• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଯୁ .କେ. ଓଡିଶା ସୋସାଇଟିର ୪୧ ତମ ବାର୍ଷିକ ଅଧିବେଶନରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
August 26, 2020
in Uncategorized, ବିଶ୍ଵ, ମନୋରଞ୍ଜନ, ହୋମ୍
0
ଯୁ .କେ. ଓଡିଶା ସୋସାଇଟିର  ୪୧ ତମ ବାର୍ଷିକ  ଅଧିବେଶନରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଅଗଷ୍ଟ ବୁଧବାର ) ଲଣ୍ଡନ :– ଓଡିଶା ସୋସାଇଟି ଅଫ ଯୁ.କେ.ର ୪୧ ତମ ବାର୍ଷିକ ଅଧିବେଶନ ଉପଲକ୍ଷେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଥିଲା । ଅନଲାଇନ ଯୋଗେ କଳାକାର ମାନଂକ ଦ୍ୱାରା ପରିବେଷିତ ମନମୋହକ ସଂରଚନା ଗୁଡିକୁ ଦର୍ଶକ ମାନେ ବେଶ ଆଦୃତ କରିଥିଲେ । ବେଶେଷ ଆକର୍ଷଣ ମଧ୍ୟରେ କଳା ଓ ହସ୍ତଶିଳ୍ପ ପ୍ରଦର୍ଶିନୀ, ନୂଆଖାଇ ଭେଟଘାଟ, ଆମ ଖଟି, ସ୍ପୋର୍ଟଜ଼ କ୍ୱିଜ଼, ଓଡିଶୀ ନୃତ୍ୟ, ଯୋଗ ଅଧ୍ୟାୟ, ଭଜନ ସମାରୋହ, ପାଲା,ଚକୁଳିଆ ପଣ୍ଡା ଗାୟନ ଓ ଲଘୁ ସଂଗୀତ ଆଦି ଅନ୍ତର୍ଭୁକ୍ତ ଥିଲା । ବିଭିନ୍ନ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି ବିଶ୍ୱଭରି ଦେଖଣାହାରୀ ଓ ଶ୍ରୋତା ମାନଂକୁ ମନ୍ତ୍ର ମୁଗ୍ଧ କରିଥିବା ବିଶିଷ୍ଟ କଳାକାର ମାନଙ୍କ ମଧ୍ୟରେ ସୁସ୍ମିତା ଦାସ ଓ ଅନ୍ତରା ଚକ୍ରବର୍ତୀଙ୍କ ଦ୍ୱାରା ଲଘୁ ସଂଗୀତ ପରିବେଷଣ, ପ୍ରଜ୍ଞା ସାହୁଙ୍କ ଦ୍ୱାରା ଡେଂସା ଲୋକନୃତ୍ୟ, କୋଟପାଟ କଳା ବିକାଶ କେନ୍ଦ୍ର ଦ୍ୱାରା ଲୋକ ନୃତ୍ୟ, ଶରଣ ଓ ଚରଣ ଭାଇନାଙ୍କ

ଦ୍ୱାରା ଚକୁଳିଆ ପଣ୍ଡା ଗାୟନ, ଜଗବନ୍ଧୁ ମୁଦୁଲି ଓ ସାଥୀଙ୍କ ଦ୍ୱାରା ଭଜନ, ଶ୍ରୀଚରଣ ମହାନ୍ତିଙ୍କ ଦ୍ୱାରା ପାରମ୍ପରିକ ପାଲା, କବି ସମ୍ମିଳନୀରେ ପଦ୍ମଶ୍ରୀ ହଳଧର ନାଗଙ୍କର ସ୍ୱରଚିତ କବିତା ପାଠ, ନୂଆଖାଇ ଭେଟଘାଟ ରେ ସମ୍ବଲପୁର ର ଦିଲ୍ଲୀପ ପଣ୍ଡା ଓ ଯୋଗେଶ ଯୋଜ ଉପସ୍ଥାପନା, ରକ କର୍ଣ୍ଣରରେ ଶ୍ରୀ ରୋନା, ଶୁଭ୍ରାସୋନ ସମୀର ଓ ତନ୍ମୟ ମିଶ୍ରଙ୍କର ଯୋଗଦାନ ଆଦି ସାମିଲ ଥିଲା । ଏହା ବ୍ୟତୀତ ଆମଖଟିରେ ରହିମ ଖାଁଙ୍କର ପାନ ଦୋକାନରେ ଚୌଧୁରୀ ଜୟପ୍ରକାଶ ଦାସ, ପ୍ରବୀଣ ପଣ୍ଡା ଏବଂ ସ୍ମୃତିରଞ୍ଜନ ମହାନ୍ତିଙ୍କର ରମ୍ୟ ଉପସ୍ଥିତି ବେଶ ଉଚ୍ଚ କୋଟିର ଥିଲା । ସର୍ବୋପରି ସମ୍ମିଳନୀ ରେ ଚଳଚିତ୍ର ଜଗତର ତାରକା ମନୋରଞ୍ଜନକାରୀଙ୍କ ମଧ୍ୟ ରେ କୁନା ତ୍ରିପାଠୀ, ଅଭିଜିତ ମଜୁମଦାର, ସ୍ୱୟଂ ପାଢ଼ୀ ଓ ଉଦୟନ ଅପରାଜିତଙ୍କର ଯୋଗଦାନ ବେଶ ଉତ୍ସାହପ୍ରଦ ଥିଲା ।

