• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତତ୍ୱ ଟେକ୍ନୋଲୋଜିସ ପକ୍ଷରୁ ଏହାର ୨୩ତମ ପ୍ରତିଷ୍ଠା ଦିବସ ଅବସରରେ ଏଆଇ-ଫାଷ୍ଟ ଓମନିଏଜେଂଟର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
February 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ତତ୍ୱ ଟେକ୍ନୋଲୋଜିସ ପକ୍ଷରୁ ଏହାର ୨୩ତମ ପ୍ରତିଷ୍ଠା ଦିବସ ଅବସରରେ ଏଆଇ-ଫାଷ୍ଟ ଓମନିଏଜେଂଟର ଶୁଭାରମ୍ଭ
Share on FacebookShare on TwitterWhatsapp

୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଆଇଟି ଓ ଆଇଟିଇଏସ ସଲ୍ୟୁଶନ୍ସ କ୍ଷେତ୍ରରେ ଏକ ଗ୍ଲୋବାଲ ଲିଡର, ତତ୍ୱ ଟେକ୍ନୋଲୋଜି ଭୁବନେଶ୍ୱରସ୍ଥିତ ଏହାର କର୍ପୋରେଟ ମୁଖ୍ୟାଳୟରେ ଏକ ବିଶାଳ ସମାରୋହରେ ନିଜର ୨୩ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଦେଶବ୍ୟାପୀ କମ୍ପାନୀର ସମସ୍ତ ଡେଲିଭରି ସେଂଟରଗୁଡିକରେ ଏହି ସେଲିବ୍ରେଶନ ଡିଜିଟାଲ ମାଧ୍ୟମରେ ପାଳନ ହୋଇଥିଲା ଯେଉଁଥିରେ ୩୦୦୦ରୁ ଅଧିକ କର୍ମଚାରୀ ଓ ସହଯୋଗୀ ଯୋଗ ଦେଇଥିଲେ । କମ୍ପାନୀର ଏଆଇ ଗ୍ରୁପ ତତ୍ୱଓରେସନ.ଏଆଇ ଅଧିନରେ ଏହାର ଅତ୍ୟାଧୁନିକ କନଭରସେଶନାଲ ଏଆଇ ପ୍ରଡକ୍ଟ- ଏଆଇ ଫାଷ୍ଟ ଓମନିଏଜେଂଟର ଶୁଭାରମ୍ଭ ଏହି ସେଲିବ୍ରେଶନର ମୁଖ୍ୟ ଆକର୍ଷଣ ଥିଲା । ଏଆଇ ଫାଷ୍ଟ ଓମନିଏଜେଂଟ ହେଉଛି ଭାରତର ପ୍ରଥମ ବହୁଭାଷୀୟ, ମାନବ-ସଦୃଶ ଏଆଇ ଏଜେଂଟ ଯାହା ପ୍ରସଙ୍ଗ-ସଚେତନ, ଭାବନା-ପରିଚାଳିତ ଯୋଗାଯୋଗ ପ୍ରଦାନ କରିବାରେ ସକ୍ଷମ । ଏହାକୁ ହାସ୍ୟ, ବ୍ୟଙ୍ଗ ଓ ସମାନୁଭୂତି ଭଳି ମାନବିକ ଗୁଣ ସହିତ କଷ୍ଟମାଇଜ କରାଯାଇପାରିବ, ଯାହା ଏହାକୁ ବିଶ୍ୱବ୍ୟାପୀ ଏଆଇ-ପରିଚାଳିତ ଗ୍ରାହକ ନିୟୋଜନରେ ଏକ ଗେମ୍‌-ଚେଞ୍ଜରରେ ପରିଣତ କରେ ।

