• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଡ଼ବା ଏବଂ ଚନ୍ଦ୍ରଗିରି କୁ ନୂତନ ବ୍ଲକ ଗଠନ ନିମନ୍ତେ ଅଞ୍ଚଳବାସୀ ଙ୍କ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
January 31, 2025
in ଓଡ଼ିଶା, ଗଜପତି, ହୋମ୍
0
ଅଡ଼ବା ଏବଂ ଚନ୍ଦ୍ରଗିରି କୁ ନୂତନ ବ୍ଲକ ଗଠନ ନିମନ୍ତେ ଅଞ୍ଚଳବାସୀ ଙ୍କ ଦାବୀ
Share on FacebookShare on TwitterWhatsapp

୩୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି  :- ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ ଅଡ଼ବା ହାଟପଦା ଠାରେ ଅଡ଼ବାକୁ ନୂତନ ବ୍ଲକ ଗଠନ କରାଯିବାକୁ ନେଇ ଆଞ୍ଚଳିକ ବିକାଶ ପରିଷଦ ଦାବି କରିଛି । ପରିଷଦର ସଭାପତି ପ୍ରକାଶ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଅଡ଼ବା ଜୋନର ୧୫ଟି ପଞ୍ଚାୟତକୁ ନେଇ ନୂତନ ବ୍ଲକ ଗଠନ କରିବାକୁ ଦାବି କରିଛନ୍ତି ଜନପ୍ରତିନିଧି ଓ ଅଞ୍ଚଳବାସୀ । ସରକାର ବଦଳିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରାଜ୍ୟରେ ନୂତନ ପଞ୍ଚାୟତ ସମିତି ଗଠନ କରିବା ପାଇଁ ସୂଚନା ଦେଇଥିଲେ  l ଏହି ପରିପେକ୍ଷୀରେ ରାଜ୍ୟର ବହୁ ପଞ୍ଚାୟତ ବାସିନ୍ଦା ଏବଂ ରାଜନୀତି ଚଳଚଞ୍ଚଳ ହୋଇପଡିଛି l

ବିଜେଡ଼ି ସରକାରଙ୍କ ଶାସନ କାଳ ମଧ୍ୟରେ ଦୁଇଥର ଅଞ୍ଚଳବାସୀ ରାଜସ୍ୱ ମନ୍ତ୍ରୀ ଓ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଲିଖିତ ଭାବେ ନୂତନ ଭାବେ ମୋହନା ବ୍ଲକକୁ ଭାଗ କରି ଅନ୍ୟ ଦୁଇଟି ବ୍ଲକ ଗଠନ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ ମଧ୍ୟ କିଛି କାର୍ଯ୍ୟକାରୀ ହୋଇନଥିଲା । ଏବେ ନୂତନ ବ୍ଲକ ଗଠନ ଦାବି ଯୋର ଧରିଛି । ଅଡ଼ବା ଜୋନର ୧୫ଟି ପଞ୍ଚାୟତର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ବ ଜନସାଧାରଣ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ବ୍ୟବସାୟ ନିମନ୍ତେ ଅଡ଼ବା ଉପରେ ନିର୍ଭର କରନ୍ତି L ଏଠାରେ ବ୍ଲକ ପ୍ରତିଷ୍ଠା ହେଲେ ଏହି ସବୁ ପଞ୍ଚାୟତ ଗୁଡିକ ନୂତନ ବ୍ଳକ ଠାରୁ ୩୦ ରୁ ୪୦ କିମି ଦୂରତ୍ବରେ ରହି ସରକାରଙ୍କ ସମସ୍ତ ସୁବିଧା ସୁଯୋଗ ପାଇପାରିବେ ।

ଏଣୁ ଏହି ଦାବି ଗୁଡ଼ିକୁ ଉପସ୍ଥାପନ କରିବା ପାଇଁ ଅଡ଼ବା ଜୋନର ୧୫ଟି ପଞ୍ଚାୟତର ନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ,ସଭ୍ୟା , ପୂର୍ବତନ ଜନପ୍ରତିନିଧି ଓ ବୁଦ୍ଧିଜିବୀ ମାନଙ୍କ ଉପସ୍ଥିତିରେ ବ୍ଲକ ଗଠନ ନିମନ୍ତେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରାଯାଇଥିଲା । ଏ ସଂପର୍କରେ ଶୀଘ୍ର ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ଦେବା ପାଇଁ ସ୍ଥିର କରାଯାଇଛି । ରାଜ୍ୟ ସରକାର ଅଞ୍ଚଳବାସୀଙ୍କ ଦାବିକୁ ସମାଧାନ ନିଶ୍ଚୟ କରିବେ ବୋଲି ଆଶା ରଖିଥିବା କହିଛନ୍ତି ଅଞ୍ଚଳବାସୀ ଓ ବୁଦ୍ଧିଜୀବୀ । ଯଦି ସରକାର ଏହାକୁ ମାନ୍ୟତା ପ୍ରଦାନ ନ କରନ୍ତି ତେବେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି କହିଛନ୍ତି ଜନପ୍ରତିନିଧି ଓ ଅଞ୍ଚଳବାସୀ । ଏହା ସଙ୍ଗେ ମୋହନା ବ୍ଲକ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ବ୍ଲକ ହୋଇଥିବା ସଙ୍ଗେ ମୋହନା ବ୍ଲକ ବର୍ତ୍ତମାନ ୩୯ ଟି ଗ୍ରାମ ପଞ୍ଚାୟତ କୁ ନେଇ ଗଠିତ । ତେଣୁ ମୋହନା ବ୍ଲକ ର ଚନ୍ଦ୍ରଗିରି ଅଞ୍ଚଳ ର ୧୧ ଟି ଗ୍ରାମ ପଞ୍ଚାୟତ କୁ ନେଇ ଆଉ ଏକ ବ୍ଲକ ଗଠନ ନିମନ୍ତେ ଚନ୍ଦ୍ରଗିରି ଅଞ୍ଚଳ ବାସୀ ରାଜ୍ୟ ସରକାରଙ୍କ ପାଖରେ ଦାବୀ ରଖିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version