• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ଓଡିଶା ତାଜା ନ୍ୟୁଜର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
February 1, 2025
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ପୁରୀରେ ଓଡିଶା ତାଜା ନ୍ୟୁଜର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୩୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :-> ଡିଜିଟାଲ ମିଡିଆରେ ଚହଳ ସୃଷ୍ଟି କରିଥିବା ଭୁବନେଶ୍ବର ରୁ ପ୍ରକାଶିତ ଓଡିଶା ତାଜା ନ୍ୟୁଜ୍ ର ବାର୍ଷିକ ଉତ୍ସବ ଓ ବନ୍ଧୁମିଳନ ପାଇଁ ଏକ ପ୍ରସ୍ତୁତି ବୈଠକ ପୁରୀ ଚକ୍ରତୀର୍ଥ ରୋଡ ସ୍ଥିତ ୟୁଥ ହଷ୍ଟେଲ ଠାରେ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି ବୈଠକରେ ଅବିଭକ୍ତ ପୁରୀଜିଲ୍ଲାର ପ୍ରମୁଖ ସାମ୍ବାଦିକ ମାନେ ଯୋଗ ଦେଇଥିଲେ ।

ଏହି ବୈଠକରେ ଆଗକୁ ହେବାକୁ ଥିବା ଉତ୍ସବ କିପରି ସୁରୁଖୁରୁରେ ଅନୁଷ୍ଠିତ ହେବ ସେ ସଂପର୍କରେ ଆଲୋଚନା ହୋଇଥିଲା । ଆଗାମୀ ଉତ୍ସବରେ ୩୦ ଟି ଜିଲ୍ଲାରୁ ଆସିବାକୁ ଥିବା ସାମ୍ବାଦିକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ କରାଯିବ । ଖୁବ ଶୀଘ୍ର ଭୁବନେଶ୍ବର ଠାରେ ଏହି ଉତ୍ସବ ଅନୁଷ୍ଠିତ ହେବ । ଓଡିଶା ତାଜା ନ୍ୟୁଜ୍ କୁ କିପରି ଲୋକପ୍ରିୟ କରାଯିବ, ବିଜ୍ଞାପନ ସଂଗ୍ରହ ଏବଂ ସଠିକ, ସତ୍ଯ, ନିର୍ଭୀକ ଓ ନିରପେକ୍ଷ ସମ୍ବାଦ ପରିବେଷଣ ଉପରେ ଆଲୋଚିତ ହୋଇଥିଲା ।

ଏହି ବୈଠକରେ ଓଡିଶା ତାଜା ନ୍ୟୁଜର ସମ୍ପାଦକ ଅଭିମନ୍ୟୁ ମହାରଣା, ଅତିରିକ୍ତ ସମ୍ପାଦକ ସୋନାଲି ମହାରଣା, ସାମ୍ୱାଦିକ ଇଫତେଖାର ଅଲ୍ଲୀ, ବିଜୟ କୁମାର ମିଶ୍ର, ତ୍ରିଲୋଚନ ସ୍ବାଇଁ, ବିନୋଦ କୁମାର ଭୋଇ,ନୟାଗଡ ରୁ ସାମ୍ବାଦିକ ରାମକୃଷ୍ଣ ରଥ ଏହି ବୈଠକ ରେ ଭିଡିଓ କନଫରେନସ ଜରିଆ ରେ ପ୍ରମୁଖ ଯୋଗ ଦେଇ ପ୍ରସ୍ତୁତି ବୈଠକର କୋର କମିଟି ଗଠନ କରିଥିଲେ ।

ଆଗାମୀ ଦିନରେ ଓଡିଶା ତାଜା ଖବର ଓଡିଶାରେ ଚହଳ ସୃଷ୍ଟି କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି । ସୁଧାଂଶୁ ଶେଖର କର ଓ ରବିନାରାୟଣ ଜେନା ବୈଠକରେ ସହଯୋଗ କରିଥିଲେ । ଶେଷରେ ସମସ୍ତେ ମହାପ୍ରଭୁଙ୍କ ମହାପ୍ରସାଦ ସେବନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version