• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ

Proprietor Abhimanyu Maharana by Proprietor Abhimanyu Maharana
February 1, 2025
in ଅପରାଧ, ଓଡ଼ିଶା, କଳାହାଣ୍ଡି, ହୋମ୍
0
କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ
Share on FacebookShare on TwitterWhatsapp

01 ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି ଜିଲ୍ଲା :->  କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ 8 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ 3 କୋଟି 51ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତ ମାନେ ହେଲେ, ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ,ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ@ ଆଲିମ୍,ଅନୁଜ କୁମାର।

ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ସଂଘଟିତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ 8 ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ। ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଅଭିଯୁକ୍ତମାନେ JH10AP4817 ନମ୍ବର ବିଶିଷ୍ଟ ବୋଲେରୋ ଯୋଗେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା।

ପୋଲିସ ତଦନ୍ତ ବେଳେ ସ୍ଥାନୀୟ ପୁଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଂଗେ ସଙ୍ଗେ ଗିରଫ କରିଥିଲା। ଅନ୍ୟ ଅଭିଯୁକ୍ତ ମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଥିଲା। ବର୍ତ୍ତମାନ ସୁଦ୍ଧା ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।mରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଏବଂ ସଫଳତା ନିମନ୍ତେ କଳାହାଣ୍ଡି ଏସପି ଏବଂ ତାଙ୍କ ଟିମକୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version