• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାରବାଟି ଷ୍ଟାଡିୟମରେ ସେଲିବ୍ରିଟି କ୍ରିକେଟ୍ ଲିଗ୍ -୨୦୨୫

Proprietor Abhimanyu Maharana by Proprietor Abhimanyu Maharana
February 13, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ବାରବାଟି ଷ୍ଟାଡିୟମରେ ସେଲିବ୍ରିଟି କ୍ରିକେଟ୍ ଲିଗ୍ -୨୦୨୫
Share on FacebookShare on TwitterWhatsapp

x.  ସିସିଏଲ ଚଳିତ ସିଜନ – ୨୦୨୫ ପାଇଁ ବାରବାଟି ଷ୍ଟାଡ଼ିୟମ, ବେଙ୍ଗଲ ଟାଇଗର୍ସ ଦଳର ଘରୋଇ ପଡ଼ିଆ ହୋଇଛି

x.  ସିସିଏଲର ଦୁଇଟି ମ୍ୟାଚ ପ୍ରଥମଟି ପଞ୍ଜାବ ବନାମ ଭୋଜପୁରୀ ଏବଂ ଦ୍ୱିତୀୟ ମ୍ୟାଚ୍ ବେଙ୍ଗଲ ଟାଇଗର୍ସ ବନାମ ମୁମ୍ବାଇ ଖେଳାଯିବ

x. ମ୍ୟାଚ୍ ପାଇଁ ଟିକଟ ୧୧ ତାରିଖରୁ ଉପଲବ୍ଧ ହୋଇଛି, ୧୬ ତାରିଖରେ ମ୍ୟାଚ୍ ଖେଳାଯିବ

୧୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :- ବହୁ ପ୍ରତିକ୍ଷିତ ସେଲିବ୍ରିଟି କ୍ରିକେଟ୍ ଲିଗ୍ (ସିସିଏଲ୍‌) ୨୦୨୫ ଓଡ଼ିଶା ମାଟିକୁ ଆସିଛି । ଏହି କାର୍ଯ୍ୟକ୍ରମଟି ୨୦୨୫ ଫେବ୍ରୁଆରି ୧୬ରେ କଟକର ବାରବାଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଚଳିତ ୨୦୨୫ ସିଜନ ପାଇଁ ବେଙ୍ଗଲ ଟାଇଗର୍ସ ଦଳ ବାରବାଟି ଷ୍ଟାଡିୟମକୁ ନିଜ ଘରୋଇ ପଡ଼ିଆ ଭାବେ ଚୟନ କରିଛି । ୟୁଜେନିକ୍ସ ହେୟାର ସାଇନସେସ୍‌ର ଡ. ପ୍ରଦୀପ ସେଠି ଏବଂ ଡ. ଆରିକା ବଂଶଲଙ୍କ ସମର୍ଥନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବଲିଉଡ୍‌ର କିଛି ବଡ଼ ତାରକାଙ୍କୁ ଏକାଠି କରିବ ଯେଉଁଥିରେ କ୍ରିକେଟ୍‌, ମନୋରଞ୍ଜନ ଏବଂ ଗ୍ଲାମରର ଏକ ରୋମାଂଚକର ମିଶ୍ରଣ ସୃଷ୍ଟି ହେବ । ଅର୍ଜୁନ କପୁର, ସୋହେଲ ଖାନ, ସୋନୁ ସୁଦ, ମିକା ସିଂହ, ଆୟୁଷ୍ମାନ ଖୁରାନା, ରିତେଶ ଦେଶମୁଖ, ଜାନଭି କପୁର ଆଦି କଳାକାରମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।

ଏହି ରୋମାଂଚକର କ୍ରିକେଟ୍ ଖେଳରେ ବର୍ତମାନର ଚାମ୍ପିୟନ ବେଙ୍ଗଲ ଟାଇଗର୍ସ – ମୁମ୍ବାଇ ଦଳ ସହ ଖେଳିବ ଏବଂ ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ଓଡିଆ ସେଲିବ୍ରିଟି ଦଳ ଭାଗ ନେବ ଯାହା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଏବଂ ଅନୁଭବ ମହାନ୍ତିଙ୍କ ନେତୃତ୍ୱରେ ଗଠନ କରାଯାଇଛି । ସ୍ଥାନୀୟ ରଣଜୀ କ୍ରିକେଟର ଯେପରିକି ଜିତୁ ଶତପଥୀ ଏବଂ ପବନ ଅଗ୍ରୱାଲ ମଧ୍ୟ ଏଥିରେ ଅଂଶ ଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ ୟୁଜେନିକ୍ସ ହେୟାର ସାଇନସେସ୍‌ର ଡ. ପ୍ରଦୀପ ସେଠି ଏବଂ ଡ. ଆରିକା ବଂଶଲଙ୍କ ଦ୍ୱାରା ଆୟୋଜିତ ହେଉଥିବା ବେଳେ ସିସିଏଲ୍ ଓଡିଶା କୋର୍ କମିଟି ଏହାର ସହ ଭାଗିଦାରୀରେ ରହିଛି । ମୁଖ୍ୟ ସଂଯୋଜକ ଅଜୟ ଅଗ୍ରୱାଲ ଓଡିଶାକୁ ସିସିଏଲ୍ ଆଣିବା ପାଇଁ ଯଥେଷ୍ଟ ପରିଶ୍ରମ କରିଛନ୍ତି । କମିଟିରେ ଡ. ସତ୍ୟବ୍ରତ ମିନକେତନ (ମୁଖ୍ୟ ଆବାହକ), ଗୋଲକ ମହାପାତ୍ର (ପରାମର୍ଶଦାତା), ବାସୁଦେବ ଭଟ୍ଟ (ଆବାହକ) ଏବଂ ଅନ୍ୟମାନେ ଅଛନ୍ତି ।

