୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ ଜିଲ୍ଲା :-> ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ନୟାଗଡ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳିନୀ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ ଯୋଗ ଦେଇ ନୟାଗଡ ଜିଲ୍ଲାରେ ସମୁଦାୟ ୯୫୯ ଜଣ ଆଶା ୬୪ଟି ସ୍ଥିରିକୃତ କାର୍ଯ୍ୟରେ ନିୟୋଜିତ ହୋଇ କିପରି ନିଜ ଜୀବନକୁ ବିପନ୍ନକରି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି, ସେ ସମ୍ପର୍କରେ ବିଶଦ ବିବରଣୀ ପ୍ରଦାନ କରିଥିଲେ ।







© 2023 Odisha Taza News.