୩୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ଡମପଡ଼ା ବ୍ଲକ ଅନ୍ତର୍ଗତ ତୁଳସୀପୁର ଗ୍ରାମର ପ୍ରକୃତିବନ୍ଧୁ ସଂଗଠନର ଆବାହକ ପ୍ରକୃତିବନ୍ଧୁ ପ୍ରସନ୍ନ କୁମାର ସାହୁଙ୍କ ଓ ବଜାର କମିଟି ସଭାପତି ପ୍ରତାପ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଗ୍ରାମ ବଜାରକୁ ସଫା କରିବା ସହିତ ଅଳିଆ ଆବର୍ଜନାକୁ ଗାତଖୋଳି ପୋତି ଦେଇଥିଲେ ।















