• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାଟ୍ୟଗୁରୁ ସ୍ୱର୍ଗତ ଧୁର୍ବଚରଣ ପାତ୍ରଙ୍କ ସ୍ମରଣରେ କବିତା ପାଠ ଉତ୍ସବ ଓ ନାମ ସଂକୀର୍ତ୍ତନ

Proprietor Abhimanyu Maharana by Proprietor Abhimanyu Maharana
February 13, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ନାଟ୍ୟଗୁରୁ ସ୍ୱର୍ଗତ ଧୁର୍ବଚରଣ ପାତ୍ରଙ୍କ ସ୍ମରଣରେ କବିତା ପାଠ ଉତ୍ସବ ଓ ନାମ ସଂକୀର୍ତ୍ତନ
Share on FacebookShare on TwitterWhatsapp

୧୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିପାଟଣା :- ବାଲିପାଟଣା ବ୍ଲକ ଅନ୍ତର୍ଗତ ମାର୍ଥାପୁର ପଞ୍ଚାୟତର ଆଳୋଇ ଗ୍ରାମର ନାଟ୍ୟ ଗୁରୁ ସ୍ୱର୍ଗତ ଧୁର୍ବଚରଣ ପାତ୍ର ଏବଂ ତାଙ୍କ ଧର୍ମପତ୍ନୀ ସ୍ୱର୍ଗତ ନିଶାମଣି ପାତ୍ରଙ୍କ ବିୟୋଗରେ ପ୍ରାଚୀ କ୍ଷେତ୍ର ପୁରାଣ ପ୍ରସିଦ୍ଧ ତ୍ରିବେଣୀ ଘାଟ ଠାରେ ଅସ୍ଥି ବିସର୍ଜନ ତଥା ସ୍ମରଣ ପରିପକ୍ଷୀରେ ଏକ କବିତା ପାଠ ଉତ୍ସବ ସମେତ ନାମ ସଂକୀର୍ତ୍ତନ ଅନୁଷ୍ଠିତ ହୋଇଯାଇଛି । କବୟିତ୍ରୀ ସୁଜାତା ଦାଶ ଏବଂ ଡକ୍ଟର ସସ୍ମିତା ନାୟକଙ୍କ ମଞ୍ଚ ପରିଚାଳନା ସଂଯୋଜନାରେ ଆୟୋଜିତ କବିତା ପାଠ ଉତ୍ସବରେ ବିଶିଷ୍ଟ କବି ପଣ୍ତିତ ମୂରଲୀଧର ସାହୁ, ବିଜୟ କୁମାର ମିଶ୍ର,

ପ୍ରାଚୀ ଗବେଷକ ହଂସ ନାଥ ସାହୁ,ପଣ୍ଡିତ ଲିଙ୍ଗରାଜ ଆଚାର୍ଯ୍ୟ, କବି ମାଗୁଣୀ ଚରଣ ସେଠୀ, ରବୀନ୍ଦ୍ର ନାଥ ପାତ୍ର, , ଧରଣୀ ଧର ସାହୁ,ପ୍ରଫୁଲ କୁମାର ଦାଶ, ବିପିନ ବିହାରୀ ଦାସ, ସାମ୍ୱାଦିକ ବିନୋଦ କୁମାର ଭୋଇ, ପ୍ରଦୀପ୍ତ କୁମାର ପାତ୍ର,ପ୍ରସନ୍ନ ପାତ୍ର, ବନମାଳୀପୁର ସ୍ଥିତ ଆଦର୍ଶ ଶିଶୁ ନିକେତନ ବିଦ୍ୟାଳୟର ସଂପାଦକ ସୁରେନ୍ଦ୍ର କୁମାର ସାହୁ, ଅଧ୍ୟକ୍ଷା ଶୈଳବାଳା ମେକାପ, ସିପ୍ରା ରାଣୀ ବିଶ୍ଵାଳ , ବିଜୟ କୁମାର ବେହେରା,ବର୍ଷା ପଟ୍ଟନାୟକ,

ପ୍ରତିମା ବେହେରା ସମେତ ବହୁ କବି, କବୟିତ୍ରୀମାନେ ଯୋଗ ଦେଇ ସ୍ଵ ରଚିତ କବିତା ପାଠ କରିବା ସହ ନାଟ୍ୟ ଗୁରୁ ସ୍ୱର୍ଗତ ଧୁର୍ବଚରଣ ଏବଂ ତାଙ୍କ ଧର୍ମପତ୍ନୀ ନିଶାମଣିଙ୍କର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଥିଲେ । ଏହି ଉତ୍ସବକୁ ପୁଷ୍ପଲତା ପାତ୍ର, ପ୍ରଦୀପ କୁମାର ପାତ୍ର , ଜ୍ଞାନରଞ୍ଜନ ପାତ୍ର, ଉପେନ୍ଦ୍ର ପାତ୍ର, ପ୍ରତାପ ଚନ୍ଦ୍ର ବେହେରା, ଗୀତାଞ୍ଜଳୀ ବିଶ୍ଵାଳ, ଜ୍ଞାନରଞ୍ଜନ ପ୍ରଧାନ, ,ବିଦେଶିନୀ ପାତ୍ର, ଜ୍ୟୋସ୍ନାରାଣୀ ପାତ୍ର, ବାବୁଲି ଦାସ , ଲକ୍ଷ୍ମୀକାନ୍ତ ଜେନା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

ନାଟ୍ୟ ଗୁରୁ ସ୍ୱର୍ଗତ ଧୂର୍ଵଚରଣ ପାତ୍ର ଏବଂ ତାଙ୍କ ଧର୍ମପତ୍ନୀ ସ୍ୱର୍ଗତ ନିଶାମଣି ପାତ୍ର ହେଉଛନ୍ତି ଓଡିଆ ଭାଷା, ସାହିତ୍ୟ, କଳା ସଂସ୍କୃତିର ମିଳିନର ଗଠିତ ତ୍ରୟମାସିକ ଶିଶୁ କିଶୋର ପତ୍ରିକା କୃପାନେତ୍ର ର ସଂପାଦକ ରବୀନ୍ଦ୍ର କୁମାର ପାତ୍ରଙ୍କ ପିତା ଏବଂ ମାତା ଅଟନ୍ତି । ପିତା,ମାତାଙ୍କର ସ୍ମୃତି ଚାରଣ ଲାଗି ପୁଅ, ବୋହୂ, ନାତି ନାତୁଣୀ ସମସ୍ତେ ଏହିପରି ଭାବେ ପିତୃପୁରୁଷମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବା ଉଚିତ ବୋଲି ଉପସ୍ଥିତ ବିଦ୍ୟାନ୍ ବ୍ୟକ୍ତିମାନେ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version