• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଂଗ୍ରେସ ବିରୁଦ୍ଧରେ ବିଜେପିର ରଣ ହୁଙ୍କାର : ସୋନିଆ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ

Proprietor Abhimanyu Maharana by Proprietor Abhimanyu Maharana
February 5, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
କଂଗ୍ରେସ ବିରୁଦ୍ଧରେ ବିଜେପିର ରଣ ହୁଙ୍କାର : ସୋନିଆ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ
Share on FacebookShare on TwitterWhatsapp

୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :- ବଜେଟ୍ ଅଧିବେଶନ ସମୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧି ଓ ରାହୁଲ ଗାନ୍ଧୀଙ୍କ ଅପମାନ ଜନକ ମନ୍ତବ୍ୟକୁ ଘୋର ବିରୋଧ କରି ଦେଶବ୍ୟାପୀ ପ୍ରତିବାଦ କରୁଛି ବିଜେପି । ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ବରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ବାଲିଗୁଡ଼ା ଗାନ୍ଧୀ ଛକଠାରେ ବିଜେପି ପକ୍ଷରୁ ପ୍ରତିବାଦ ସଭା କରିବା ସହ ସୋନିଆ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଚେଷ୍ଟାରେ ଓଡ଼ିଶା ମାଟିର ଜଣେ ଆଦିବାସୀ ମହିଳା ଭାରତର ରାଷ୍ଟ୍ରପତି ହୋଇଛନ୍ତି, ଏଥିପାଇଁ ଓଡ଼ିଶାବାସୀ ଗର୍ବିତ । କିନ୍ତୁ ସଂସଦରେ ୨୦୨୫-୨୬ ପାଇଁ ବଜେଟ୍ ଅଧିବେଶନ ସମୟରେ କଂଗ୍ରେସର ନେତ୍ରୀ ସୋନିଆ ଗାନ୍ଧି ଓ ରାହୁଲ ଗାନ୍ଧୀ ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ଯେଉଁଭଳି ଅପମାନ ଜନକ ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେପି ଘୋର ନିନ୍ଦା କରୁଛି ।

ଏହାକୁ କେବେହେଲେ ବରଦାସ୍ତ କରାଯିବ ନାହିଁ । ସୋନିଆ ଓ ରାହୁଲ ମହାମହିମ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିବା ସହ ଦେଶବାସୀଙ୍କ ନିକଟରେ କ୍ଷମାପ୍ରାର୍ଥନା କରନ୍ତୁ ବୋଲି କହିଛନ୍ତି କନ୍ଧମାଳ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ । ଏହି ପ୍ରତିବାଦ ସଭାରେ ନଗର ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ ସଭା ପରିଚାଳନା କରିଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସଙ୍କ ସମେତ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକ୍ ବାଲିଗୁଡ଼ା, କ.ନୁଆଗାଁ, ତୁମୁଡ଼ିବନ୍ଧ ଓ କୋଟଗଡ଼ ବ୍ଲକର ସମସ୍ତ ନେତୃବୃନ୍ଦଙ୍କ ସହ ଶତାଧିକ ସକ୍ରିୟ କର୍ମୀ ସାମିଲ୍ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version