ଏହି କାର୍ଯ୍ୟକ୍ରମ ୨୦୨୫ ଫେବ୍ରୁଆରି ୧୬ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଅପରାହ୍ନ ୨ଟାରେ ଉଦଘାଟନ ହେବ ଯେଉଁଥିରେ ମାନ୍ୟବର କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ଉପସ୍ଥିତ ରହିବେ । ପୁରସ୍କାର ବିତରଣ ସମାରୋହରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଏବଂ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉପସ୍ଥିତ ରହିବେ । ବେଙ୍ଗଲ ଟାଇଗର୍ସର ମାଲିକ ବୋନି କପୁର ବାରବାଟି ଷ୍ଟାଡିୟମକୁ ୨୦୨୫ ସିଜନ୍ ପାଇଁ ଦଳର ଘରୋଇ ପଡ଼ିଆ ଭାବରେ ବାଛିଛନ୍ତି । ବେଙ୍ଗଲ ଟାଇଗର୍ସ ଦିନର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ସହ ଖେଳିବ, ଯାହା ପ୍ରଥମ ମ୍ୟାଚ୍ ପଞ୍ଜାବ ବନାମ ଭୋଜପୁରୀ ମ୍ୟାଚ୍ ପରେ ଅପରାହ୍ନ ୨ଟାରେ ଆୟୋଜିତ ହେବ ।

ସିସିଏଲ୍ ଓଡିଶାର ଆବାହକ ବାସୁଦେବ ଭଟ୍ଟ କହିଛନ୍ତି, “ଆମେ ସିସିଏଲ୍‌କୁ ଓଡିଶାକୁ ଆଣି ଉତ୍ସାହିତ ଅଛୁ ଏବଂ ପ୍ରଶଂସକମାନଙ୍କୁ ସେମାନଙ୍କର ପ୍ରିୟ ବଲିଉଡ୍ ତାରକାଙ୍କୁ ପଡ଼ିଆରେ ଖେଳୁଥିବା ଦେଖିବାର ସୁଯୋଗ ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ ।” ସିସିଏଲ୍ ୨୦୨୫ର ଟିକେଟ୍ ଅନଲାଇନ୍ ଉପଲବ୍ଧ କରାଯାଉଛି ଏବଂ ଟିକେଟ୍ କାଉଂଟର୍ ୨୦୨୫ ଫେବ୍ରୁଆରି ୧୧ରୁ ବାରବାଟି ଷ୍ଟାଡିୟମରେ ଖୋଲା ରହିଛି । ଏହା ବ୍ୟତୀତ, ବିମାନବନ୍ଦର, ରେଳଷ୍ଟେସନ୍‌, ବସ୍ ଷ୍ଟାଣ୍ଡ ଏବଂ ହୋଟେଲ୍ ଆଦି ମୁଖ୍ୟ ସ୍ଥାନଗୁଡିକରେ ଅତିରିକ୍ତ ଟିକେଟ୍ ଆଉଟଲେଟ୍ ଖୋଲା ହେବ, ଯାହା ପ୍ରଶଂସକମାନଙ୍କ ପାଇଁ ସହଜରେ ଉପଲବ୍ଧ ହୋଇପାରିବ । ୨୦୨୫ ସେଲିବ୍ରିଟି କ୍ରିକେଟ୍ ଲିଗ୍‌ରେ କ୍ରିକେଟ୍‌, ଗ୍ଲାମର୍ ଏବଂ ମନୋରଞ୍ଜନର ସମ୍ପୂର୍ଣ୍ଣ ମିଶ୍ରଣ ଉତ୍ସବରେ ଆମ ସହିତ ଯୋଗ ଦିଅନ୍ତୁ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version