• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କ ପାବୁରିଆ ଓ ରାଇକିଆ ଗ୍ରସ୍ତ

Proprietor Abhimanyu Maharana by Proprietor Abhimanyu Maharana
February 8, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କ ପାବୁରିଆ ଓ ରାଇକିଆ ଗ୍ରସ୍ତ
Share on FacebookShare on TwitterWhatsapp

୦୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ  :– ଟିକାବାଲି ଓ ରାଇକିଆ ବ୍ଲକ ର ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ଵାତୀ ଓ ଜିଲ୍ଲା କୃଷି ବିଭାଗ ର ମିଳିତ ସହଯୋଗରେ ଚାଲିଥିବା ବିଭିନ୍ନ ଯୋଜନା ଯଥା ଶ୍ରୀ ଅନ୍ନ ଅଭିଯାନ ଓ ରାଇକିଆ ବ୍ଲକ ର ସମନ୍ଵିତ କୃଷି ଅନ୍ତର୍ଗତ ବ୍ୟକ୍ତିଗତ ଓ ସାମୁହିକ ପ୍ରକଳ୍ପ ଗୁଡିକୁ ଆଜି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ତୁଷାରକାନ୍ତି ତୁଙ୍ଗ ବୁଲି ଦେଖିଛନ୍ତି । ପ୍ରଥମେ ଅନୁଷ୍ଠାନ ର ପାବୁରିଆ ସ୍ଥିତ ଅଫିସ ଠାରେ ମାଣ୍ଡିଆ ସଫା ଓ ଗ୍ରେଡିଂ ଯନ୍ତ୍ର କୁ ଉଦ୍ଘାଟନ କରିବା ପରେ ମାଲେରୀମାହା ଗ୍ରାମର ରିନା ନାୟକ ଙ୍କ ଖରାଦିନିଆ ମାଣ୍ଡିଆ ରୋପଣ କ୍ଷେତ୍ର ପରିଦର୍ଶନ କରିଥିଲେ ।

ତାଙ୍କ ସହିତ ଆସିଥିବା ଜିଲ୍ଲା ସଂଯୋଜିକା ସବିତା ସୁବୁଦ୍ଧି ଓ ୱ୍ୟାଇପି ପୁରୁଷୋତ୍ତମ ମହାନ୍ତି ବ୍ୟକ୍ତିଗତ ଭାବେ ଚାଷି ଙ୍କୁ ଖରାଦିନିଆ ମାଣ୍ଡିଆ ର ଚାଷ ପ୍ରଣାଳୀ ଓ ରୋଗ ,ପୋକ ନିୟନ୍ତ୍ରଣ ବିଷୟରେ ବୁଝାଇଥିଲେ । ତତ୍ସହୀତ ଷ୍କିମ ଅଫିସର ହେମନ୍ତ କୁମାର ଦାସ ଓ ଟିକାବାଲି ବ୍ଲକ କୃଷି ଅଧିକାରୀ ସନ୍ତୋଷ କୁମାର ଦଳବେହେରା ଚାଶଜମିକୁ ବୁଲି ଦେଖିବାସହ ଜଳ ସିଂଚନ ବିଷୟରେ ସୂଚନା ଦେଇଥିଲେ। ଏଥିସହ ରାଇକିଆ ଗ୍ରସ୍ତ କରି ସମନ୍ଵିତ କୃଷି ପ୍ରକଳ୍ପ ର ବିଭିନ୍ନ କ୍ଷେତ୍ର ପରିଦର୍ଶନ ସ୍ବରୂପ ସୁଗଡବାଡି,

ଡିବାରିଗାଁ ଓ କାମ୍ବେରିକିଆ ଅଞ୍ଚଳ ର ଛେଳି ଓ କୁକୁଡ଼ା ଫାର୍ମ ପରିଦର୍ଶନ କରିବା ସହିତ ଉନ୍ନତ କୃଷି ର ଟ୍ରେଲିସ୍ ପ୍ରଣାଳୀ କୁ ସମୀକ୍ଷା କରି ଚାଷୀ ମାନଙ୍କୁ ଉପଦେଶ ଦେଇଥିଲେ । ରାଇକିଆ ବ୍ଲକ କୃଷି ଅଧିକାରୀ ଶଚିନ୍ଦ୍ର କୁମାର ସେଠୀ ଓ ଅତିରିକ୍ତ କୃଷି ଅଧିକାରୀ ସୁଦୀପ୍ତ ପ୍ରଧାନ ପ୍ରକଳ୍ପ ଗୁଡିକୁ ବୁଲି ଦେଖିବା ସହିତ ଚାଷ ର ପ୍ରଣାଳୀ ବିଷୟରେ ଚାଷୀ ମାନଙ୍କୁ ବୁଝାଇଥିଲେ । ଅନୁଷ୍ଠାନ ତରଫରୁ ସ୍ଵଧର୍ମ ରାଉତ , କୁଶ ସାନସେଠ ଓ ବିଶ୍ଵରଞ୍ଜନ ଦଳବେହେରା ଙ୍କ ସହିତ ଉଦ୍ୟୋଗୀ କୃଷି ଉତ୍ପାଦନ ସଂଗଠନ ର ମୁଖ୍ୟ ପରିଚାଳନା ଅଧିକାରୀ ସୁସ୍ମିତା ଜେନା ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version