦୀର୍ଘ ବର୍ଷ ଧରି ହୋଇ ଆସୁଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ସଂପର୍କରେ ସୂଚନା ଦେଇଥିଲେ । ଉଦଯାନି ଉତ୍ସବର ଫାଇନାଲ ଖେଳ ଗଣ୍ଡରପୁର ଭର୍ସେସ ପ୍ରତାପନଗରୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।

ଉଭୟ ଖେଳାଳୀ ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାରିକୁ ଗୋଲ ଦେଇ ନପାରିବାରୁ ଟ୍ରାଇବେକର ପଦ୍ଧତିରେ ମ୍ୟାଚ ଶେଷ କରାଯାଇଥିଲା । ଟ୍ରାଇବେକର ଗୋଲ ଜରିଆରେ ଭୁବନେଶ୍ୱର ର ଗଣ୍ଡରପୁର ଚଳିତ ବର୍ଷ ଆମଣ ଜୟଦୂର୍ଗା ପୋର୍ଟସ ଆଣ୍ଡ କଲଚ୍ୟୁରାଲ ଫୁଟବଲ ଟ୍ରଫି ଚମ୍ପିୟାନ ହୋଇଥିଲା ବେଳେ କଟକ ପ୍ରତାପନଗରୀ ଟିମ ରନର୍ସ ହୋଇଥିଲା ।

ଉଭୟ ଟିମକୁ ଅତିଥି ମାନେ ନଗଦ ଅର୍ଥ ସହ ଚମ୍ପିୟାନ ଟ୍ରଫି ଏବଂ ରନର୍ସ ଟ୍ରଫି ପ୍ରଦାନ କରିଥିଲେ । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ଦେଖିବି ପାଇଁ ଆଖପାଖ ଅଞ୍ଚଳର ପ୍ରବଳ ଲୋକଙ୍କ ଭିଡ଼ ଲାଗିଥିଲା । ଟୁର୍ଣ୍ଣାମେଣ୍ଟକୁ ପରିଚାଳନା କରିବାରେ ଆମଣ ଜୟଦୂର୍ଗା ପୋର୍ଟସ ଆଣ୍ଡ କଲଚୁରାଲ ଆସୋସିଏସନର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version