• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଲଗାଣ ବର୍ଷାକୁ ଖାତିର ନକରି ଅତଲାପୁର ଗ୍ରାମପଞ୍ଚାୟତ ଲୋକଙ୍କ ର ଦୁଃଖ ବୁଝିଲେ ; ବିଧାୟିକା ସୁନନ୍ଦା ଦାସ

Proprietor Abhimanyu Maharana by Proprietor Abhimanyu Maharana
August 25, 2020
in Uncategorized, ଓଡ଼ିଶା, ହୋମ୍
0
ଲଗାଣ ବର୍ଷାକୁ ଖାତିର ନକରି ଅତଲାପୁର ଗ୍ରାମପଞ୍ଚାୟତ ଲୋକଙ୍କ ର ଦୁଃଖ ବୁଝିଲେ ;  ବିଧାୟିକା ସୁନନ୍ଦା ଦାସ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୨୫ ଅଗଷ୍ଟ ମଙ୍ଗଳବାର ) ବରୀ :– ଲଗାଣ ବର୍ଷା କୁ ଖାତିର ନକରି ଆଜି ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ନିଜ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ଜାରିରଖି ପହଞ୍ଚିଥିଲେ ଅତଲାପୁର ଗ୍ରାମ ପଞ୍ଚାୟତ ର ୩,୫,୬,୭,୮ ୱାର୍ଡ ମଧ୍ୟରେ ଥିବା ମୁସଲମାନ ସାହି ରେ । ସାଥିରେ ଥିଲେ ପୂର୍ତ୍ତ ଓ ଗୃହ ବିଭାଗ ର ଯନ୍ତ୍ରୀ ଶ୍ରୀଯୁକ୍ତ ରାଜକିଶୋର ସାହୁ ଓ ଅଲେଖ ଚନ୍ଦ୍ର ବେହେରା, ବରୀ ବିଜୁ ଜନତା ଦଳର ଆବାହକ ଦେବେନ୍ଦ୍ର ଦାସ,ସରପଞ୍ଚ ପ୍ରଫୁଲ୍ଲ କୁମାର ସାହୁ ।

ଉକ୍ତ ସାହିରେ ଯିବା ଆସିବା ପାଇଁ ରାସ୍ତା ଥିଲେ ମଧ୍ୟ ବର୍ଷା ଜଳ ନିଷ୍କାସନ ର ସୁବ୍ୟବସ୍ଥା ଅଭାବରୁ, ରାସ୍ତା ଉପରେ ପାଣି ଜମି ରହି ଗମନାଗମନ ବାଧାପ୍ରାପ୍ତ ହେବା ସହ ପରିବେଶ ଉପରେ ଵିଶେଷ ପ୍ରଭାଵ ପକାଉଅଛି । ପରିଦର୍ଶନ ସମୟରେ ଏହାର ସ୍ଥାୟୀ ସମାଧାନ ପାଇଁ ଜନସାଧାରଣ ଙ୍କ ର ଦୀର୍ଘ ଦିନ ର ଦାବି କୁ ଗ୍ରହଣ କରି ବିଧାୟିକା ଶ୍ରୀମତୀ ଦାସ ବିଭାଗୀୟ ଅଧିକାରୀ ଙ୍କ ସହ କଥା ହୋଇ ଯଥାଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । (ରିପୋର୍ଟ ସ୍ଵୟଂ ପ୍ରକାଶ ଦାସ୍ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version