ଏହି ଅବସରରେ ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରର ଏକ ଅଗ୍ରଣୀ ନାମ, ଜ୍ଞାନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ବିଗତ କିଛି ଦଶନ୍ଧି ମଧ୍ୟରେ ତତ୍ୱର ପ୍ରଗତି ଦେଖି ମୁଁ ଆଶ୍ଚର୍ଯ୍ୟ । ଦ୍ରୁତ ଗତିରେ ବଦଳୁଥିବା ଜ୍ଞାନକୌଶଳକୁ ଗ୍ରହଣ କରିବା ଏବଂ ସେହି ଅନୁଯାୟୀ ନିଜକୁ ଉପଯୋଗୀ କରିବା ପାଇଁ ସେମାନଙ୍କର ଆଗ୍ରହ ସେମାନଙ୍କୁ ଦୌଡ଼ରେ ଆଗରେ ରଖିଛି ବୋଲି ଶ୍ରୀ ଦାଶ ମତ ବ୍ୟକ୍ତ କରିଥିଲେ । ଏହି ଶୁଭାରମ୍ଭ ଅବସରରେ ତତ୍ୱ ଟେକ୍ନୋଲୋଜିସ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅୟସକାନ୍ତ ମହାନ୍ତି କହିଛନ୍ତି, “ଏହି ସଲ୍ୟୁଶନ ବ୍ୟବସାୟଗୁଡିକୁ ଚମତ୍କାର ଗ୍ରାହକ ଅନୁଭୂତି ପ୍ରଦାନ କରିବା ପାଇଁ ସଶକ୍ତ କରୁଛି ଯାହା ଉଭୟ ମନୁଷ୍ୟ-କେନ୍ଦ୍ରିତ ଓ ଦକ୍ଷ ଅଟେ । ଏଆଇ-ଫାଷ୍ଟ ଓମ୍‌ନି ଏଜେଂଟ ଡିଜିଟାଲ ରୂପାନ୍ତରଣର ଭବିଷ୍ୟତ ଦିଗରେ ଏକ ପଦକ୍ଷେପ ।”

ସମାନ ଭାବନା ବ୍ୟକ୍ତ କରି ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ତପେନ୍ଦ୍ର ଏନ ସେନାପତି ୨୦୨୫ ଓ ଆଗାମୀ ସମୟରେ ଏଆଇ ଉଦ୍ଭାବନ ଉପରେ କମ୍ପାନୀର ନିରନ୍ତର ଧ୍ୟାନକୁ ଗୁରୁତ୍ୱ ଦେଇଥିଲେ । ସେ କହିଛନ୍ତି, “ଉଦ୍ଭାବନ ଆମର ଡିଏନଏରେ ରହିଛି । ଏଆଇ ଫାଷ୍ଟ ଓମ୍‌ନିଏଜେଂଟ ସହ ବିଶ୍ୱବ୍ୟାପୀ ବ୍ୟବସାୟଗୁଡିକ ଏପରି ଗ୍ରାହକ ଅଧିଗ୍ରହଣ, ସେବା ଓ ସମ୍ମାନ ହାସଲ କରିବାକୁ ସକ୍ଷମ ହେବେ, ଯାହା ପୂର୍ବରୁ କେବେ କଳ୍ପନା କରାଯାଇ ନଥିଲା ।” ଗୁରୁଗ୍ରାମର ତାଜ ସିଟି ସେଂଟରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏଆଇ ଫାଷ୍ଟ ଓମନିଏଜେଂଟ ଉତ୍ସାହଜନକ ପ୍ରତିକ୍ରିୟା ହାସଲ କରିଥିଲା, ଯେଉଁଠାରେ ଇଣ୍ଡିଆ ଆଇଏନ୍‌ସି.ର ଟପ୍ ସିଇଓ, ସିଏକ୍ସଓ ଓ ସିଆଇଓମାନେ ଏହାର ସହଜ, ବ୍ୟକ୍ତିଗତ ଓ ଉଚ୍ଚ ଦକ୍ଷତାସମ୍ପନ୍ନ ଗ୍ରାହକ ଅନୁଭୂତି ପ୍ରଦାନ କରିବାର କ୍ଷମତାକୁ ପ୍ରଶଂସା କରିଥିଲେ ।

