• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 11, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
‘ଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ
Share on FacebookShare on TwitterWhatsapp

 ୧୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ‘ଯୁଗଶ୍ରୀ ଯୁଗନାରୀ’ ର ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ ଓଡ଼ିଶା ସରକାରଙ୍କ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପତ୍ରିକାର ସଂପାଦିକା ମମତା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଯାଇଛି । ‘ଯୁଗଶ୍ରୀ ଯୁଗନାରୀ’ ସହ- ସଂପାଦିକା ଡ. ପ୍ରଭାବତୀ ପଣ୍ଡା ଅତିିଥି ପରିିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ସାରସ୍ୱତ ସମାରୋହରେ ମୁଖ୍ୟଅତିଥି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର ବାଚସ୍ପତି, ଓଡ଼ିଶା ବିଧାନ ସଭା, ସାରସ୍ୱତ ସାଧନା ବୟସକୁ ଅପେକ୍ଷା କରେନା – ଉପେକ୍ଷା କରେ, ଜୀବନର ଲମ୍ବା ରାସ୍ତାରେ ଚଳଚଞ୍ଚଳ ସାହିତ୍ୟିକ ଓ ଅଭିଜ୍ଞତାପୂର୍ଣ୍ଣ ସର୍ଜ୍ଜନାକୁ ପ୍ରଣାମ କରିବା ଉଚିତ୍ ଓ ସାହିତ୍ୟ ସାଧକଙ୍କୁ ଉତ୍ସାହିତ କରିବା ସମାଜର ଧର୍ମମଧ୍ୟ ହେବା ଉଚିତ୍‌ ବୋଲି କହିଥିଲେ ।

ବିଶିଷ୍ଟ ଅତିଥି କଥାକାର ପ୍ରଫେସର ଶାନ୍ତନୁ କୁମାର ଆଚାର୍ଯ୍ୟ, ବିଶିଷ୍ଟ ଲେଖାକୁ ଅସ୍ୱୀକାର କରିହେବନାହିଁ ବୋଲି କହିଥିଲେ  । ମୁଖ୍ୟବକ୍ତା ପ୍ରଫେସର ଡ. ପ୍ରସନ୍ନ ସ୍ୱାଇଁ କୁଳପତି, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ, ଯୁଗଶ୍ରୀ ଯୁଗନାରୀ ଏକ ପତ୍ରିକା ନୁହେଁ ଏକ ଆନ୍ଦୋଳନ – ସଂସ୍କୃତି, ଶିକ୍ଷା ସମାଜ କ୍ଷେତ୍ରରେ କହିଥିବା ବେଳେ ସମ୍ମାନିତ ଅତିଥି ପ୍ରଫେସର ଡ. ସଂଗୀତା ରଥ, ବିଶିଷ୍ଟ ଶିକ୍ଷାବିତ୍ ଓ ସୁସାହିତ୍ୟିକା ମତବ୍ୟକ୍ତ କରିଥିଲେ ପୁରୁଷ ପ୍ରଧାନ ଦେଶରେ ନାରୀ ବି କମ୍ ନୁହେଁ ତାହାର ସୃଜନଶୀଳତା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିର୍କ ଫେବୃଆରୀ-୨୦୨୫ ସଂଖ୍ୟାର ଶୁଭ ଉନ୍ମୋଚନ ହୋଇଥିଲା ା