କ୍ରୀଡା ଜଗତରୁ ଏହି ସମ୍ମିଳନୀ ରେ ଆରିହୀନ ସିଂହା, ରଶ୍ମି ପରିଡା ଏବଂ ବିପ୍ଳବ ସାମନ୍ତରାୟ ଯୋଗଦାନ କରିଥିଲେ । ଓଡିଶା ର ସୁସ୍ଵାଦ ବ୍ୟଞ୍ଜନ ପ୍ରସ୍ତୁତି କରିବାରେ ମାଷ୍ଟର ଶେଫ ଅବିନାଶ ନାୟକ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ସମ୍ମିଳନୀ ଅବସର ରେ ମୁଖ୍ୟ ଅତିଥି ଓଡିଶା ବିଧାନ ସଭା ର ବାଚସ୍ପତି ଡ଼କ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ସମଗ୍ର ପୃଥବୀ ରେ ମାଗଣା ରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଊଦିଷ୍ଟ ଗୁରୁକୁଳ ପ୍ରଶିକ୍ଷଣ ପ୍ରଣାଳୀର ବେଇବ୍ସାଇଟ www.gurukuleducation.online କୁ ଉଦ୍ଘାଟନ କରିଥିଲେ । ଏହି ଉତ୍ସବ ରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗଦାନ କରି ଓଡ଼ିଆ ମାନଙ୍କର ପରମ୍ପରା ବିଦେଶରେ ବି କିପରି ପାଳିତ ହେଉଛି ତାର ଭୁରି ଭୁରି ପ୍ରସଂଶା କରିଥିଲେ । ସମଗ୍ର ଆଯୋଜନ ର ସୁପରିଚାଳନା ଓ.ଏସ.ଯୁ.କେ ର ସଭାପତି ସୁମନ୍ତ ମାନସିଂ, ସାଧାରଣ ସମ୍ପାଦକ ଶିବରଞ୍ଜନ ବିଶ୍ୱାଳ, ଦୁଇ ସାଂସ୍କୃତିକ ସମ୍ପାଦକ ଡ଼କ୍ଟର ଭାଗ୍ୟଶ୍ରୀ ସିଂ ଏବଂ ଡାକ୍ତର ସଂଯୁକ୍ତା ବ୍ରହ୍ମା ପ୍ରମୁଖ କରିଥିଲେ । ସ୍ମୃତି ମିଶ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ର ସଂଯୋଜନା ଓ ଉପସ୍ଥାପନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଉପ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

April 26, 2026
ପ୍ରଶାନ୍ତ ସ୍ୱାଇଁଙ୍କ ହସ୍ତକ୍ଷେପରେ ଆୟୁଷ୍ମାନ କାର୍ଡ ପ୍ରାପ୍ତ, ଗୁରୁତର ରୋଗୀଙ୍କୁ ନିଶୁଳ୍କ ଚିକିତ୍ସା ଉପଲବ୍ଧ କରାଇବାକୁ ନିର୍ଦ୍ଧେଶ

ପ୍ରଶାନ୍ତ ସ୍ୱାଇଁଙ୍କ ହସ୍ତକ୍ଷେପରେ ଆୟୁଷ୍ମାନ କାର୍ଡ ପ୍ରାପ୍ତ, ଗୁରୁତର ରୋଗୀଙ୍କୁ ନିଶୁଳ୍କ ଚିକିତ୍ସା ଉପଲବ୍ଧ କରାଇବାକୁ ନିର୍ଦ୍ଧେଶ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version