• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ବର ଉପକଣ୍ଠ ଜମିର BENCHMARK ବଢ଼ାଯାଉ

Proprietor Abhimanyu Maharana by Proprietor Abhimanyu Maharana
February 2, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଭୁବନେଶ୍ବର ଉପକଣ୍ଠ ଜମିର BENCHMARK ବଢ଼ାଯାଉ
Share on FacebookShare on TwitterWhatsapp

0୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ୨୦୨୦/୨୦୩୦ ପରିକଳ୍ପନା (Twenty thirty vision) ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନଥିବା ସତ୍ତ୍ୱେ ନୂତନ ସରକାରଙ୍କର ଭିଡ଼ ଜମାଇବା ଲାଗି Ring Road ନକ୍ସା ପ୍ରସ୍ତୁତ କରୁଛନ୍ତି । ଏହା ନିଶ୍ଚିତ ଭାବେ ଆମପାଇଁ ଖୁସୀ ଖବର । କିନ୍ତୁ ଭୁବନେଶ୍ଵର ହେଉଛି ମନ୍ଦିରମାଳିନୀର ସହର ଏହି ନୂତନ ରାସ୍ତା ନକ୍ସାରେ ଉକ୍ତ ମନ୍ଦିରମାନଙ୍କୁ ପ୍ରାଧାନ୍ୟ ଦିଆଯିବା ଉଚିତ ଯେଉଁ ଅଞ୍ଚଳ ଗୁଡ଼ିକୁ ଏହି ରାସ୍ତା ସହିତ ଯୋଡ଼ିଲା ବେନକୁ ଭକ୍ତ ଅଞ୍ଚଳର ଅଧୁଷ୍ଠିତ ପୂରାତନ କୀର୍ତି ରାଜି ହଜିନଯାଉ ବୋଲି ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ବିକାଶ ମଞ୍ଚର ଅଧକ୍ଷା ରଶ୍ମି ମହାପାତ୍ର କହିଛନ୍ତି ।

ସେ କହିଥିଲେ ଯେ କଳ୍ପନା ଛକରୁ ଶିଶୁଭବନ ପର୍ଯ୍ୟନ୍ତ ରାସ୍ତରେ ରାମେଶ୍ଵର, ଲକ୍ଷ୍ମଣଶ୍ଵର, ଆଦି ମନ୍ଦିର ରହିଛି। ସେହିପରି ଡ଼ମଣା, ବାରିମୁଣ୍ଡ ଆଦି ଅଞ୍ଚଳରେ ଲକ୍ଷେଶ୍ଵର ମହାଦେବ, ଚନ୍ଦ୍ରଶେଖରେଶ୍ଵର ଆଦି ମନ୍ଦିରକୁ ଅଧିକ ଦୃଷ୍ଟି ଗୋଚର ହେବା ନେଇ ଗୁରୁତ୍ବ ଦିଆଯିବା ଉଚିତ।ଜମି ଅଧିଗ୍ରହଣରେ ଯେଉଁ ବ୍ୟକ୍ତି ବିଶେଷମାନେ ତାଙ୍କର ଜମି ହରାଇବେ ସେମାନଙ୍କୁ Bench Mark ର ୩ ଗୁଣରୁ ୫ ଗୁଣ କ୍ଷତିପୂରଣ ଅର୍ଥ ପୈଠ ହେବା ନେଇ ସରକାର ଚିନ୍ତା କରନ୍ତୁ କାରଣ, ଧଉଳି ଅଞ୍ଚଳ, ରଘୁନାଥପୁର ଜଳି ତମାଣ୍ଡୋ, ବକେଇଶିଆଣୀ, ଦୟାୱେଷ୍ଟ ଜେନାଲ ଦେଇ ଯାଇଥିବା ମୌଜାଗୁଡ଼ିକର Bench Mark ତୁଳନାରେ ବଜାର ଦର ବହୁ ଅଧ‌ିକ ।

ତାହାଦ୍ୱାରା ସରକାର ମଧ୍ୟ ରାଜସ୍ୱ ହରାଉଛନ୍ତି ଏବଂ ଚାଷୀ ବିଚରା ତାର ଉପଯୁକ୍ତ ପ୍ରାପ୍ୟ ପାଇପାରିବେ ନାହିଁ । ଏଥିଲାଗି ଆବଶ୍ୟକୀୟ ଅଭିଜ୍ଞ ଇଂଜିନିୟର, ସର୍ଭେୟର ଆରଟିଟେକ୍ଟଙ୍କ ପରାମର୍ଶଦାତା ଭାବେ ସରକାର ନିସୁଲି ଦିଅନ୍ତୁ । ଓଡ଼ିଶାର ବହୁ ଅଭିଞ୍ଜ ବ୍ୟକ୍ତି ଅଛନ୍ତି ସେମାନଙ୍କୁ ଅଗ୍ରାଧୂକାର ଦିଆଯାଇ ଯଦିଓ ଦେଶ, ବିଦେଶ ଆମେ ନୂଆ କୌଶଳକାରୀଙ୍କୁ ନିଯୁକ୍ତି ଦେବା ତା ସହିତ ଉକ୍ତ ଅଞ୍ଚଳ ସହିତ ଓତପ୍ରତ ଭାବେ ଜଡ଼ିତ ବ୍ୟକ୍ତିଙ୍କୁ ସାମିଲ କରାଯାଉ ବୋଲି ଶ୍ରୀମତୀ ମହାପାତ୍ର କହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

August 14, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

August 14, 2026
ବିଜୁଳି ଶାସନ ଗଲାଣି ହୁଗୁଳି : ଲାଇଟହାଉସ ଷ୍ଟର୍ଲିଙ୍ଗ ରାସ୍ତାରେ ଦିନରେ ଖୁଣ୍ଟରେ ଜଳୁଛି ବିଜୁଳି

ବିଜୁଳି ଶାସନ ଗଲାଣି ହୁଗୁଳି : ଲାଇଟହାଉସ ଷ୍ଟର୍ଲିଙ୍ଗ ରାସ୍ତାରେ ଦିନରେ ଖୁଣ୍ଟରେ ଜଳୁଛି ବିଜୁଳି

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

ସ୍ୱାଧୀନତା ଦିବସ ଅବସରରେ ବିଏସଏଫ୍ ପକ୍ଷରୁ ‘ବନ୍ଦେ ମାତରମ୍’ ବାଇକ୍ ରାଲି

August 14, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version