• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷ ସ୍ଥଳେ ପହଂଚି ପାରିବ’ : ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୭ତମ ବାର୍ଷିକୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
January 31, 2025
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ନିଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷ ସ୍ଥଳେ ପହଂଚି ପାରିବ’ : ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୭ତମ ବାର୍ଷିକୋତ୍ସବ
Share on FacebookShare on TwitterWhatsapp

୩୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  କୋରାଇ :-  ନିଜ ନିଜର ନିର୍ଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷ ସ୍ଥଳେ ପହଂଚି ପାରିବ । ସେଥିପାଇଁ ସମୟାନୁ ବର୍ତିତା ଓ କର୍ତ୍ତବ୍ୟ ପରାୟଣତା ହେବା ଉଚିତ ବୋଲି ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୭ତମ ବର୍ଷିକ ଉତ୍ସବରେ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଅନୁଷ୍ଠିତ ଏହି ସଭାରେ +୨ ମହାବିଦ୍ୟାଳୟର ଅଧ୍ୟକ୍ଷା ଲଳିତା ସାହୁ ସଭାପତିତ୍ବ କରିଥିଲା ବେଳେ ମୁଖ୍ୟଅତିଥିଭାବେ କୋରାଇ ବିଧାୟକ ଆକାଶ ଦାସନାୟକ ଯୋଗଦେଇ ଏହି ମଣିଷ ତିଆରି କାରଖାନା ସ୍ବରୂପ ମହାବିଦ୍ୟାଳୟର ଉତ୍ତମ ପରିବେଶ ପ୍ରତି ବର୍ଷ ସୁନାଗରିକ ସୃଷ୍ଟିକରିବାରେ ସହାୟକ ହେଉଛି ।

ଏମିତିକି ଛାତ୍ରୀମାନେ ଉତ୍ତମ ନାଗରିକ ଭାବେ ସୃଷ୍ଟି ହୋଇ ରାଜ୍ୟଠାରୁ ଦେଶଯାଏ ସୁନାମ ଅର୍ଜନକରିଥିବାରୁ ମହାବିଦ୍ୟାଳୟ ସେମାନଙ୍କ ପାଇଁ ଗର୍ବିତ । ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡ. ସୁରେନ୍ଦ୍ରନାଥ ବେହେରା ଯୋଗଦେଇ ବଡମଣିଷ ହେବାପାଇ ସ୍ଵପ୍ନ ଏମିତି ଦେଖ, ଯେଉଁ ସ୍ଵପ୍ନ ତୁମକୁ ସୁଆଇ ଦେବନାହିଁ ବୋଲି ପିଲାମାନଙ୍କୁ ବକ୍ତବ୍ୟ ପ୍ରସଙ୍ଗରେ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥିଭାବେ ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ ଓ ରାଜସ୍ୱ କମିଶନର ଯାଜପୁରର ଅକ୍ଷୟ କୁମାର ମଲ୍ଲିକ ଯୋଗଦେଇ ଛାତ୍ରୀମାନେ ନିଜର ନିଷ୍ଠା ଓ ଅଧ୍ୟାବସୟ ବଳରେ ଶୀର୍ଷ ସ୍ଥାନରେ ପହଞ୍ଚି ପାରିବେ, ସେଥିପାଇଁ କୌଣସି ଅଭାବ ଅନଟନ ପ୍ରତିବନ୍ଧକ ହେବ ନାହିଁ ବୋଲି ପରାମର୍ଶ ଦେଇଥିଲେ ।

ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନା ବାର୍ଷିକ ବିବରଣୀ ପାଠ କରିଥିଲେ । ସାଂସ୍କୃତିକ ବିଭାଗର ଉପସଭାପତି ଅଧ୍ୟାପକ ଗୋବର୍ଦ୍ଧନ ନାୟକ ସ୍ବାଗତ ଭାଷଣ ଦେଇଥିଲା ବେଳେ ଅନ୍ୟତମ ଉପସଭାପତି ଅଧ୍ୟାପିକା ଡକ୍ଟର ହିରଣ୍ମୟୀ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଚଳିତବର୍ଷର +୩ର ମୁଖପତ୍ର ‘ଅପରାଜିତା’ ଓ +୨ର ‘କ୍ୟାଲେଣ୍ଡର’କୁ ସଂପାଦିକା ସୁମିତ୍ରା ରାଉତ, ସଂପାଦକ ଜ୍ୟୋତିପ୍ରକାଶ ରାଉତ, ସାଂସ୍କୃତିକ ବିଭାଗର ଉପସଭାପତି ଅରୁଣ କୁମାର ମିଶ୍ର ଓ ପଦ୍ମଭୁଷଣ ରାଉତରାୟଙ୍କ ସଂଚାଳନାରେ ଅତିଥିଙ୍କ ଦ୍ବାରା ଉନ୍ମୋଚନ କରାଯାଇଥିଲା।

