• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ ପଡିଆ ଠାରେ : ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଅଛି

Proprietor Abhimanyu Maharana by Proprietor Abhimanyu Maharana
February 6, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ ପଡିଆ ଠାରେ : ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଅଛି
Share on FacebookShare on TwitterWhatsapp

୦୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ ପଡିଆ ଠାରେ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟ ରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଅଛି । ଏହି ମେଳା କୁ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିଲେ । ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ, ପୋଲିସ ଟ୍ରେନିଂ ସ୍କୁଲ ର ଅଧ୍ୟକ୍ଷ ଶ୍ରୀ ଭବେଶ୍ ନାୟକ,

ସରକାରୀ ପଲିଟେକନିକ୍ ଓ ଆଇଟିଆଇ ନୟାଗଡ଼ ର ଅଧ୍ୟକ୍ଷ ତଥା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ଦୁର୍ଗା ଚରଣ ଦାସ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ର ସୁପରିଚାଳନା କରିଥିଲେ । ଉକ୍ତ ନିଯୁକ୍ତି ମେଳାରେ ମୋଟ ୧୬ ଜଣ ନିଯୁକ୍ତିଦାତା, ୮ ଜଣ ପି ଆଇ ଏ ଙ୍କ ସହିତ ବିଶ୍ଵ ଦକ୍ଷତା କେନ୍ଦ୍ର,

ଭାରତୀୟ ସ୍ତଳସେନା ଓ ଭାରତୀୟ ବାୟୁସେନା ର ଅଧିକାରୀ ମାନେ ଉପସ୍ଥିତ ରହି ପିଲା ମାନଙ୍କୁ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇଥିଲେ । ଏହି ନିଯୁକ୍ତି ମେଳାରେ ସର୍ବମୋଟ ୯୫୭ ଜଣ ଯୁବକ ଓ ଯୁବତୀ ନାମ ପଞ୍ଜିକରଣ କରିଥିଲେ । ତନ୍ମଧ୍ୟରୁ ୪୧୮ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ନିମନ୍ତେ ମନୋନୀତ କରାଯାଇଥିଲା ଓ ୨୪୫ ଜଣଙ୍କୁ ନିଯୁକ୍ତି ଭିତ୍ତିକ ତାଲିମ ନିମନ୍ତେ ଚୟନ କରାଯାଇଥିଲା ।

ବିଭିନ୍ନ ନିଯୁକ୍ତିଦାତାଙ୍କ ଦ୍ଵାରା ମଞ୍ଚ ଉପରେ ୨୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା । ସ୍ତଳସେନା ଓ ବାୟୁସେନା ର ଅଧିକାରୀ ମାନଙ୍କ ଉପସ୍ଥିତି ଯୁବପିଢିଙ୍କ ମଧ୍ୟରେ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026
ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version