ବୈଷୟିକ ଅଗ୍ରଗତି ବ୍ୟତୀତ ତତ୍ୱ ଟେକ୍ନୋଲୋଜିସ୍ ନିଯୁକ୍ତି, ଦକ୍ଷତା ବିକାଶ ଓ ସ୍ଥାୟିତ୍ୱ ପ୍ରୟାସଗୁଡିକ ମାଧ୍ୟମରେ ନିରନ୍ତର ଭାବେ ସକାରାତ୍ମକ ସାମାଜିକ ପ୍ରଭାବ ସୃଷ୍ଟି କରିବା ଜାରି ରଖିଛି । ଏହାର ୭୫% କର୍ମଚାରୀ ଗ୍ରାମାଂଚଳ ଭାରତର ଅଟନ୍ତି, ଯେଉଁମାନେ ସେମାନଙ୍କ ପରିବାର ପାଇଁ ପ୍ରାଥମିକ ଆୟକାରୀ ଅଟନ୍ତି । କମ୍ପାନୀର ୬୫% କର୍ମଚାରୀ ମହିଳା ଅଟନ୍ତି ଏବଂ ସେମାନଙ୍କ ମଧ୍ୟରୁ ୭୨%ଙ୍କ ପାଇଁ ଏହା ପ୍ରଥମ ଚାକିରି । ଗତ ୨୩ ବର୍ଷ ମଧ୍ୟରେ ମୋଟ ୮୨,୨୯୨ ଜଣ ଡିଜିଟାଲ ରୂପେ ଦକ୍ଷ ପେସାଦାର ବ୍ୟକ୍ତି ଆଇଟି/ଆଇଟିଇଏସରେ ପ୍ରଶିକ୍ଷିତ ଅଟନ୍ତି ।

ଏହା ବାର୍ଷିକ ୯୬ ଡିଜିଟାଲ ସ୍କିଲ ଟ୍ରେନିଂ ପ୍ରୋଗ୍ରାମ ପ୍ରଦାନ କରୁଛି ଯାହା ତତ୍କାଳ ଆନ୍ତର୍ଜାତୀୟ ସେବା ବିତରଣ ସୁନିଶ୍ଚିତ କରିଥାଏ । ସ୍ଥାୟିତ୍ୱ ପ୍ରତି ପ୍ରତିବଦ୍ଧତା ସହ କମ୍ପାନୀ ୫୦୦୦ରୁ ଅଧିକ ବୃକ୍ଷରୋପଣ, ୧୨୦୦୦ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ଯାଂଚ ଓ ୭୫୦୦ ବ୍ୟକ୍ତିଙ୍କ ଆଖିର ସ୍କ୍ରିନିଂ ପରିଚାଳନା କରିଛି । ଏଆଇ ଫାଷ୍ଟ ଓମ୍‌ନିଏଜେଂଟକୁ ପ୍ରାକୃତିକ, ମାନବ ଭଳି ବାର୍ତାଳାପ ସହିତ ଗ୍ରାହକଙ୍କ ଯୋଗଦାନକୁ ବୃଦ୍ଧି କରିବା, ପ୍ରଶ୍ନର ସମାଧାନ ଓ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ଭଳି ରୁଟିନ କାର୍ଯ୍ୟଗଡିକୁ ସ୍ୱୟଂଚାଳିତ କରିବା , ବିଷୟ ସଚେତନତା ସହ ଜଟିଳ ସମସ୍ୟାଗୁଡିକର ସମାଧାନ କରିବା ଏବଂ ସମାନୁଭୂତିଶୀଳ ସହଯୋଗ ପ୍ରଦାନ କରିବା ପାଇଁ ପରିକଳ୍ପନା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

August 14, 2026
ବିଜୁଳି ଶାସନ ଗଲାଣି ହୁଗୁଳି : ଲାଇଟହାଉସ ଷ୍ଟର୍ଲିଙ୍ଗ ରାସ୍ତାରେ ଦିନରେ ଖୁଣ୍ଟରେ ଜଳୁଛି ବିଜୁଳି

ବିଜୁଳି ଶାସନ ଗଲାଣି ହୁଗୁଳି : ଲାଇଟହାଉସ ଷ୍ଟର୍ଲିଙ୍ଗ ରାସ୍ତାରେ ଦିନରେ ଖୁଣ୍ଟରେ ଜଳୁଛି ବିଜୁଳି

August 14, 2026
ପୁରୀ ଜିଲ୍ଲାର ୮୨ଟି ଶିକ୍ଷାନୁଷ୍ଠାନରେ ସାଇବର ସଚେତନତା କାର୍ଯ୍ୟକ୍ରମ

ପୁରୀ ଜିଲ୍ଲାର ୮୨ଟି ଶିକ୍ଷାନୁଷ୍ଠାନରେ ସାଇବର ସଚେତନତା କାର୍ଯ୍ୟକ୍ରମ

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

ପାଞ୍ଚଗଡ଼ ବିଜେପି ମଣ୍ଡଳ ପକ୍ଷରୁ ତ୍ରୀରଙ୍ଗା ପଦଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version