• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାଳବିହାରପୁର ହାଇସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟଣା ସଂପର୍କରେ ଗ୍ରାମବାସୀଙ୍କ ସହ ବାଙ୍କୀ ପ୍ରଶାସନର ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
February 3, 2025
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ମାଳବିହାରପୁର ହାଇସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟଣା ସଂପର୍କରେ ଗ୍ରାମବାସୀଙ୍କ ସହ ବାଙ୍କୀ ପ୍ରଶାସନର ଆଲୋଚନା
Share on FacebookShare on TwitterWhatsapp

୦୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀ ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗ୍ରାମବାସୀ , ସ୍ଥାନୀୟ ସରପଂଚ, ଗାଁର ମୁରବୀ ଓ ମୃତ ଛାତ୍ରର ଶୋକସନ୍ତପ୍ତ ପରିବାରଙ୍କ ଉପସ୍ଥିତିରେ ମାଳିବିହାରପୁର ଠାରେ ସ୍କୁଲ ଛାତ୍ର ମୃତ୍ୟୁ ପାଇଁ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗ୍ରାମବାସୀମାନେ ବାଙ୍କୀ ଉପଜିଲ୍ଲାପାଳଙ୍କୁ ଦେଇଥିବା ଦାବିପତ୍ର ସଂପର୍କରେ ଆଜି ଆଲୋଚନା ହୋଇଥିଲା । ମାଳିବହାରପୁର ଉଚ୍ଚବିଦ୍ୟାଳୟରେ ଦୀର୍ଘ ୧୫ବର୍ଷରୁ ଅଧିକ ଦିନ କାର୍ଯ୍ୟରତ ଶିକ୍ଷକମାନଙ୍କ ବଦଳି ଦାବୀକୁ ଗ୍ରହଣ କରାଯାଇଥିବା ବେଳେ ଦୁର୍ଘଟଣାରେ ଆହତ ଛାତ୍ରଛାତ୍ରୀଙ୍କ ଚିକିତ୍ସାର ଖର୍ଚ୍ଚ ସରକାର ବହନ କରିବା ପାଇଁ ଗ୍ରାମବାସୀମାନେ ନିବେଦନ କରିଥିଲେ । ଏହା ସହିତ ମୃତ ଛାତ୍ରର ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଆଜିର ବୈଠକରେ ବିଚାର କରାଯାଇଥିଲା ।

ଦୁର୍ଘଟଣାରେ ଆହତ ଛାତ୍ରଛାତ୍ରୀଙ୍କୁ ଅଭିଭାବକମାନେ ଚିକିତ୍ସା ପାଇଁ ନେବା ଆଣିବା କରିବାକୁ ଆର୍ଥିକ ସମ୍ବଳର ଅଭାବକୁ ନଜର ରଖି ଆଞ୍ଚଳ ପରିବହନ ଅଧିକାରୀ କଟକଙ୍କୁ ଅନୁରୋଧ କରାଯିବା ସହ ବସ୍ ଆସୋସିଏସନ୍ ସହିତ ଆଲୋଚନା କରି ଆହତ ଛାତ୍ରଛାତ୍ରୀଙ୍କ ପରିବାରବର୍ଗଙ୍କୁ ବସ୍ ପାସ୍ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଗୋଚର କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଗ୍ରାମବାସୀଙ୍କ ସମସ୍ତ ଦାବୀକୁ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ବିଦ୍ୟାଳୟ ଖୋଲାଯିବା ପାଇଁ ସହମତି ପ୍ରକାଶ ପାଇଥିଲା । ଆଜିର ଏହି ବୈଠକରେ ବାଙ୍କୀ ଥାନା ଆଇ.ଆଇ.ସି ଦିଲ୍ଲୀପ କୁମାର ମର୍ଦ୍ଦରାଜ ଭୂୟାଁ, ବାଙ୍କୀ ମଣ୍ଡଳ ଶିକ୍ଷାଧିକାରୀ ସନ୍ତୋଷ କୁମାର ସେଠୀ, ଅତିରିକ୍ତ ତହସିଲଦାର ସ୍ୱର୍ଣ୍ଣମ ପ୍ରିୟଦର୍ଶିନୀଙ୍କ ସମେତ ୭୦ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version