ଏହି ସାରସ୍ୱତ ସମାରୋହରେ ୨୦୨୫ ମସିହା ପାଇଁ ଯୁଗଶ୍ରୀ ଯୁଗନାରୀ ସାରସ୍ୱତ ସମ୍ମାନ ଶ୍ରୀମତୀ ଝରଣା ପଟ୍ଟନାୟକ, ବିଶିଷ୍ଟ ସାହିତ୍ୟିକା, ଯୁଗଶ୍ରୀ ଯୁଗନାରୀ ସମାଜସେବା ସମ୍ମାନ, ଡ. ବିଜୟା ମିଶ୍ର, ବିଶିଷ୍ଟ ଶିକ୍ଷାବିତ୍ ଓ ସମାଜସେବୀ, ଯୁଗଶ୍ରୀ ଯୁଗନାରୀ ପରିବେଶ ସୁରକ୍ଷା ସମ୍ମାନ ଶ୍ରୀଯୁକ୍ତ କିରିଟ ଗାନ୍ଧି, ନିର୍ଦ୍ଦେଶକ,ଏସ.କେ.ଏସ ରିସୋରସେସ୍ ଏଲଏଲପି,ମୁମ୍ବାଇ, ଯୁଗଶ୍ରୀ ଯୁଗନାରୀ ଶ୍ରେଷ୍ଠ ବିତରକ ସମ୍ମାନ, ଶ୍ରୀଯୁକ୍ତ ବାବୁଲା ବେହେରା ମା’ ନାରାୟଣୀ ବୁକ୍ ଷ୍ଟୋର, ଭୁବନେଶ୍ୱର ସମ୍ବର୍ଦ୍ଧିତ ହୋଇଥିଲେ  । ମମତା ମହାପାତ୍ର ଓ ବିଜୟିନୀ ସିଂଦେଓଙ୍କ ସଂପାଦିତ ପୁସ୍ତକ ‘ସୁବର୍ଣ୍ଣ ସେତୁ’, ଡ. ପ୍ରଭାତୀ ମିଶ୍ରଙ୍କ ସମ୍ପାଦିତ ପୁସ୍ତକ ‘ସ୍ୱନାମଧନ୍ୟ ବାପା’, ଡାକ୍ତର ଅନୀତା ପଣ୍ଡାଙ୍କ ଉପନ୍ୟାସ ‘ଦସ୍ତାବିଜ୍‌’, ଶ୍ରୀମତୀ ଗୀତାଞ୍ଜଳି ପଟ୍ଟନାୟକଙ୍କ ଅନୁବାଦ ପୁସ୍ତକ ‘ଅଦ୍‌ଭୁତ ଜାଣିବା କଥା’, ମେଜର ଡ. ସୁମିତ୍ରା ମିଶ୍ରଙ୍କ ପ୍ରବନ୍ଧ ପୁସ୍ତକ ‘ବିଂଶ ଶତାବ୍ଦୀର ବିକ୍ଷୁବ୍ଧ ବିଶ୍ୱ’ ଉନ୍ମୋଚିତ ହୋଇଥିଲା ।

ସୁଶ୍ରୀ ଗୀତାଞ୍ଜଳି ସିଂହ ମଂଚ ଆହ୍ୱାନ କରିଥିବା ବେଳେ ସହିଦନଗର ସ୍ଥିତ ଆର୍ଯ୍ୟ ସମାଜର ସମ୍ପାଦକ ବୀରେନ୍ଦ୍ର କର ବେଦପାଠ କରିଥିଲେ । ସୁଶ୍ରୀ ଦୀପ୍ତି ଦାସ ସଂଯୋଜନା କରିଥିଲା ବେଳେ ଡକ୍ଟର ମିନାକ୍ଷୀ ପଣ୍ଡା, ଡ. ଗାୟତ୍ରୀ କର, ଆରାଧନା ମିଶ୍ର, ମୀରା ବେଉରା ସଭା ପରିଚାଳନାରେ ସହାୟତା କରିଥିଲେ । ଶେଷରେ ଗାଳ୍ପିକ ଚିତ୍ତରଂଜନ ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ ା ଏହି ସଭାରେ ସର୍ବଶ୍ରୀ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକ, ପ୍ରଫେସର ସଙ୍ଘମିତ୍ରା ମିଶ୍ର, ବନଜ ଦେବୀ, ପୀତବାସ ରାଉତରାୟ, ସୁପ୍ରଭା ରାୟ, ପ୍ରଫେସର ଜୟକୃଷ୍ଣ ପାଣିଗ୍ରାହୀ, ଡ. ଲଲାଟେନ୍ଦୁ ମହାପାତ୍ର, ଆଶାଲତା ଦାସ, ଜୟନ୍ତୀ ରଥ, ମାନସୀ ପାତ୍ର, ଶୈଳରାଣୀ ମିଶ୍ର ଆଦି ବହୁ ସାରସ୍ୱତ ସାଧକ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version