ଏହି ଅବସରରେ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପିକା ଡଃ ହିରଣ୍ମୟୀ ମିଶ୍ର, ଡଃ ଯାଜ୍ଞେଶ୍ବରୀ ପଲେଇ, ଡଃ ମମତା ମୟୀ ଦାଶ ପିଏଚଡି ଲାଭକରିଥିବାରୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ବେଳେ ଚଳିତବର୍ଷ ଡିଗ୍ରୀ(ସ୍ନାତକ)ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ମେଧାବିନୀ ଛାତ୍ରୀ ସୁପ୍ରଭା ସାହୁ, +୨ କଳା ଗୀତାଞ୍ଜଳି ସାହୁ, ବିଜ୍ଞାନ ସୁଭସ୍ମିତା ସ୍ବାଇଁ ଓ ଧନ୍ଦାମୂଳକରେ ପ୍ରତୀକ୍ଷା ସାହୁଙ୍କୁ ମାନପତ୍ର ଓ ଉପଢୌକନ ଦିଆଯାଇ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ଅଧ୍ୟାପିକା ରୋଜାଲିନ ଦାସ,ଅନିମା ପ୍ରଧାନ,ଆୟେସା ପରିଡା ପରିଚାଳନା କରିଥିଲେ ।

ପ୍ରଥମ ଅଧିବେଶନର ଶେଷରେ ଅଧ୍ୟାପିକା ତାରିଣୀ ତନୟା ସର ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ନରେ ଦ୍ବିତୀୟ ଅଧିବେଶନ ସାଂସ୍କୃତିକ କାର୍ଯ୍ୟକ୍ରମ ଅଧ୍ୟାପକ ଅରୁଣକୁମାର ମିଶ୍ର, ପ୍ରଶାନ୍ତ କୁମାର ରାଉତ, ମଳୟ କୁମାର ମଲ୍ଲିକ, ହୃଷିକେଶ ତ୍ରିପାଠୀ, ଅଧ୍ୟାପିକା ଲିପ୍ସା ମିଶ୍ରଙ୍କ ତତ୍ବାବଧନାରେ ସାଂସ୍କୃତକ କାର୍ଯ୍ୟକ୍ରମ ଛାତ୍ରୀଙ୍କ ଦ୍ବାରା ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ଅଧ୍ୟାପିକା ସସ୍ମିତା ଆଚାର୍ଯ୍ୟ, ଦୀପ୍ତିମୟୀ ରାଉତ, ରୋଜାଲିନ ମହାନ୍ତି, ଝୁନୁମଣୀ ଜେନା, ରାଜଲକ୍ଷ୍ମୀ ଦାସ, ସୁଚିସ୍ମିତା ବେହେରା, ଦେବଜାନୀ ଦାସ, ଅଧ୍ୟାପକ ଚିତରଞ୍ଜନ ବଳ, ସନ୍ତୋଷକୁମାର ଜେନା, ସରୋଜ କୁମାର ଜେନା, ସୁରେନ୍ଦ୍ର କୁମାର ମଲ୍ଲିକ,

ସ୍ମୃତିଶ୍ରୀ ବେହେରା, ପାୟେଲ ପ୍ରଧାନ, ବବିତା ନାୟକ, କ୍ରୀଡା ଶୀକ୍ଷକ ଅଶୋକ କୁମାର ଦାସ ପ୍ରମୁଖ ସମସ୍ତ ଅଧ୍ୟାପକ/ଅଧ୍ୟାପିକାଙ୍କ ସମେତ ଗ୍ରନ୍ଥାଗାରିକ ଚିତ୍ତରଞ୍ଜନ ମଲିକ, କଲ୍ୟାଣୀ ପରିଡା, ପ୍ରଦୀପକୁମାର ପରିଡା, କ୍ଷୀରୋଦ ରାଉତ, ପ୍ରଶାନ୍ତକୁମାର ପଲେଇ, ବସନ୍ତ କୁମାର ସେଠୀ, ଦୁର୍ଗାବତୀ ସ୍ବାଇଁ, ଶିବପ୍ରସାଦ ଦାସ, ବିନାୟକ ପାଢୀ, ଅଶୋକକୁମାର ଭଞ୍ଜ, ସୁକାନ୍ନ୍ତି ଦାସ, ସତ୍ୟଭାମା ସ୍ବାଇଁ, ପ୍ରଶାନ୍ତକୁମାର ଦାସ, ପବିତ୍ର ଜେନା, ବିଚିତ୍ର ଦଳେଇ, କବିତାକଲ୍ଲୋଳିନୀ ସିହ୍ନା, ଅଚ୍ୟୁତ ମଲିକ, ରମେଶ ସ୍ବାଇଁ, ଜୟପ୍ରକାଶ ଦାସ, ପ୍ରଦୀପ ଦାସ ପ୍ରମୁଖ କର୍ମଚାରୀ ଓ ଛାତ୍ରୀ(ସଚ୍ଛାସେବୀ)ପ୍ରତିନିଧିମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗିତା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version